ଅଟୋ ଚଳାଉଥିବା ରଶ୍ମୀରେଖାଙ୍କୁ କୋଭିଡ-୧୯ ସଂଗ୍ରାମୀ ସମ୍ମାନ

ବରଗଡ଼ ଅଫିସ,୧୩।୬- ବରଗ ଜିଲା ଘେଁସ ଗ୍ରାମର ଉଚ୍ଚ ଶିକ୍ଷିତା ଝିଅ ରଶ୍ମିରେଖା ବାଗ ନିଜେ ଅଟୋ ଚଲାଇ ପାଠ ପଢିବା ସହିତ ପରିବାର ଗୁଜୁରାଣ ମେଣ୍ଟାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ଜନ୍ମେଜୟ ବାଗ ଓ କ୍ଷୀରେଶ୍ବରୀ ବାଗଙ୍କ ଝିଅ ରଶ୍ମିରେଖାଙ୍କ ଏଭଳି କାମକୁ ଭରସା ପରିବାର ପ୍ରଶଂସା କରିଛି। ଏହି ପରିପ୍ରେକ୍ଷୀରେ ଶନିବାର ରଶ୍ମିରେଖାଙ୍କୁ ଭରସା ପରିବାର ପକ୍ଷରୁ କୋଭିଡ-୧୯ ସଂଗ୍ରାମୀଭାବେ ସମ୍ବର୍ଦ୍ଧିତ କରାଯାଇଛି। ଭରସା ପରିବାରର ମୁଖ୍ୟ ଉପଦେଷ୍ଟା ନିହାଲ ସିଂ ତତ୍ତ୍ୱାବଧାନରେ ଘେଁସଠାରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ପଦ୍ମଶ୍ରୀ ଡଃ ହଳଧର ନାଗ ଏବଂ ପଦ୍ମଶ୍ରୀ ଡ ଜିତେନ୍ଦ୍ର ହରିପାଲ ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଭରସା ପରିବାରର ସଭ୍ୟ ଚୈତନ ମୁନା ଏବଂ ଅନ୍ୟ ସଭ୍ୟମାନେ ଉପସ୍ଥିତ ଥିଲେ। ଉପସ୍ଥିତି ଥିଲେ । ରଶ୍ମିରେଖା ସ୍ନାତକ ଶେଷବର୍ଷରେ ପାଠ ପଢ଼ିବା ସହିତ ଅଟୋ ଚଲାଇ ଅନ୍ୟ ଝିଅମାନଙ୍କ ପାଇଁ ଏକ ଦୃଷ୍ଟାନ୍ତ ପାଲଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ହାତୀ ଉପଦ୍ରବ: ଲୋକେ ଆତଙ୍କିତ

ବୁଗୁଡ଼ା,୨୩।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳର ଠଣାପଲ୍ଲୀ ବିଟ୍‌ରେ ଏକ ଦନ୍ତାହାତୀ ପ୍ରବେଶ କରି ଉପଦ୍ରବ କରୁଥିବା ଦେଖିବାକୁ ମିଳିଛି। କୁଞ୍ଜବନ ଗ୍ରାମର ଧାନ ଖାଇ...

ଅଟା ଗୋଦାମରେ ନିଆଁ ଲାଗିଲା

ଗଞ୍ଜାମ,୧୫।୧୦(ଡି.ଏନ.ଏ.): ଗଞ୍ଜାମ ବ୍ଲକ ପାଳିବନ୍ଧ ଗ୍ରାମର ଶଙ୍କର ପଣ୍ଡାଙ୍କ ଅଟା ଗୋଦାମରେ ଶୁକ୍ରବାର ନିଆଁ ଲାଗି ଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି।...

ନାବାଳିକା ଗର୍ଭବତୀ, ଅଭିଯୁକ୍ତଙ୍କୁ ଜେଲ ଦଣ୍ଡ

ନିରାକାରପୁର,୨୨ା୯(ଡି.ଏନ.ଏ.): ବିବାହ ପାଇଁ ଦୁଇ ପରିବାର ମଧ୍ୟରେ ଆଲୋଚନା ହେଲା। ଝିଅ ନାବାଳିକା ଥିବାରୁ ସାବାଳିକା ହେବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ଦୁଇ ପରିବାର ସହମତି...

ବିଜେପୁର ଉପନିର୍ବାଚନ:ଆଜି ପ୍ରାର୍ଥୀ ଘୋଷଣା କରିପାରେ କଂଗ୍ରେସ

ଭୁବନେଶ୍ୱର,୨୫-୯(ବ୍ୟୁରୋ):ବିଜେପୁର ଉପନିର୍ବାଚନ ନେଇ ସବୁ ଦଳ ପକ୍ଷରୁ ପ୍ରସ୍ତୁତି ଜୋର୍‌ଦାର ଆରମ୍ଭ କରାଯାଇଛି। ନାମାଙ୍କନ ଦାଖଲ ପାଇଁ ଆସନ୍ତା ୩୦ ଶେଷ ତାରିଖ ଥିବାବେଳେ ଏହା...

ଅମିତ ଧଳ ଗୁଳିକାଣ୍ଡର ପର୍ଦ୍ଦାଫାଶ : ୪ ଅଭିଯୁକ୍ତ କୋର୍ଟଚାଲାଣ

ଝାରସୁଗୁଡ଼ା ଅଫିସ/ଲଖନପୁର ୨୭ା୬(ଡି.ଏନ୍‌.ଏ.) : ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ଅମିତ ଧଳ ଗୁଳିକାଣ୍ଡର ୪ଦିନ ପରେ ପୋଲିସ ଘଟଣାର ପର୍ଦ୍ଦାଫାଶ କରିଛି । ଏହି ହତ୍ୟାକାଣ୍ଡରେ...

ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି।...

୪ରୁ ୫ ଦିନ ଯାଏ ଦିନ ତାପମାତ୍ରାରେ ହେବନି ପରିବର୍ତ୍ତନ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ଆଭ୍ୟନ୍ତରୀଣ ଓଡ଼ିଶାରେ ଜିଲାଗୁଡିକରେ ତାପମାତ୍ରା ସ୍ବାଭାବିକ ଠାରୁ ୨ ରୁ ୩ ଡ଼ିଗ୍ରୀ ସେଲସିୟସ ତାତି ରହିଛି। ଆଗାମୀ ୪ ରୁ ୫ ଦିନ...

ବଜ୍ରପାତରେ ଚାଲିଗଲା ୨ ମହିଳାଙ୍କ ଜୀବନ

ଭାପୁର/ବନ୍ତଳା,୮।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ବାଲିଅମ୍ବା ପଞ୍ଚାୟତ ରାଇଡିହି ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ନିର୍ମଳା ସାହୁଙ୍କ ମୃତ୍ୟୁ ହୋଇଛି। ନିର୍ମଳା ଘର ନିକଟ...

Advertisement
Archives

Model This Week