Posted inଜାତୀୟ

ଅଡ୍‌ ନମ୍ବର ଗାଡ଼ି ଥିବାରୁ ସାଇକେଲରେ କାର୍ଯ୍ୟାଳୟ ପହଞ୍ଚିଲେ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୪।୧୧: ଦିଲ୍ଲୀର ବାୟୁ ପ୍ରଦୂଷଣକୁ ଦେଖି ସୋମବାରଠାରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସରକାର ସେଠାରେ ଅଡ୍‌-ଇଭିନ୍‌ ନମ୍ବର ଗାଡି ଚଳାଇବା ନିୟମକୁ ଲାଗୁ କରିଛନ୍ତି। ଏହି କ୍ରମରେ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆଙ୍କର ଅଡ୍‌ ନମ୍ବରର ଗାଡିଥିବାରୁ ନିୟମ ଅନୁଯାୟୀ ସୋମବାର ଏହା ରାସ୍ତାରେ ଗଡି ନ ପାରିବାରୁ ସେ ସାଇକେଲ ଚଢି ନିଜ କାର୍ଯ୍ୟାଳୟରେ ପହଞ୍ଚିଥିବା ଦେଖାଯାଇଛି। ଏହାକୁ ନେଇ ସେ ଗଣମାଧ୍ୟମକୁ କହିଛନ୍ତି ମୋର ଅଡ୍‌ ନମ୍ବର ଗାଡି ଥିବାରୁ ସରକାରଙ୍କ ନିୟମକୁ ମୁଁ ପାଳନ କରିଛି। ଆମେ ସମସ୍ତେ ଯଦି ଏମିତି ସଚେତନ ହେବା ତେବେ ପ୍ରଦୂଷଣର ମାତ୍ରା ନିଶ୍ଚିତ ଭାବେ କମ୍‌ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କୁ ହସ୍ପିଟାଲରେ ପହଞ୍ଚାଇବାକୁ ଆଣ୍ଠୁଏ ବରଫରେ ଚାଲିଲେ ୫ କିଲୋମିଟର

ଉରି,୬ ।୧: ଉତ୍ତର କଶ୍ମୀରର ବାରମୂଳା ଜିଲାରେ ବୋନିୟାର ଉଡି ଅଞ୍ଚଳରେ ତୁଷାରପାତରେ ଫସି ରହିଥିବା ଜଣେ ଗର୍ଭବତୀଙ୍କୁ ହସ୍ପିଟାଲରେ ପହଞ୍ଚାଇବାକୁ କଡା କସରତ କରିବାକୁ...

କଂଗ୍ରେସର ଅଭିଯୋଗ : ମୋଦି ସରକାରଙ୍କ ପ୍ରଥମ ୫ ବର୍ଷରେ ଏନପିଏ ବଢ଼ିଛି ୩୬୫ ପ୍ରତିଶତ…

ନୂଆଦିଲ୍ଲୀ,୨୨।୧୧ : କଂଗ୍ରେସ ପୁଣି ଥରେ ଭାଜପା ସରକାରଙ୍କୁ ଟାର୍ଗେଟ କରିଛି। ମଙ୍ଗଳବାର କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଅଭିଯୋଗ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ...

୨୨ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ, ୮ ରାଜ୍ୟ ପାଇଁ ସତର୍କ ସୂଚନା ଜାରି…

ନୂଆଦିଲ୍ଲୀ,୧୪।୭ : ଦକ୍ଷିଣ-ପଶ୍ଚିମ ମୌସୁମୀର ପ୍ରଭାବ ହେତୁ ଗତ କିଛି ଦିନ ହେବ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗିରହିଛି। ଲଗାତାର ବର୍ଷା ଯୋଗୁ...

ସୀମାକୁ ଲାଗିଥିବା ସବୁ ଜିଲା କରୋନା ସଂକ୍ରମିତ ହେଲେ ନିଜକୁ ବଞ୍ଚାଇ ରଖିଛି ଏହି ଜିଲା

ନାଗୁର,୪।୪:ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଲକଡାଉନ ପରେ ବି ଏହି ସଂଖ୍ୟାରେ ବୃଦ୍ଧି ଘଟିଛି। ହେଲେ ରାଜସ୍ଥାନର ଏମିତି ଏକ ଜିଲା ରହିଛି...

କେନ୍ଦ୍ର ସରକାରଙ୍କୁ ସିଜେଆଇଙ୍କ କଟାକ୍ଷ, ବିଚାରାଧିନ ମାମଲାର ସଂଖ୍ୟା ବୃଦ୍ଧିର କାରଣ କମ୍‌ ନ୍ୟାୟିକ ନିଯୁକ୍ତି …

ନୂଆଦିଲ୍ଲୀ, ୧୬।୭ : ଭାରତର ପ୍ରଧାନ ବିଚାରପତି (ସିଜେଇ) ଏନ.ଭି ରମନା ନ୍ୟାୟପାଳିକାରେ ବହୁ ସଂଖ୍ୟକ ବିଚାରାଧୀନ ମାମଲା ପାଇଁ କେନ୍ଦ୍ର ସରକାରଙ୍କୁ କଟାକ୍ଷ କରିଛନ୍ତି।...

ସାବାଳକ ଧର୍ମ-ବର୍ଣ୍ଣ ନିର୍ବିଶେଷରେ ପସନ୍ଦ କରିପାରିବେ ଜୀବନ ସାଥୀ: ଆହ୍ଲାବାଦ୍‌ ହାଇକୋର୍ଟ

ପ୍ରୟାଗରାଜ,୨୪।୧୧: ସାବାଳକ ଧର୍ମ, ବର୍ଣ୍ଣ ନିର୍ବିଶେଷରେ ନିଜ ଜୀବନ ସାଥୀ ପସନ୍ଦ କରିପାରିବେ। ଏନେଇ ଆହ୍ଲାବାଦ ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି ରାୟ...

୧୦ ବର୍ଷରେ ୯୦ ପ୍ରତିଶତ ନିର୍ବାଚନରେ ହାରିଛି କଂଗ୍ରେସ, ପିକେଙ୍କ କଟାକ୍ଷ…

ନୂଆଦିଲ୍ଲୀ,୨।୧୨: ମମତା ବାନାର୍ଜୀଙ୍କ ପରେ ବର୍ତ୍ତମାନ ତାଙ୍କର ସ୍ବତନ୍ତ୍ର ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର (ପିକେ) କଂଗ୍ରେସକୁ ପୁଣି ଟାର୍ଗେଟ କରିଛନ୍ତି। ୨୦୨୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ମହିଳାଙ୍କ ପାଇଁ କେଜରିଓ୍ବାଙ୍କ ବଡ ଉପହାର

ନୂଆଦିଲ୍ଲୀ,୩।୬: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ମହିଳାମାନଙ୍କୁ ବଡ ଉପହାର ଦେଇଛନ୍ତି। ଏବେ ରାଜଧାନୀରେ ମହିଳାମାନେ ସରକାରୀ ବସ୍‌, କ୍ଲଷ୍ଟର ବସ୍‌...

Advertisement
Archives

Model This Week