ଅଟୋ ଓଲଟି ବୃଦ୍ଧାଙ୍କ ଜୀବନ ଗଲା

ରାୟଗଡ଼ା ଅଫିସ,୧୪।୧୨: ରାୟଗଡ଼ା ଜିଲା ସେସକାଲ ଥାନା ଅଧିନସ୍ଥ ଗ୍ରାମର ବାଇସିଂ ଘାଟିରେ ଏକ ଓଟୋ ଓଲଟି ଜଣେ ବୃଦ୍ଧାଙ୍କ ଜୀବନ ଚାଲିଯାଇଛି।
ସୂଚନାଯୋଗ୍ୟ, କାଶୀପୁର ବ୍ଲକର ଉପରକମ୍ପର ଗ୍ରାମର ମଙ୍ଗଳା ଖୋସଲା (୬୦) ଏବଂ ତାଙ୍କ ସମ୍ପର୍କୀୟମାନେ ଶୁକ୍ରବାର ଏକ ଅଟୋ ଯୋଗେ ବିବାହ ପ୍ରସ୍ତାବ ନେଇ ବାଇସିଂ ଗ୍ରାମକୁ ଯାଉଥିଲେ। ସେହି ସମୟରେ ବାଇସିଂ ଘାଟିରେ ଚାଳକ ଭାରସାମ୍ୟ ହରାଇବାରୁ ଅଟୋଟି ଓଲଟି ପଡ଼ିଥିଲା। ଏଥିରେ ମଙ୍ଗଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟମାନେ ଆହତ ହୋଇ ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ଶନିବାର ମଙ୍ଗଳାଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପୂର୍ଣ୍ଣ ହେଉନି ପାଇପ୍‌ ସଂଯୋଗ

ବଇଣ୍ଡା,୬।୬(ଡି.ଏନ.ଏ.) ୪ ବର୍ଷ ହେଲା ସାହିରେ ପାଇପ୍‌ ବିଛାଯିବା ସହ ଷ୍ଟାଣ୍ଡପୋଷ୍ଟ ନିର୍ମାଣ କରାଯାଇଛି। ଏପରି କି ବହୁ ଘରକୁ ପାଇପ୍‌ ସଂଯୋଗ ଦିଆଯାଇଛି। ହେଲେ...

ମଦ ବିରୋଧୀ ଶୋଭାଯାତ୍ରା

କପ୍ତିପଦା,୨୦ା୧୧(ଡି.ଏନ୍‌.ଏ.)- ଆସନ୍ତା ୨୭ ତାରିଖରେ ଭୂବନେଶ୍ୱର ପିଏମଜି ଛକ ଠାରେ ଏଆଇଡିୟୁଓ ସଂଗଠନ ପକ୍ଷରୁ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହେବ। ନୂତନ ମୋଟର ଯାନ...

ନିରାଡମ୍ବରରେ ପାଳିତ ହେଲା ବିଜୁ ଶ୍ରାଦ୍ଧବାର୍ଷିକୀ

ଭଦ୍ରକ ଅଫିସ,୧୭।୪: ନିରାଡ଼ମ୍ବର ଭାବେ ଶୁକ୍ରବାର ଭଦ୍ରକରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି। ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କ ବାସଭବନ ପରିସରରେ ସାମାଜିକ...

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ...

ନିରାଶ କଲା ଶ୍ରାବଣ

ଢେଙ୍କାନାଳ ଅଫିସ, ୫।୮ – ସରିଗଲା ଶ୍ରାବଣ। ଆକାଶକୁ ଚାହିଁ ଚାହିଁ ନିରାଶ ହେଲେ ଚାଷୀ। ଆବଶ୍ୟକ ବର୍ଷା ହେଲାନି। ଯେତିକି ହେଲା ସେତକିରେ ଭୂଇଁ...

ବିଜେତା ମୁକୁଟ ପିନ୍ଧିଲେ ହଂସିନୀ

ବାଲେଶ୍ୱର ଅଫିସ, ୧୮।୩-ବାଲେଶ୍ୱର କଚେରି ବଜାର ସ୍ଥିତ ପ୍ରଶାନ୍ତ ପ୍ରଧାନ ଓ ଭବାନୀ ପ୍ରଧାନଙ୍କ କନିଷ୍ଠକନ୍ୟା ହଂସିନୀ (୬) ବମ୍ବେରେ ଅନୁଷ୍ଠିତ ସର୍ବଭାରତୀୟ ଶୋ ଷ୍ଟପର...

ଏସ୍‌ଭିଏମ୍‌ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ଆନ୍ଦୋଳନ

ଜଗତ୍‌ସିଂହପୁର ଅଫିସ୍‌, ୨୫।୧ ସ୍ବାମୀ ବିବେକାନନ୍ଦ ସ୍ମାରକୀ (ଏସ୍‌ଭିଏମ୍‌) ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପ୍ରଥମ ବର୍ଷ ୨ୟ ସେମିଷ୍ଟର ପରୀକ୍ଷା ଆସନ୍ତା ଏପ୍ରିଲରେ ହେବା...

କଳ୍ପନା, ବବ୍‌ଲି ହତ୍ୟାକାଣ୍ଡ: ଆଜି ପ୍ରକାଶ ପାଇବ ରାୟ

ଝାରସୁଗୁଡ଼ା ଅଫିସ,୨।୪: ବହୁଚର୍ଚ୍ଚିତ ମା’ ଝିଅ କଳ୍ପନା ଓ ବବ୍‌ଲି ହତ୍ୟାକାଣ୍ଡ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ବିଧାୟକ ଅନୁପ ସାଏ ୨ ବର୍ଷ ହେଲା...

Advertisement
Archives

Model This Week