ଅଟୋକୁ ଧକ୍କା ଦେଲା ଟ୍ରକ, ଜଣେ ମୃତ

ସୋର, ୯ା୩(ଡ଼ି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ୧୬ ନଂ. ଜାତୀୟ ରାଜପଥ କଲେଜ ଛକ ନିକଟରେ ସୋମବାର ସକାଳେ ଏକ ଟ୍ରକ ଓ ମାଲ ବୋଝେଇ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଅଟୋରେ ଥିବା ଗୋପୀନାଥପୁର ଗ୍ରାମର ଏକ ଦମ୍ପତି ଗୋବିନ୍ଦ ବିନ୍ଧାଣୀ, ତାଙ୍କ ପତ୍ନୀ ଭାମାମଣି, ନାତି ଦେବାଶିଷ ଓଝା ଓ ଡ୍ରାଇଭର ରମେଶ ନାୟକ ଆହତ ହୋଇଥିଲେ। ସେମାନଙ୍କୁ ସଙ୍ଗେ ସଙ୍ଗେ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଗୋବିନ୍ଦଙ୍କ ମୃତ୍ୟୁ ହୋଇଯାଇଥିଲା। ଅଟୋ ଡ୍ରାଇଭର ରମେଶଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କ ବାଲେଶ୍ୱର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲ୍ଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ: ପେଣ୍ଡିଂ ମାମଲାର ତୁରନ୍ତ ଫଇସଲା ସହ ଅପରାଧୀଙ୍କ ଉପରେ…

ଛତ୍ରପୁର, ୧୪।୭ (ଦିଲ୍ଲୀପ ସାମଲ): ଛତ୍ରପୁରସ୍ଥିତ ଗଞ୍ଜାମ ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷଠାରେ ମଙ୍ଗଳବାର ଦିନ ଗଞ୍ଜାମ ପୋଲିସ ଜିଲାର ଅପରାଧ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।…

ଦିନକ ପରେ ରଥଯାତ୍ରା: ଶେଷ ପର୍ଯ୍ୟାୟରେ ରଥ ନିର୍ମାଣ କାର୍ଯ୍ୟ, ଚଳଚଞ୍ଚଳ ଗଞ୍ଜାମ ସହର

ଗଞ୍ଜାମ, ୧୪।୭ (ବିଦ୍ୟାଧର ସାହୁ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଶ୍ରୀଗୁଣ୍ଡିଚା ରଥଯାତ୍ରା ପାଇଁ ଆଉ ମାତ୍ର ଦିନକର ସମୟ ବାକି ଅଛି। ଜୁଲାଇ ୧୬ ତାରିଖରେ ମହାପ୍ରଭୁଙ୍କ…

ଶିକ୍ଷୟିତ୍ରୀଙ୍କ ଘରୁ କରିଥିଲେ ଚୋରି: ୩ ଗିରଫ, ଜଣେ ଫେରାର; ସୁନା, ରୁପା ଅଳଙ୍କାର ସହ…

ତୁମୁଡିବନ୍ଧ, ୧୪।୭ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ପୋଲିସ ଏକ ଚୋରି ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି। ପ୍ରାୟ ମାସେ ତଳେ…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri