Posted inଜାତୀୟ

ଅଡି ବସିଛନ୍ତି ଉନ୍ନାଓ ପୀଡ଼ିତାଙ୍କ ପରିବାର

ଲକ୍ଷ୍ନୌ,୮।୧୨: ଉନ୍ନାଓ ବଳାତ୍କାର ପୀଡିତାଙ୍କ ମୃତ୍ୟୁ ପରେ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି। ଏହାସହ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧିନରେ ଏକ ଘର ମଧ୍ୟ ଯୋଗାଇ ଦେବାକୁ ଘୋଷଣା କରାଯାଇଛି। ଏହାପରେ ବି ଅଡି ବସିଛନ୍ତି ପୀଡିତାଙ୍କ ପରିବାର। ତାଙ୍କ ଭଉଣୀ କହିଛନ୍ତି ଯେପର୍ଯ୍ୟନ୍ତ ଯୋଗୀ ଆଦିତ୍ୟନାଥ ତାଙ୍କ ଘରକୁ ଆସି ନାହାନ୍ତି ସେପର୍ଯ୍ୟନ୍ତ ସେମାନେ ମୃତଦେହ ସଂସ୍କାର କରିବେ ନାହିଁ। ଏହାସହ ଏକ ସରକାରୀ ଚାକିରି ମଧ୍ୟ ଦାବି କରିଛନ୍ତି ପୀଡିତା ଭଉଣୀ। ରବିବାର ସକାଳ ୧୦ଟାରେ ପୀଡ଼ିତାଙ୍କ ଅନ୍ତିମ ସଂସ୍କାର କରାଯିବାକୁ ଥିବା ବେଳେ ପରିବାର ଲୋକଙ୍କ ଏଭଳି ଜିଦ୍‌ ଏବେ ପୁଣି ସମସ୍ୟା ସୃଷ୍ଟି କରିଛି। ସୂଚନାଯୋଗ୍ୟ, ଉନ୍ନାଓ ବଳାତ୍କାର ପୀଡିତାଙ୍କ ମୃତ ଶରୀର ଶନିବାର ରାତିରେ ତାଙ୍କ ଗାଁରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

”ସେମାନେ ଅହଂକାର, ମିଛ, ନିରାଶା ଏବଂ ଅଜ୍ଞତାକୁ ନେଇ ଖୁସି ହେବା ଉଚିତ୍”, ପୁଣି ବିରୋଧୀଙ୍କୁ ଟାର୍ଗେଟ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୫।୧୨: ଦେଶର ପାଞ୍ଚଟି ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନ ସମାପ୍ତ ହୋଇଛି। ହିନ୍ଦୀ ହାର୍ଟଲ୍ୟାଣ୍ଡକୁ ଭାଜପା ସମ୍ପୂର୍ଣ୍ଣ ଭାବେ କବଜା କରିଛି। ରାଜସ୍ଥାନ, ମଧ୍ୟପ୍ରଦେଶ ଏବଂ...

ରେଭନ୍ଥ ରେଡ୍ଡୀ ହେବେ ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ, ବୁଧବାର ନେଇପାରନ୍ତି ଶପଥ

ହାଇଦ୍ରାବାଦ, ୫।୧୨: ତେଲଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ରାଜ୍ୟ କଂଗ୍ରେସ ସଭାପତି ରେଭନ୍ଥ ରେଡ୍ଡୀ। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ କଂଗ୍ରେସ ହାଇକମାଣ୍ଡ ଏହି ନିଷ୍ପତ୍ତି...

‘ଇଣ୍ଡିଆ’ ମେଣ୍ଟରେ ଫାଟ! ବୈଠକରେ ଯୋଗଦେବେନି ଅଖିଳେଶ

ନୂଆଦିଲ୍ଲୀ,୫।୧୨: ଡିସେମ୍ବର ୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ଫାଟ ସୃଷ୍ଟି ହୋଇଛି। ଏହି ବୈଠକରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ...

ସଡ଼କ ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ପାଇଁ ବଡ଼ ସୁବିଧା ଦେବେ ସରକାର

ନୂଆଦିଲ୍ଲୀ,୫।୧୨: ସଡ଼କ ଦୁର୍ଘଟଣାରେ ଅଧିକାଂଶ ମୃତ୍ୟୁ ଚିକିତ୍ସାରେ ବିଳମ୍ବ ହେତୁ ଘଟିଥାଏ। ଏହି ଗମ୍ଭୀର ପ୍ରସଙ୍ଗକୁ ଧ୍ୟାନରେ ରଖି ସରକାର ଶୀଘ୍ର ସଡ଼କ ଦୁର୍ଘଟଣା ମାମଲାରେ...

ସ୍ଥଳଭାଗ ମୁହାଁ ବାତ୍ୟା ‘ମିଗ୍‌ଜୋମ’: ନେଲୋର-ମଚ୍ଛଲିପଟନମ୍‌ ଦେଇ କରିବ ଅତିକ୍ରମ

ଚେନ୍ନାଇ,୫।୧୨: ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ...

ମୁଖ୍ୟ ଦାବିଦାର ରେଭନ୍ଥ ରେଡ୍ଡୀ

ହାଇଦ୍ରାବାଦ,୫ା୧୨: ତେଲଙ୍ଗାନାର ଦ୍ୱିତୀୟ ବିଧାନସଭାର କାର୍ଯ୍ୟକାଳ ଶେଷ ହେବା ପରେ ତୃତୀୟ ବିଧାନସଭା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ୍‌ ସୋମବାର ବିଧାନସଭାକୁ...

ମହୁଆଙ୍କୁ ବହିଷ୍କାର ନିଷ୍ପତ୍ତି ପୂର୍ବରୁ ଆଲୋଚନା ହେଉ

ନୂଆଦିଲ୍ଲୀ,୫ା୧୨(ପି.ଟି.): ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମ୍‌ସି ଏମ୍‌ପି ମହୁଆ ମୋଇତ୍ରଙ୍କୁ ଲୋକ ସଭାରୁ ବହିଷ୍କାର କରିବା ଲାଗି ଏଥିକ୍ସ କମିଟି ସୁପାରିସ୍‌ କରିଥିଲା। ଉକ୍ତ ରିପୋର୍ଟ...

ମିଗ୍‌ଜୋମ ତାଣ୍ଡବ: ୫ ମୃତ, ଅନେକ ଉଡ଼ାଣ ରଦ୍ଦ

ଚେନ୍ନାଇ,୫।୧୨: ଦେଶର ଦକ୍ଷିଣ ରାଜ୍ୟରେ ବାତ୍ୟା ମିଗ୍‌ଜୋମ ତାଣ୍ଡବ ରଚିଛି। ଚେନ୍ନାଇରେ ପ୍ରବଳ ବର୍ଷା ଓ ପ୍ରବଳ ପବନ ସହିତ ଘଟଣାରେ ଅତି କମରେ ୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri