ଅଟୋ ଚାଳକଙ୍କୁ ପିଟିଲେ ଯୁବତୀ

ଭୁବନେଶ୍ୱର,୨୧ା୩ (ବ୍ୟୁରୋ): ଶୁକ୍ରବାର ଅଟୋ ଭଡ଼ାକୁ କେନ୍ଦ୍ରକରି ଶହୀଦନଗର ଥାନା ବାଣୀବିହାର ଛକରେ ଅପ୍ରୀତିକର ଘଟଣା ଦେଖିବାକୁ ମିଳିଛି। ଅଟୋ ଭଡ଼ା ଅଧିକ ନେବା କାରଣରୁ ଚାଳକଙ୍କୁ ଯୁବତୀ ଜଣକ ବିଚ୍‌ ରାସ୍ତାରେ ପିଟିଥିଲେ। ସମସ୍ତେ ଦେଖୁଥିଲେ ମଧ୍ୟ କେହି ଅଟକାଇ ନ ଥିଲେ। ଶେଷରେ ମାମଲା ଥାନାରେ ପହଞ୍ଚିଥିଲା। ଉଭୟ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏନେଇ ଦୁଇଟି ପୃଥକ ମାମଲା ରୁଜୁ କରି ସିଆରପିସି ୪୧ରେ ଉଭୟଙ୍କୁ ନୋଟିସ ଦେଇଛି।
ସୂଚନାଯୋଗ୍ୟ,ଯୁବତୀ ଜଣକ ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ଆସିଥିଲେ। ଡ୍ରାଇଭର ଜଣକ ତାଙ୍କୁ ୨୦ ଟଙ୍କା ଭଡ଼ା ମାଗିଥିଲେ। ଯୁବତୀ ଜଣକ ୧୫ ଟଙ୍କା ଦେଇଥିଲେ। ଡ୍ରାଇଭର କହିଥିଲେ ୨୦ଟଙ୍କାରୁ ଟଙ୍କାଟେ କମ୍‌ ହେବନି। ଯୁବତୀ ମଧ୍ୟ ତାଙ୍କ ଜିଦ୍‌ରେ ଅଟଳ ରହି କହିଥିଲେ,୧୫ଟଙ୍କାରୁ ଟଙ୍କାଟେ ଅଧିକ ଦେବିନି। ଉଭୟଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଶେଷରେ ଯୁବତୀ ଜଣକ ଡ୍ରାଇଭରଙ୍କୁ ଅଟୋରୁ ଘୋଷାଡ଼ି ଆଣି ରାସ୍ତା ମଝିରେ ନିସ୍ତୁକ ପିଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ଏମଆରଏଫ୍‌ ୟୁନିଟ୍‌ରେ ପଶିଲା ୫ ଫୁଟର ଅଜଗର, ପରେ….

କୁଆଁରମୁଣ୍ଡା, ୮।୯ (ମହେନ୍ଦ୍ର କୁମାର ସାହୁ): ମଙ୍ଗଳବାର ମଧ୍ୟାହ୍ନରେ କୁଆଁରମୁଣ୍ଡା ବ୍ଲକ ଏମଆରଏଫ୍‌ ୟୁନିଟ୍‌ ଭିତରକୁ ଏକ ଅଜଗର ସାପ ପଶିଯାଇଥିଲା। ସାପଟିକୁ ଦେଖି କର୍ମଚାରୀମାନେ ଭୟଭୀତ…

ଯୁବ IAS କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ ଦାୟିତ୍ୱ, ଛୁଟିଲା ଶୁଭେଚ୍ଛା…

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ରାଜଧାନୀରେ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି।…

ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…

ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ…

୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ

ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri