ଅଣ୍ଡର ଓ୍ବାଟର ମ୍ୟୁଜିକ୍‌ ଫେଷ୍ଟିଭାଲ

ସଙ୍ଗୀତ ପ୍ରେମୀଙ୍କ ଲାଗି ପ୍ରତିବର୍ଷ ଫ୍ଲୋରିଡାରେ ଏକ ନିଆରା ମ୍ୟୁଜିକ ଫେଷ୍ଟିଭାଲ ଆୟୋଜନ କରାଯାଏ, ଯାହା ସମୁଦ୍ର ଗର୍ଭରେ ଅନୁଷ୍ଠିତ ହୋଇଥାଏ। ଏହି ମ୍ୟୁଜିକ୍‌ ଫେଷ୍ଟିଭାଲର ଆୟୋଜକ ବିଲ ବେକରଙ୍କ କହିବା ଅନୁଯାୟୀ ସାମୁଦ୍ରିକ ସମ୍ପଦର ସଂରକ୍ଷଣ ପ୍ରତି ଲୋକଙ୍କ ଭିତରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟ ନେଇ ପ୍ରତି ବର୍ଷ ଏଭଳି ଏକ ନିଆରା ଉତ୍ସବ ଆୟୋଜନ କରାଯାଇଥାଏ। ଯେଉଁଥିରେ ପୃଥିବୀର ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀମାନେ ଆସି ଭାଗ ନେଇଥାନ୍ତି। ସ୍ବତନ୍ତ୍ର ପୋଷାକ ସହ ପ୍ରତିଯୋଗୀମାନେ ଜଳପରୀ ବେଷରେ ମଧ୍ୟ ନଜର ଆସିଥାନ୍ତି। ଏହି ଉତ୍ସବରେ ମ୍ୟୁଜିସିଆନ ବୁଡାଳିମାନେ ପାଣି ଭିତରେ ସାମୁଦ୍ରିକ ଥିମ୍‌ କୁ ନେଇ ପ୍ରସ୍ତୁତ ହୋଇଥିବା ବିଭିନ୍ନ ଇନଷ୍ଟ୍ରୁମେଣ୍ଟ ବଜେଇଥାନ୍ତି ଏବଂ ପୂର୍ବରୁ ବଛା ହୋଇ ରହିଥିବା ସମୁଦ୍ର ଥିମ ଗୀତକୁ ଅଣ୍ଡରଓ୍ବାଟର ସ୍ପିକର ଦ୍ୱାରା ଲାଇଭ ଷ୍ଟ୍ରିମିଙ୍ଗ କରାଯାଇଥାଏ। ତେବେ ଏହି ଉତ୍ସବର ମଜା ନେବା ଲାଗି ହଜାର ହଜାର ସଂଖ୍ୟକ ପର୍ଯ୍ୟଟକ ଫ୍ଲୋରିଡାର ଲୁ କି ରିଫ୍‌ ଠାରେ ଏକତ୍ରିତ ହୋଇଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପୂର୍ବରୁ ଶାରୀରିକ ସମ୍ପର୍କକୁ ମନା ହିଁ ପ୍ରକୃତ ପ୍ରେମ, କହିଲେ ପୋପ ଫ୍ରାନ୍ସିସ…

ଭଟିକାନ ସିଟି, ୨୨।୬ : ଖ୍ରୀଷ୍ଟିଆନ ଧର୍ମର ସର୍ବୋଚ୍ଚ ଧାର୍ମିକ ନେତା ପୋପ ଫ୍ରାନ୍ସିସ ତାଙ୍କ ବିବୃତ୍ତି ଯୋଗୁ ଏବେ ଚର୍ଚ୍ଚାର କେନ୍ଦ୍ର ପାଲଟିଛନ୍ତି। ଲାଇମଲାଇଟକୁ...

