ଅଟୋରିକ୍ସା ଚାଳକଙ୍କୁ ସହାୟତା

ବାଲେଶ୍ୱର ଅଫିସ, ୧୯।୪-ଲକ୍‌ଡାଉନ ଯୋଗୁ ଦୈନନ୍ଦିନ ରୋଜଗାର କରି ଜୀବିକା ନିର୍ବାହ କରୁଥିବା ବ୍ୟକ୍ତିମାନେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ବାଲେଶ୍ୱର ସହରର ବିଭିନ୍ନ ଛକ ସ୍ଥାନରେ ରହି ଦୈନନ୍ଦିନ ଯାତ୍ରୀ ପରିବହନ କରି ପରିବାର ପ୍ରତିପୋଷଣ କରୁଥିବା ୬୦୦ ଅଟୋ ଚାଳକଙ୍କୁ ବିଭିନ୍ନ ସଂଘ ମାଧ୍ୟମରେ ସହାୟତାର ହାତ ବଢ଼ାଇଛନ୍ତି ବାଲେଶ୍ୱରର ପୂର୍ବତନ ଏମ୍‌ପି ଇଂ. ରବୀନ୍ଦ୍ର କୁମାର ଜେନା। ଶନିବାର ସେମାନଙ୍କ ପାଇଁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ବଣ୍ଟନ ବ୍ୟବସ୍ଥା କରାଯାଇଛି। ସହରର ଅର୍ଦ୍ଧାଧିକ ଲୋକ ଦୈନନ୍ଦିନ ଗୁଜୁରାଣ ମେଣ୍ଟାଇବା ପାଇଁ ସକାଳଠାରୁ ସନ୍ଧ୍ୟା ଯାଏ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ କରୁଥିଲେ। ଏବେ କଟକଣା ଚାଲିଥିବାରୁ ସେମାନଙ୍କର ସବୁ ରୋଜଗାର ପନ୍ଥା ବନ୍ଦ ହୋଇଯାଇଛି। ଫଳରେ ସେମାନଙ୍କର ଆର୍ଥିକ ଅବସ୍ଥା ସଙ୍ଗୀନ ହୋଇପଡ଼ିଛି। ସେମାନଙ୍କୁ ଏହି କିଞ୍ଚତ୍ତ ସହାୟତା ନିଶ୍ଚିତ ଭାବେ ମୁହଁରେ ହସ ଫୁଟାଇବ ବୋଲି ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର: ଦେଖିବାକୁ…

ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍‌ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍‌ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ।…

ଏବେ ଶେଷ ହୋଇଯିବ ଯୁଦ୍ଧ! ଇରାନ ଆମେରିକାକୁ ପଠାଇଲା ଏଭଳି ଏକ ଜିନିଷ, ଦେଖିଲେ କ’ଣ ରାଜି ହୋଇଯିବେ ଟ୍ରମ୍ପ?

ନୂଆଦିଲ୍ଲୀ,୧୮।୫: ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମାପ୍ତ କରିବା ପାଇଁ ଇରାନ ଆମେରିକା ସହିତ ଏକ ସଂଶୋଧିତ ଶାନ୍ତି ପ୍ରସ୍ତାବ ଶେୟାର କରିଛି। ସୋମବାର ଏକ ପାକିସ୍ତାନୀ…

ପେଟ୍ରୋଲ ପମ୍ପ ଉପରେ ଅଚାନକ ଚଢାଉ କଲେ ଜିଲାପାଳ, ଏସପି: କହିଲେ ଜିଲାରେ ଆହୁରି ଏତେ ଲିଟର ତେଲ ଗଚ୍ଛିତ

ଭବାନୀପାଟଣା,୧୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ତୈଳ ଯୋଗାଣ ବିତରଣରେ ଅନିୟମିତତା ହେଉଥିବାର ଅଭିଯୋଗ ଆସିଛି। ଯାହାକୁ ନେଇ ସୋମବାର ଜିଲାପାଳ ପାୱାର ସଚିନ ପ୍ରକାଶ,ଏସପି ନାଗରାଜ ଦେବରକୋଣ୍ଡା…

ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ପୂର୍ବତନ ତହସିଲଦାର: ୩ ବର୍ଷ ସଶ୍ରମ କାରାଦଣ୍ଡ ସହ…

ଗୁଣପୁର,୧୮।୫(ସୁଜାତା ପାଢ଼ୀ):ରାୟଗଡ଼ା ଜିଲା ପଦ୍ମପୁରର ପୂର୍ବତନ ଅବସରପ୍ରାପ୍ତ ତହସିଲଦାର ଖୀରାବ୍ଦି ବେହେରା ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି l ତାଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା…

ମୃତ୍ୟୁର ୯ ଦିନ ପରେ ମାଟି ତଳୁ ଖୋଳି ବାହାର କରାଗଲା ଅଢ଼େଇ ବର୍ଷର ଶିଶୁର ଶବ, କାରଣ ଜାଣିଲେ ହୋଇଯିବେ ତାଜୁବ

ଧର୍ମଶାଳା,୧୮।୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ନୋସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବକୁ ମିଳିଛି । ଅଢ଼େଇ ବର୍ଷର ଶିଶୁର ମୃତ୍ୟୁ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri