Posted inଜାତୀୟ

ଅଡ୍‌-ଇଭିନ୍‌ ନମ୍ବର ପରେ ବଦଳିବ କାର୍ଯ୍ୟାଳୟର ସମୟ

ନୂଆଦିଲ୍ଲୀ,୧୨।୧୦: ରାଜଧାନୀ ଦିଲ୍ଲୀରେ ନଭେମ୍ବର ୪-୧୫ ମଧ୍ୟରେ ପୁଣି ଥରେ ଅଡ୍‌-ଇଭିନ୍‌ ନମ୍ବର କାର୍ଯ୍ୟକାରୀ ହେବ। ପ୍ରଦୂଷଣର ମାତ୍ରା ବଢିଯାଇଥିବାରୁ ଏବେ ଦିଲ୍ଲୀ ସରକାର ଅଡ୍‌-ଇଭିନ୍‌ ନମ୍ବର କାର୍ଯ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ତେବେ ସିଏନ୍‌ଜିରେ ଚାଲୁଥିବା କାର୍‌ ଓ ବାଇକ୍‌ ଚାଳକଙ୍କୁ ଏଥର ଲାଭ ମିଳିବ ନାହିଁ ବୋଲି ଜଣାପଡିଛି। କାରଣ ପରିବହନ ବିଭାଗ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଚିଠି ଲେଖିଛନ୍ତି କି ସରକାରୀ ହେଉ ଅବା ବେସରକାରୀ ସିଏନ୍‌ଜି ଦ୍ୱାରା ପରିବେଶ ଅଧିକ ପରିମାଣରେ ପ୍ରଦୂଷିତ ହେଉଛି। ଏଥିରେ ମହିଳାମାନଙ୍କ ପାଇଁ ସୁବିଧା ରଖାଯାଇଛି। କାରଣ ମହିଳାମାନଙ୍କୁ ଏହି ସ୍କିମରେ ସାମିଲ କରାଯାଇନାହିଁ। ତେବେ ପିକ୍‌ ଆଓ୍ବାରରେ ଟ୍ରାଫିକ୍‌ ଜାମ୍‌ ସମସ୍ୟାକୁ ଲକ୍ଷ୍ୟ କରି କାର୍ଯ୍ୟାଳୟର ସମୟକୁ ପରିବର୍ତ୍ତନ କରି ୧୧ଟା କରାଯିବ ବୋଲି ଚିନ୍ତା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦିଲ୍ଲୀକୁ ଫେରିଲା କର୍ଫ୍ୟୁ

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀରେ ବେଲଗାମ ହେଉଛି କରୋନା। ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସ୍ଥିତି ଏଭଳି ବିଗିଡ଼ିବାରେ...

୨ମାସରୁ ବନ୍ଦ ଥିବା ଓପିଡି ସେବା ପୁଣି ଖୋଲିବାକୁ ସରକାରଙ୍କ ନିର୍ଦ୍ଦେଶ

ଲକ୍ଷ୍ନୌ,୪।୬: ଦେଶରେ ଜାରି ରହିଥିବା କରୋନାର ଦ୍ୱିିତୀୟ ଲହର ଏବେ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଦେଶର ବିଭିନ୍ନ ରାଜ୍ୟରେ ଦୈନିକ ସଂକ୍ରମଣ ବର୍ତ୍ତମାନ ହ୍ରାସ...

ଏହି ରାଜ୍ୟରେ ଶୁଭାରମ୍ଭ ହେଲା ପ୍ଲାଜମା ଆପ୍‌

ନୂଆଦିଲ୍ଲୀ,୨।୭: କରୋନା ରୋଗୀଙ୍କ ପାଇଁ ଦିଲ୍ଲୀ ଏମ୍ସ ଡାକ୍ତର ଓ ଆଇଆଇଟି ଇଞ୍ଜିନିୟର ମିଳିତ ଭାବେ ଏକ ପ୍ଲାଜମା ଆପ୍‌ ତିଆରି କରିଛନ୍ତି। ମାତ୍ର ଗୋଟିଏ...

ଭଗବାନ ଶ୍ରୀକୃଷ୍ଣଙ୍କୁ ବିବାହ କଲେ ଯୁବତୀ

ଲକ୍ଷ୍ନୌ,୧୪।୩: ଉତ୍ତରପ୍ରଦେଶର ଅରୌୟା ଜିଲାରେ ଜଣେ ଯୁବତୀ ଭଗବାନ କୃଷ୍ଣଙ୍କୁ ବିବାହ କରିଛନ୍ତି। ସମସ୍ତ ରୀତିନୀତି ସହିତ ବିବାହ ସମ୍ପନ୍ନ ହୋଇଛି। ଅରୌୟା ନିବାସୀ ରକ୍ଷା...

ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ: ୨୦୧୭ ତୁଳନାରେ ହୋଇଛି ୩ ପ୍ରତିଶତ କମ୍ ମତଦାନ

ନୂଆଦିଲ୍ଲୀ,୧୧ ।୨: ଉତ୍ତର ପ୍ରଦେଶ ବିଧାନସଭା ଲାଗି ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ସରିଛି । ନିର୍ବାଚନ କମିଶନ ପକ୍ଷରୁ ବହୁ ସଂଖ୍ୟାରେ ମତଦାନ ପାଇଁ...

ମୋଦିଙ୍କ ସହ ସାଧାରଣତନ୍ତ୍ର ପରେଡ୍‌ ଦେଖିବେ ହିତେଶ୍ୱର

ନୂଆଦିଲ୍ଲୀ: ଦିନ କେଇଟା ପରେ ଆସିବ ସାଧାରଣତନ୍ତ୍ର ଦିବସ। ଏଥର ବ୍ରାଜିଲ ରାଷ୍ଟ୍ରପତି ଜୈର୍‌ ମେସିଆସ୍‌ ବୋଲ୍‌ସୋନାରୋ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।...

ଶାନ୍ତିବନରେ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ୫୫ ତମ ଶ୍ରାଦ୍ଧ ବାର୍ଷିକୀରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୋନିଆ...

ଦଳ ଓ ପରିବାରରେ ବିଭାଜନ ଦେଖାଦେଇଛି: ସୁଲେ

ମୁମ୍ବାଇ, ୨୪ା୧୧(ପି.ଟି.) : ମହାରାଷ୍ଟ୍ରରେ ରାତାରାତି ରାଜନୀତି ବଦଳିବା ଓ ଅଜିତ୍‌ ପାଓ୍ବାରଙ୍କ ସହଯୋଗରେ ଭାଜପା ନେତା ଦେବେନ୍ଦ୍ର ଫଡ୍‌ନବିସ୍‌ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା...

Advertisement
Archives

Model This Week