ଲଙ୍କା କେଜି ୭୦୦, ଟମାଟୋ ୨୦୦

କଲମ୍ବୋ,୧୨ା୧: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କା ଏବେ ଦେବାଳିଆ ସ୍ଥିତିରେ ପହଞ୍ଚିଛି। ଶ୍ରୀଲଙ୍କାରେ ଦୈନନ୍ଦିନ ସାମଗ୍ରୀର ମୂଲ୍ୟ ଅହେତୁକ ଭାବରେ ବୃଦ୍ଧି ପାଇଛି। ଏଠାରେ ଖାଦ୍ୟ...

ଇନ୍ଧନ ଟ୍ୟାଙ୍କର ଲୁଟୁଥିବା ସମୟରେ ବିସ୍ଫୋରଣ, ଜୀବନ୍ତ ଜଳିଗଲେ ୬୦ରୁ ଅଧିକ ଲୋକ…

ମେକ୍ସିକୋ ସିଟି,୧୫।୧୨: ଉତ୍ତର ହାଇତିରେ ଏକ ଇନ୍ଧନ ପରିବହନକାରୀ ଟ୍ୟାଙ୍କର ବିସ୍ଫୋରଣ ହେବା ଯୋଗୁ ୬୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ...

ସମ୍ପର୍କୀୟ ଭାଇକୁ ବିବାହ କଲେ ଯୁବତୀ: ପରିବାର ନେଲା ଏମିତି ପଦକ୍ଷେପ

ଜଣେ ଯୁବତୀ ପରିବାର ବିରୋଧରେ ଯାଇ ତାଙ୍କ ସମ୍ପର୍କୀୟ ଭାଇଙ୍କୁ ବିବାହ କରିଛନ୍ତି। ଏ ନେଇ ଯୁବତୀଙ୍କ ପରିବାର ଲୋକେ ଝିଅର ଏକ କୁଶପୁତ୍ତଳିକା ତିଆରି...

ବନାଗ୍ନି ବଦଳାଇଦେଲା ହିମବାହ ରଙ୍ଗ

ଓ୍ବେଲିଂଟନ୍‌: ଦୁଇସପ୍ତାହ ହେଲା ଜଳୁଛି ଅଷ୍ଟ୍ରେଲିଆ ଜଙ୍ଗଲ। ବନାଗ୍ନିରେ ହଜାର ହଜାର ବନ୍ୟଜୀବନ ଧ୍ୱଂସ ପାଇଯାଇଥିବାବେଳେ ବହୁ ବିରଳ ଜୀବଜନ୍ତୁ ବାସହରା ହୋଇ ଜନବସତିମୁହଁା ହୋଇଛନ୍ତି।...

ଗୋଟିଏ ବୋତଲ ହ୍ୟୁସ୍କିର ଦାମ ଏକ କୋଟି!

ଦାମି ମଦ ବିଷୟରେ ପ୍ରାୟ ସମସ୍ତେ ଅବଗତ ଥିବେ । କେବେ କେବେ ଏହା ଲକ୍ଷେ ବା ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଯାଇଥିବ ।...

ବ୍ରାଜିଲରେ ବନ୍ୟାର ଭୟଙ୍କର ସ୍ଥିତି

ରିଓ ଡି ଜେନେରିଓ,୧୭।୨: ୩ ଦିନର ଲଗାଣ ବର୍ଷା ପରେ ବ୍ରାଜିଲରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରବଳ ବର୍ଷା ଫଳରେ ଭୂସ୍ଖଳନ ମଧ୍ୟ...

ଇମ୍ରାନଙ୍କ ପରାମର୍ଶଦାତା ନଇମ-ଉଲ୍‌-ହକ୍‌ଙ୍କ ପରଲୋକ

କରାଚି,୧୬।୨:ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁଙ୍କ ପରାମର୍ଶଦାତା ତଥା ସ୍ବତନ୍ତ୍ର ସହାଯ୍ୟକାରୀ ନଇମ-ଉଲ୍‌-ହକ୍‌ଙ୍କର ଶନିବାର ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ କ୍ୟାନସରରେ ପୀଡିତ ଥିବା ବେଳେ...

Advertisement
Archives

Model This Week