ଅଡବା ପୋଲିସ କର୍ମଚାରୀଙ୍କ ଦ୍ୱାରା ରକ୍ତଦାନ ଶିବିର

ମୋହନା,୨୪।୧(ଡି.ଏନ୍‌.ଏ.): ଗଜପତି ଜିଲାର ମୋହନା ବ୍ଲକ ଅନ୍ତର୍ଗତ ଅଡବା ପୋଲିସ କର୍ମଚାରୀଙ୍କ ଦ୍ୱାରା ଶୁକ୍ରବାର ରକ୍ତଦାନ ଶିବିରର ଆୟୋଜନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଆର. ଉଦୟଗିରି ଏସ୍‌ଡିପିଓ ଅଶୋକ କୁମାର ମହାନ୍ତି ଯୋଗ ଦେଇ ରକ୍ତଦାନ ମହାପୁଣ୍ୟର ମହତ୍ୱକୁ ଜନସାଧାରଣଙ୍କୁ ବୁଝାଇଥିଲେ। ଅଡବା ଥାନା ଅଧିକାରୀ ଆଲୋକ ରଞ୍ଜନ ଜଗଦଲା ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ବ୍ରହ୍ମପୁର ରକ୍ତ ସଂରକ୍ଷଣ କେନ୍ଦ୍ରର ଏଲ୍‌ ଆଇ ହରେକୃଷ୍ଣ ସାହୁ, ଏନ୍‌. ବି ପ୍ରଧାନ ପ୍ରମୁଖ ଯୋଗଦେଇ ୩୬ ୟୁନିଟ ରକ୍ତ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପତିତପାବନଙ୍କୁ ଏନ୍‌ଆଇଏଲ୍‌ଡି ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ

କଣ୍ଟାପଡ଼ା, ୧୪ା୧୦(ଡି.ଏନ୍‌.ଏ.): କେନ୍ଦ୍ର ସରକାରଙ୍କ ସାମାଜିକ ନ୍ୟାୟ ଓ ଅଧିକାରିତା ମନ୍ତ୍ରଣାଳୟ ଅଧୀନ କଟକ ଜିଲା ଓଲଟପୁରସ୍ଥିତ ଏସ୍‌ଭି ନିର୍‌ତାରର କାର୍ଯ୍ୟକାରୀ ନିର୍ଦ୍ଦେଶକ ପ୍ରଫେସର ଡା....

ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନଗଲା

ଗଞ୍ଜାମ,୨୦ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ନୂଆଘାଇଠାରେ ସୋମବାର ଭୋର୍‌ରୁ ଏକ ପିକ୍‌ଅପ୍‌ ଓଲଟି ୩ ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ...

ବିଜ୍ଞାନ,କାରିଗରୀ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀଙ୍କ ନୂଆପଡା ଗସ୍ତ: ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା; ଯୋଗେଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା

ନୂଆପଡ଼ା ଅଫିସ,୧୯ା୮ : ପୂର୍ବତନ ପର୍ଯ୍ୟଟନ ମନ୍ତ୍ରୀ ତଥା ବର୍ତ୍ତମାନର ବିଜ୍ଞାନ, କାରିଗରୀ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ କୁମାର ପଣ୍ଡା ଦିନିକିଆ ନୂଆପଡା ଗସ୍ତରେ...

ଶାନ୍ତିପୂର୍ଣ୍ଣ ଭାବେ ନବରଙ୍ଗପୁର ୧୨ ଘଣ୍ଟା ବନ୍ଦ

ନବରଙ୍ଗପୁର/ଝରିଗାଁ/ଚନ୍ଦାହାଣ୍ଡି,୨୦।୪: (ବି.ପ୍ର./ସ୍ବ.ପ୍ର./ଡି.ଏନ୍‌.ଏ.) ସମ୍ବଲପୁର ସାମ୍ପ୍ରଦାୟିକ ଗଣ୍ଡଗୋଳ ଘଟଣା ପ୍ରତିବାଦରେ ବିଶ୍ୱ ହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଏବଂ ଅନ୍ୟ ହିନ୍ଦୁ ସଙ୍ଗଠନ ପକ୍ଷରୁ ବୁଧବାର ସକାଳ...

ଭାଇର ହତ୍ୟାକାରୀ ସାଜିଲା ଭାଇ

ଭେଡ଼େନ,୨୬।୬(ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ତାଲମେଣ୍ଡା ପଞ୍ଚାୟତ ଅନ୍ତର୍ଗତ ସାନପିପିଲିପାଲି ଗ୍ରାମରେ ନିଜ ବଡ଼ ଭାଇକୁ ହତ୍ୟା ଅଭିଯୋଗରେ ରବି ପଧାନ (୩୬)ଙ୍କୁ...

ବାଲି ଗାଡ଼ି ଜବତ କଲେ ତହସିଲଦାର

ପାରାଦୀପ,୫ା୬(ସ୍ବ.ପ୍ର.): ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଜିଲାର ମଧ୍ୟବର୍ତ୍ତୀ ସୀମା ଭୁତମୁଣ୍ଡାଇ ନିକଟସ୍ଥ ମହାନଦୀରୁ କିଛିଦିନ ହେଲା ବିପୁଳ ପରିମାଣର ବାଲି ଉତ୍ତୋଳନ ଚାଲିଥିଲା। ଦୁଇ ଜିଲାର...

ଫାଇନ୍‌ ଦେଲେ, ସଚେତନ ହେଲେ

ଚୌଦ୍ୱାର,୨୫ା୩ (ଡି.ଏନ୍‌.ଏ): କରୋନା ଭୂତାଣୁକୁ ପ୍ରତିରୋଧ କରିବା ପାଇଁ ସାରା ବିଶ୍ୱ ସଚେତନତା ଉପରେ ଗୁରୁତ୍ୱ ଦେଇଛି। ସେହିପରି ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ...

ଜୋନ୍‌ ଅନୁଯାୟୀ ଖୋଲିବ ନିମ୍ନ ଅଦାଲତ: ରେଡ୍‌ରେ ଘଣ୍ଟାଏ, ଅରେଞ୍ଜରେ ଦୁଇ, ଗ୍ରୀନ୍‌ରେ ଅଢ଼େଇ ଘଣ୍ଟା

କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍‌ଡାଉନ୍‌କୁ ବଢ଼ାଇଛନ୍ତି। ତେବେ...

Advertisement
Archives

Model This Week