ଅଣ୍ଡା ଦୁର୍ନୀତି: ଦିଗପହଣ୍ଡି ସିଡିପିଓଙ୍କ ବଦଳି

ଦିଗପହଣ୍ଡି,୨୪୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଦିଗପହଣ୍ଡି ସିଡିପିଓ ଯଶୋବନ୍ତି ସାହୁଙ୍କୁ ଅଚାନକ ବଦଳି କରାଯାଇଛି। ରବିବାର ସନ୍ଧ୍ୟାରେ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସିଡିପିଓଙ୍କୁ ଜିଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟାଳୟରେ ପ୍ରୋଗ୍ରାମ ଅଫିସର ଭାବେ ଅବସ୍ଥାପିତ କରାଯାଇଛି। ଦିଗପହଣ୍ଡି ବିଡ଼ିଓ ହଳଧର ଶବରଙ୍କୁ ଅସ୍ଥାୟୀ ଭାବେ ସିଡିପିଓ ଦାୟିତ୍ୱ ଦିଆଯାଇଛି। ଦିଗପହଣ୍ଡି ବ୍ଲକର ପଞ୍ଜୀକୃତ ଗର୍ଭବତୀ ଓ ପ୍ରସୂତିଙ୍କୁ ମାସିକ ୧୨ଟି ଅଣ୍ଡା ବଦଳରେ ୫ଟି ଅଣ୍ଡା ମିଳୁଥିବାବେଳେ ପ୍ରାକ ବିଦ୍ୟାଳୟରେ ପଞ୍ଜିକୃତ ଶିଶୁଙ୍କୁ ମାସିକ ୨୦ଟି ଅଣ୍ଡା ବଦଳରେ ୬ଟି ମିଳୁଥିବା ଗଣମାଧ୍ୟମରେ ଖବର ପ୍ରସାରଣ ହୋଇଥିଲା। ଏହାପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସିଡିପିଓଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିବା ସହ ବଦଳି କରିଥିବା ଜଣାପଡିଛି। ଏନେଇ ସିଡିପିଓ ସାହୁଙ୍କୁ ପଚାରିବାରୁ ଅଣ୍ଡା ବଣ୍ଟନରେ କୌଣସି ଅନିୟମିତତା ହୋଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକରେ ମହାଦୁର୍ନୀତି: ଆନ୍ଦୋଳନକୁ ଓହ୍ଲାଇବ କଂଗ୍ରେସ

ମୋରଡ଼ା,୨ା୭(ସ୍ମାରକ ମାଝି): ରବିବାର ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ ଅନ୍ତର୍ଗତ ପାକଟିଆ ପଞ୍ଚାୟତ ବ୍ଲକ କଂଗ୍ରେସ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କଂଗ୍ରେସ...

ରାତିଅଧିଆ ଗାଁକୁ ପଶିିଲେ ୫୦ରୁ ଊର୍ଦ୍ଧ୍ୱ ହାତୀ

ସାରସକଣା,୧୭।୬(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ରେଞ୍ଜ ସାରସକଣା ବ୍ଲକ ପୋଖରଡ଼ିହା ପଞ୍ଚାୟତ ଅଧୀନ ବାଙ୍କୀଷୋଳ ଏବଂ ଡୁମୁରଡିହା ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ୫୦ରୁ ଊର୍ଦ୍ଧ୍ୱ...

ଆଦିବାସୀ ସାଂସ୍କୃତିକ କାର୍ଯ୍ୟକ୍ରମରେ କନ୍ଧମାଳ ପ୍ରଥମ

ଫୁଲବାଣୀ ଅଫିସ, ୧୬ା୧-କୋଚିନ୍‌ଠାରେ ଚାଲିଥିବା ୧୨ତମ ଜାତୀୟସ୍ତରୀୟ ଆଦିବାସୀଙ୍କ ଭାବ ଆଦାନପ୍ରଦାନ କାର୍ଯ୍ୟକ୍ରମରେ କନ୍ଧମାଳ ଜିଲାକୁ ସଫଳତା ମିଳିଛି ା ନେହେରୁ ଯୁବ କେନ୍ଦ୍ର ପକ୍ଷରୁ...

ଦୁର୍ଘଟଣାରେ ଦୁଇଖଣ୍ଡ ହେଲା ରଡ୍‌ ବୋଝେଇ ଟ୍ରକ, ଚାଳକଙ୍କ ଜୀବନ ଗଲା

କେନ୍ଦୁଝର,୨୬ା୧୨(ସ୍ବ.ପ୍ର.): କେନ୍ଦୁଝର ସଦର ଥାନା ୨୦ ନମ୍ବର ଜାତୀୟ ରାଜପଥ ନେକଡ଼ା ଘର ପୋଲ ନିକଟରେ ନିକଟରେ ଶନିବାର ଏକ ଲୁହା ରଡ୍‌ ବୋଝେଇ ଟ୍ରକ...

ଦୁଇ ବହିଷ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନାମରେ ଏତଲା ଦେଲେ ବିଇଓ

ଫୁଲବାଣୀ ଅଫିସ,୩।୫: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକରେ ଦୁଇ ଶିକ୍ଷକ ଶିକ୍ଷୟିତ୍ରୀ ନକଲି ବିଇଡି ପ୍ରମାଣପତ୍ର ଦାଖଲ କରି ଚାକିରି ହରାଇଛନ୍ତି। ମିଳିଥିବା ସୂଚନା ଅନୁସାରେ...

ଆଇନ ସେବାକେନ୍ଦ୍ର ଉଦ୍‌ଘାଟନ କଲେ ଜିଲା ଦୌରାଜଜ

ଚନ୍ଦ୍ରଗିରିି,୧ା୧୦(ଡି.ଏନ.ଏ.)-ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି, ଅଡ଼ବା ଓ ପି.ଗୋବିନ୍ଦପୁର ପଞ୍ଚାୟତରେ ରବିବାର ଗ୍ରାମୀଣ ଆଇନ ସେବାକେନ୍ଦ୍ର ଗଜପତି ଜିଲା ଦୌରା ଜଜ୍‌ ତଥା ଡିଏଲଏସଏ...

କନ୍ଧୁଣୀଦେବୀ ମହୋତ୍ସବ ଉଦ୍‌ଯାପିତ

ସୋରଡା,୨୧ା୯(ଡି.ଏନ୍‌.ଏ.)- ଗଞ୍ଜାମ ପ୍ରସିଦ୍ଧ ମା’ କନ୍ଧୁଣୀ ଦେବୀ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଜ୍ୟ ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା ଯୋଗଦେଇ...

ମୁହଁମାଡ଼ି ପଡ଼ିଛି ପର୍ଯ୍ୟଟନ ଶିଳ୍ପ

ପୁରୀ ଅଫିସ,୧୩ା୭: ପୁରୀ ଜିଲାର ପର୍ଯ୍ୟଟନ ସ୍ଥଳ ହେଉ କି ବେଳାଭୂମି ସବୁଠି ଏବେ ଛାଇଯାଇଛି ନିର୍ଜନତା। କୌଣସି ଦର୍ଶନୀୟ ସ୍ଥାନରେ ପର୍ଯ୍ୟଟକଙ୍କୁ ଦେଖିବାକୁ ମିଳୁନାହିଁି...

Advertisement
Archives

Model This Week