ଅଟୋ ସହ ଶାଳକାଠ ଜବତ: ୨ ଗିରଫ

ବାଲିଗୁଡା/କ.ନୂଆଗାଁ,୧୫ା୧୦(ଡି.ଏନ୍‌.ଏ.)- ବାଲିଗୁଡା ବନଖଣ୍ଡ ଅଧୀନ କିରିକୁଟି ପଞ୍ଚାୟତ ୫୯ନଂ. ଜାତୀୟ ରାଜପଥ କ.ନୂଆଗାଁ ବନ ବିଭାଗ ତରଫରୁ ସୋମବାର ରାତ୍ରକାଳୀନ ପାଟ୍ରୋଲିଙ୍ଗ ଚାଲିଥିଲା। କିରିକୁଟି ଗ୍ରାମକୁ ଯାଉଥିବା ଏକ ଅଟୋ (ନଂ.ଓଡ଼ି୧୨ଏ-୨୩୭୪)କୁ ଲକଟି ଛକ ନିକଟରେ ବନ କର୍ମଚାରୀ ଅଟକାଇଥିଲେ। ଯାଞ୍ଚବେଳେ ସେଥିରୁ ୫ଟି ଶାଳକାଠ ଜବତ କରିବା ସହ ୨ଜଣଙ୍କୁ ଗିରଫ କରାଯାଇଥିବା କ.ନୂଆଗାଁ ବନାଞ୍ଚଳ ଅଧିକାରୀ ସଞ୍ଜୟ ସାହୁ ସୂଚନା ଦେଇଛନ୍ତି। ଗିରଫ ଦ୍ୱୟହେଲେ କୁମ୍ଭାରମୁଣ୍ଡା ଗ୍ରାମର ଜୀରିମିୟ ପ୍ରଧାନ ଓ କିରିକୁଟି ଗ୍ରାମର ସାଇବରାଜ ନାୟକ। ୨ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବନାଞ୍ଚଳ ଅଧିକାରୀ ସାହୁ ପ୍ରକାଶ କରିଛନ୍ତି l ଏହି ଚଢ଼ାଉରେ ବନପାଳ ସରୋଜ କୁମାର ମଙ୍ଗରାଜ, କ. ନୂଆଗାଁ ବନରକ୍ଷୀ ଜଗତ୍‌ଜ୍ୟୋତି ନାୟକ, ମକବାଲି ବନରକ୍ଷୀ କୁମୁଦ ଚନ୍ଦ୍ର ବେହେରା, ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ପ୍ରଦୂଷିତ ହେଉଛି ସହର, ସବୁଠି ଗଛ ଲଗାଇବାକୁ ଆହ୍ବାନ ଦେଲେ…

ଭଞ୍ଜନଗର,୨ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡସ୍ତରୀୟ ବନ ମହୋତ୍ସବ ସପ୍ତାହ ଗାଲେରୀ ରେଞ୍ଜ ସାମରଡ଼ା ବନ ସୁରକ୍ଷା ସମିତି ଅଞ୍ଚଳରେ ପାଳିତ ହୋଇଯାଇଛି।…

ହାଇଓ୍ବା ଧକ୍କାରେ ସ୍କୁଟିଚାଳକ ମୃତ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଟ୍ରକ୍‌କୁ ଦ୍ରୁତଗତିରେ ଆସି ଜଣେ ବାଇକ୍‌କୁ ଧକ୍କା…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri