Posted inଜାତୀୟ

ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଯାଉ: ମଣିଶଙ୍କର

ନୂଆଦିଲ୍ଲୀ, ୨୩।୬: କଂଗ୍ରେସ ଅଧ୍ୟକ୍ଷ ପଦରେ ରାହୁଲ ଗାନ୍ଧୀ ରହିବେ କି ନାହିଁ ତାକୁ ନେଇ ଅନିଶ୍ଚିତତା ଲାଗି ରହିଥିବାବେଳେ ଦଳର ବରିଷ୍ଠ ନେତା ମଣିଶଙ୍କର ଆୟାରଙ୍କ ଏକ ମନ୍ତବ୍ୟକୁ ନେଇ ଚର୍ଚ୍ଚା ଜୋର ଧରିଛି। ଅଣ-ଗାନ୍ଧୀ ପରିବାର ବ୍ୟକ୍ତିଙ୍କୁ କଂଗ୍ରେସ ଅଧ୍ୟକ୍ଷ କରାଯାଉ ବୋଲି ସେ ଯୁକ୍ତି ବାଢିଛନ୍ତି। କେହି ଜଣେ ଗାନ୍ଧୀ ପରିବାର ବାହାରୁ ଦଳର ସଭାପତି ହେଲେ କିଛି ସମସ୍ୟା ନାହିଁ, କିନ୍ତୁ ଗାନ୍ଧୀ ପରିବାର ସକ୍ରିୟ ରହିବା ଆବଶ୍ୟକ ବୋଲି ସେ ମନ୍ତବ୍ୟ ଦେଇଛନ୍ତି। ଗାନ୍ଧୀ ପରିବାର ବିନା କଂଗ୍ରେସ ତିଷ୍ଠିବା ସମ୍ଭବ ନୁହେଁ। ରାହୁଲ ଦଳର ଅଧ୍ୟକ୍ଷ ରହିବାକୁ ସମସ୍ତେ ଚାହାନ୍ତି, କିନ୍ତୁ ରାହୁଲ ଏହି ପଦରେ ରହିବାକୁ ଚାହୁଁନାହାନ୍ତି। ତାଙ୍କ ଇଚ୍ଛାକୁ ସମ୍ମାନ ଦିଆଯିବା ଆବଶ୍ୟକ ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ଗତ ଲୋକ ସଭା ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ରାହୁଲ ଦଳର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପାଇଁ ଅଡି ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହିଂସା ଥିଲା ଯୋଜନା ବଦ୍ଧ: ନୱାଜ ମଲିକ

ମୁମ୍ବାଇ,୩୦ ।୧: ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି(ଏନ୍‌ସିପି)ନେତା ତଥା ମହାରାଷ୍ଟ୍ରର ମନ୍ତ୍ରୀ ଥିବା ନୱାଜ ମଲିକ ଶନିବାର କହିଛନ୍ତି କୃଷକଙ୍କ ଟ୍ରାକ୍ଟର ରାଲି ସମୟରେ ସାଧାରଣତନ୍ତ୍ର ଦିବସରେ...

ମଧ୍ୟପ୍ରଦେଶରେ ଏଏପିର ଜୋରଦାର ଏଣ୍ଟ୍ରି…

ଭୋପାଳ,୧୭।୭ : ମଧ୍ୟପ୍ରଦେଶ ପୌରସଂସ୍ଥା ନିର୍ବାଚନରେ, ଯେଉଁଠାରେ ଭାରତୀୟ ଜନତା ପାର୍ଟି ପୁଣି ଥରେ ଅଗ୍ରଗତି କରୁଛି, କଂଗ୍ରେସ ଏହାର ପ୍ରଦର୍ଶନକୁ ସୁଦୃଢ଼ କରୁଥିବା ଜଣାପଡିଛି।...

ଟାଟୁକୁ ସାବଧାନ, ବ୍ୟାପୁଛି ଏଚ୍‌ଆଇଭି…

ବାରାଣସୀ, ୬।୮ : ବାରାଣସୀରେ ଟାଟୁ ତିଆରି କରିବା ପ୍ରକ୍ରିୟାରେ ଏଚ୍‌ଆଇଭି ବ୍ୟାପିବାରେ ଲାଗିଛି। ଏନେଇ ବାରାଣସୀର ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ହସ୍ପିଟାଲର ଆଣ୍ଟିରେଟ୍ରୋଭାଇରାଲ ଚିକିତ୍ସାର...

କରୋନା ଭ୍ୟାକ୍ସିନ ଆସିବା ପରେ ବି ବଦଳାନ୍ତୁ ନାହିଁ ନିଜର ବ୍ୟବହାର: ବିଶେଷଜ୍ଞ

ନୂଆଦିଲ୍ଲୀ,୨ ।୧: ଦେଶରେ କୋଭାସିଲ୍ଡକୁ ବିଶେଷଜ୍ଞ ସମିତି ପକ୍ଷରୁ ଅନୁମତି ମିଳିବା ପରେ ସମସ୍ତେ ଏକ ପ୍ରକାର ଖୁସି ଅଛନ୍ତି କହିଲେ ଚଳେ । ହେଲେ...

ଶପଥ ଗ୍ରହଣ ଉତ୍ସବରେ କେଜ୍‌ରିଓ୍ବାଲ ପିନ୍ଧିଥିବା ସ୍ବେଟର୍‌ର ଦାମ୍‌ କେତେ ଜାଣନ୍ତି

ନୂଆଦିଲ୍ଲୀ,୧୬।୨: ତୃତୀୟ ଥର ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲ। ଶପଥ ଗ୍ରହଣ ଉତ୍ସବରେ କଳାରଙ୍ଗର...

ଅରୁଣ ସୌରିି ଅସୁସ୍ଥ

ପୁଣେ,୨।୧୨: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ସାମ୍ବାଦିକ ଅରୁଣ ସୌରି ଅସୁସ୍ଥ ହୋଇପଡିଛନ୍ତି। ରବିବାର ରାତିରେ ସେ ଚେତାଶୂନ୍ୟ ହୋଇଯିବାରୁ ତାଙ୍କୁ ପୁଣେର ରୁବି ହାଲ୍‌...

ସ୍ବାମୀଙ୍କର ଏହି ପଦିଏ କଥାରେ ଭିଡିଓ ପ୍ରସ୍ତୁତ କରି ଜୀବନ ହାରିଲେ ସ୍ତ୍ରୀ

ଅହମ୍ମଦାବାଦ,୨୭।୨: ଅହମ୍ମଦାବାଦର ଆୟେଶା ନାମକ ଜଣେ ମହିଳା ଆତ୍ମହତ୍ୟା ପୂର୍ବରୁ ଭିଡିଓ ଏକ ପ୍ରସ୍ତୁତ କରିଥିଲେ। ଯାହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେଉଁଥିରେ...

ଲକ୍‌ଡାଉନ ସମୟରେ ପ୍ରବାସୀ ଶ୍ରମିକଙ୍କୁ ପାଦରେ ଚାଲିବାକୁ ବାଧ୍ୟ କରିଥିଲେ ମୋଦି: ରାହୁଲ

ପାଟନା,୨୮ ।୧୦: ବିହାର ବିଧାନସଭା ପାଇଁ ବୁଧବାର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ କରାଯାଉଛି । ଇତିମଧ୍ୟରେ ଦ୍ୱିତୀୟ ତଥା ତୃତୀୟ ପର୍ଯ୍ୟାୟ ମତଦାନରେ ଭୋଟରଙ୍କୁ...

Advertisement
Archives

Model This Week