ଅଣ୍ଡରଓ୍ବାଲର୍ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ କରୋନା ପଜିଟିଭ୍‌

କରାଚି‌,୫।୬: ପାକିସ୍ତାନ କରାଚିରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ପାକିସ୍ତାନରେ ଲୁଚି ରହିଥିବା ଅଣ୍ଡରଓ୍ବାଲର୍ଡ ଡନ୍‌ ତଥା ଭାରତର ମୋଷ୍ଟ ଓ୍ବାଣ୍ଟେଡ୍‌ ଦାଉଦ ଇବ୍ରାହିମ୍‌ କରୋନା ପଜିଟିଭ୍‌। ଦାଉଦଙ୍କ ପତ୍ନୀ ମହଜବିନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ରିପୋର୍ଟ ଆସିବା ପରେ ଦାଉଦ ଓ ମହଜବିନଙ୍କୁ କରାଚିର ଏକ ମିଲିଟାରୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏଥିସହ ଦାଉଦଙ୍କ ଘରେ କାର୍ଯ୍ୟରତ ଥିବା ସୁରକ୍ଷାକର୍ମୀ ଓ ଅନ୍ୟ କର୍ମଚାରୀଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖାଯାଇଥିବା ସୂଚନା ରହିଛି। ସୂଚନା ମୁତାବକ ଗତ ଦୀର୍ଘ ସମୟରୁ ଦାଉଦ ନିଜ ପରିବାର ସହ ପାକିସ୍ତାନରେ ଲୁଚି ରହୁଥିବା ଜଣାପଡ଼ିଛି। ଏନେଇ ଭାରତ ବହୁ ଥର ପ୍ରମାଣ ଦେଇଥିଲେ ସୁଦ୍ଧା ପାକିସ୍ତାନ ଏହାକୁ ସ୍ବୀକାର କରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରେଜିଷ୍ଟାନ୍ସ ଫ୍ରଣ୍ଟ ତାଲିବାନ ସହିତ ବୁଝାମଣା ପାଇଁ ରାଜି…

କାବୁଲ,୬।୯: ଆଫଗାନିସ୍ତାନର କାବୁଲର ଉତ୍ତରରେ ଥିବା ପଞ୍ଜଶିର ଉପତ୍ୟକାରେ ତାଲିବାନ ବାହିନୀକୁ ବିରୋଧ କରୁଥିବା ଆଫଗାନିସ୍ତାନ ବିରୋଧୀ ଦଳର ନେତା ଯୁଦ୍ଧ ବନ୍ଦ କରିବା ସହିତ...

ସିଲ୍‌ ହେଲା ହୋଟେଲ ଦେବଭୂମି

ପୁରୀ ଅଫିସ,୨୫ା୩: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ରାଜ୍ୟ ସରକାର ସବୁ ଜିଲାକୁ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି...

ଭାକ୍ସିନ୍‌ର ୨ ଡୋଜ୍‌ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…

ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ହେଲିକପ୍ଟର ଦୁର୍ଘଟଣା: ୫ ମୃତ

ଆଞ୍ଚୋରେଜ୍‌,୨୯।୩: ଆମେରିକାର ଆଲାସ୍କା ରାଜ୍ୟରେ ଏକ ହେଲିକପ୍ଟର ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି...

ସଙ୍କଟ ଏବେ ସୁଯୋଗ

ଓ୍ବାଶିଂଟନ,୨୧ା୧:ଘାତକ କରୋନା ମହାମାରୀ ୪ ଲକ୍ଷ ୧୧ ହଜାର ୫୨୦ ଆମେରିକୀୟଙ୍କ ଜୀବନ ନେଇସାରିଛି। ଏହି ଅଦୃଶ୍ୟ ଭୂତାଣୁ ଲକ୍ଷ ଲକ୍ଷ ଲୋକଙ୍କ ଜୀବିକା ଉଜାଡ଼ି...

ଇମ୍ରାନଙ୍କୁ ଉବେର୍‌ ଡ୍ରାଇଭର୍‌ କହିଲେ ପାକିସ୍ତାନ ମହିଳା ଏମ୍‌ପି

ଇସଲାମାବାଦ୍‌,୨୬।୮:ପାକିସ୍ତାନର ଆର୍ଥିକ ସ୍ଥିତି ଦିନକୁ ଦିନ ଦେବାଳିଆ ହେବାରେ ଲାଗିଛି। ଏଥିପାଇଁ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ନିଜ ଦେଶରେ ଗାଳି ପଡୁଛି। କିଛିଦିନ ତଳେ ମହିଳା...

ତାଇୱାନରେ ଚାଇନାର ୫୧ ଯୁଦ୍ଧ ବିମାନ

ତାଇପେ,୨୦ ।୮: ଚାଇନା ସେନା ପୂର୍ବ ଥିଏଟର କମାନରେ ଯୁଦ୍ଧାଭ୍ୟାସ ନାମରେ ତାଇୱାନକୁ ଚାରିପଟୁ ଘେରି ଗଲାଣି । ଲଗାତାର ଆକ୍ରମଣ କରିବା ଭଳି କାରଣରୁ...

ବାଲେଷ୍ଟିକ ମିଶାଇଲ ପରୀକ୍ଷା କରି ବିଶ୍ୱକୁ ଡରାଉଛି ଉତ୍ତର କୋରିଆ!

ପ୍ୟୋଙ୍ଗୟାଙ୍ଗ,୩୦ ।୧: ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜଙ୍ଗ ଉନ ଲଗାତାର ଭାବେ ମିଶାଇଲ ପରୀକ୍ଷା କରି ବିଶ୍ୱକୁ ଚମକାଇ ଦେଉଛନ୍ତି । ଏବେ...

Advertisement
Archives

Model This Week