ଅଟୋମୋବାଇଲ କମ୍ପାନୀଙ୍କ ବିକ୍ରି ପୁଣି କମିଲା

ନୂଆଦିଲ୍ଲୀ, ୨-୧୨ : ଚଳିତ ବର୍ଷ ନଭେମ୍ବରରେ ଅଟୋମୋବାଇଲ କମ୍ପାନୀଙ୍କ ବିକ୍ରି ପୁଣି ହ୍ରାସ ଘଟିଛି। ଏହି ସମୟରେ ପ୍ରମୁଖ ଯାନ ନିର୍ମାତା ମାରୁତି ସୁଜୁକି ଇଣ୍ଡିଆ ବିକ୍ରି ୧.୯% କମି ୧.୫୦ ଲକ୍ଷ ୟୁନିଟ ରହିଛି। ସେହିଭଳି ହ୍ୟୁଣ୍ଡାଇ ମୋଟର୍ସ ଇଣ୍ଡିଆର ବିକ୍ରି ୭% ଖସିଥିବା ଜଣାପଡିଛି। ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରାର ବିକ୍ରି ୯% ହ୍ରାସ ଘଟି ୪୧,୨୩୫ ୟୁନିଟ ରହିଛି। ସେହିଭଳି ଟାଟା ମୋଟର୍ସ ବିକ୍ରିରେ ୨୫% କମିବା ସହ ୪୧,୧୨୪ ୟୁନିଟକୁ ଖସିଛି। ବିକ୍ରି ୫୦.୩୩% ଖସିଥିବା ହୋଣ୍ଡା କାର୍‌ସ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୃଷ୍ଟିବାଧିତଙ୍କ ଲାଗି ଆର୍‌ବିଆଇର ନୋଟ୍‌ ଚିହ୍ନିବା ଆପ୍‌

ମୁମ୍ବାଇ,୧୩।୫: ଦୃଷ୍ଟିବାଧିତଙ୍କୁ ସହଜରେ ନୋଟ୍‌ ଚିହ୍ନିବାରେ ସହାୟତା କରିବା ଲାଗି ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏକ ମୋବାଇଲ ଆପ୍‌ ଆଣିବାକୁ ଯାଉଛି। ବର୍ତ୍ତମାନ ଦେଶରେ ୫,୧୦,୨୦,୫୦,୧୦୦,...

ସନ୍ଧ୍ୟା ୬ଟା ୧୫ରେ ‘ମୁହୂର୍ତ୍ତ ଟ୍ରେଡିଂ’, ୭ଟା ୧୫ରେ ହେବ ବନ୍ଦ…

ମୁମ୍ବାଇ,୪।୧୧: ଆଲୋକର ପର୍ବ ଦୀପାବଳି ଅବସରରେ ଗୁରୁବାର, ପ୍ରତିବର୍ଷ ଭଳି ପରମ୍ପରା ଅନୁସାରେ ଷ୍ଟକ ମାର୍କେଟରେ ଏକ ଭିନ୍ନ ବ୍ୟବସାୟ ହେବ। ପାରମ୍ପାରିକ ‘ମୁହୂର୍ତ୍ତ ଟ୍ରେଡିଂ’...

କର୍ମଚାରୀଙ୍କୁ ଜୁନର ବେତନ ଦେଇପାରିବନି ବିଏସ୍‌ଏନ୍‌ଏଲ

ନୂଆଦିଲ୍ଲୀ,୨୫-୬: ରାଷ୍ଟ୍ରାୟତ୍ତ ଟେଲିକମ୍‌ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ(ବିଏସ୍‌ଏନ୍‌ଏଲ୍‌) କେନ୍ଦ୍ର ସରକାରଙ୍କୁ ଜରୁରୀ ପତ୍ର ପଠାଇ କମ୍ପାନୀର ଅପରେଶନ ଜାରି ରଖିବାକୁ ଅସମର୍ଥ ବୋଲି...

ଗିଫ୍ଟରେ ‘ଗାମେକ୍ସ-୨କେ୨୨’

ଭୁବନେଶ୍ୱର,୨୬।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ‘ଗିଫ୍ଟ ସ୍ବୟଂଶାସିତ କଲେଜ’ ପରିସରରେ ୧୨ତମ ଆଲୁମ୍‌ନି ମିଟ୍‌ ‘ଗାମେକ୍ସ-୨କେ୨୨’ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଗିଫ୍ଟରୁ ଉତ୍ତୀର୍ଣ୍ଣ...

ଶୀଘ୍ର ସ୍ଥାପନ ହୋଇପାରେ ବ୍ୟାଡ୍‌ ବ୍ୟାଙ୍କ

ନୂଆଦିଲ୍ଲୀ, ୧୯।୭:  ୬ ହଜାର କୋଟି ଟଙ୍କାର ପ୍ରସ୍ତାବିତ ପୁଞ୍ଜି ସହ ଦେଶ ମଧ୍ୟରେ ଏକ ନ୍ୟାଶନାଲ ଆସେଟ ରିକନ୍‌ଷ୍ଟ୍ରକଶନ କମ୍ପାନୀ ଲିମିଟେଡ(ଏନ୍‌ଏଆର୍‌ସିଏଲ୍‌) ବା ବ୍ୟାଡ୍‌ ବ୍ୟାଙ୍କ...

ଛୋଟ କାର୍‌ରେ ୨ ଏୟାର ବ୍ୟାଗ୍‌ କାହିଁକି

ନୂଆଦିଲ୍ଲୀ,୨୦।୯:  ବଡ କାର୍‌ଗୁଡିକରେ ୮ ଏୟାରବ୍ୟାଗ୍‌ ରହିଛି। ମାତ୍ର ଛୋଟ କାରଗୁଡିକରେ ୨ଟି ଏୟାରବ୍ୟାଗ ଥିବାରୁ ଏହାକୁ ନେଇ କେନ୍ଦ୍ର ସଡକ ଏବଂ ପରିବହନ ମନ୍ତ୍ରୀ ନୀତିନ...

ପ୍ରଥମ ଇଲେକ୍ଟ୍ରିକ୍‌ ହାଇଓ୍ବେକୁ ମଞ୍ଜୁରୀ, ପ୍ରତି ୨ କିଲୋମିଟରରେ ଚାର୍ଜିଂ ପଏଣ୍ଟ୍‌…

ନୂଆଦିଲ୍ଲୀ, ୧୧।୬ : ବର୍ତ୍ତମାନ କେନ୍ଦ୍ର ସରକାର ପେଟ୍ରୋଲ ଡିଜେଲର ନିର୍ଭରଶୀଳତାକୁ ଶେଷ କରିବାକୁ ଚେଷ୍ଟା କରୁଛନ୍ତି। ତେଣୁ ଦେଶର ପ୍ରଥମ ଇଲେକ୍ଟ୍ରିକ୍‌ ହାଇଓ୍ବେ(ବୈଦ୍ୟୁତିକ ରାଜପଥ...

୨୦୦୮ ତୁଳନାରେ ବଡ ଏବେର ମାନ୍ଦାବସ୍ଥା

ମୁମ୍ବାଇ,୧୮-୧୦: ଦେଶରେ ମାନ୍ଦାବସ୍ଥା ଲାଗି ରହିଥିବା ବେଳେ ବଜାରରେ ଚାହିଦା କମିବା ଅର୍ଥ ବ୍ୟବସ୍ଥା ଲାଗି ଏକ ପ୍ରମୁଖ ଚ୍ୟାଲେଞ୍ଜ ଭାବେ ଉଭା ହୋଇଛି। ଆଇଏଲ...

Advertisement
Archives

Model This Week