ଅତୀତକୁ ମନେ ପକାଇଲେ ଦୀପିକା

ମୁମ୍ବାଇ: ବଲିଉଡ୍‌ ନାୟିକା ଦୀପିକା ପାଦୁକୋନ ଏବେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଥିବା ଦେଖାଯାଇଛି। କିଛିଦିନ ହେବ ସେ କିଛି ପୁରୁଣା ଫଟୋ ଇନଷ୍ଟାଗ୍ରାମରେ ଶେୟାର କରି ଅତୀତର ସ୍ମୃତିକୁ ମନେପକାଉଥିବା କୁହାଯାଉଛି। ନିକଟରେ ସେ ଏମିତି ଏକ ଫଟୋ ଶେୟାର କରିଛନ୍ତି ଯାହା ଆସିଛି ଚର୍ଚ୍ଚାକୁ। ଯଦିଓ ବଲିଉଡ୍‌ରେ ସେ କିଙ୍ଗ ଖାନ୍‌ ଶାହାରୁଖଙ୍କ ସହ ‘ଓମ୍‌ ଶାନ୍ତି ଓମ୍‌’ ଫିଲ୍ମ ମାଧ୍ୟମରେ ଏଣ୍ଟ୍ରି କରିଥିଲେ ଏବେ କିନ୍ତୁ ସେ ଯେଉଁ ଫଟୋ ଅପଲୋଡ କରିଛନ୍ତି ସେଥିରେ ବଲିଉଡ୍‌ ଆସିବା ପୂର୍ବରୁ ବଲିଉଡ୍‌ର ମିଷ୍ଟର ପରଫେକ୍ସନିଷ୍ଟ ଆମରିଙ୍କ ସହ ଥିବା ତାଙ୍କର ସମ୍ପର୍କକୁ ଦେଖିବାକୁ ମିଳିଛି। ଅସଲ କଥା ହେଲା ଦୀପିକା ଏହି ଫଟୋ ଶେୟାର କରିବା ସହ ଯାହା ଲେଖିଛନ୍ତି , ସେଥିରୁ ଜଣାପଡୁଛି ୨୦୦୦ ମସିହା ଜାନୁୟାରୀ ୧ରେ ଆମିର ଖାଁ ତାଙ୍କ ଘରକୁ ଅତିଥି ହୋଇ ଆସିଥିଲେ। ଏହି ସମୟରେ ତାଙ୍କୁ ଖାଇବାକୁ ଦିଆଯାଇଥିବା ବେଳେ ଦୀପିକାଙ୍କୁ ବି ଭୋକ ଲାଗୁଥିଲା ହେଲେ ଆମିର ତାଙ୍କୁ ଖାଇବା ଅଫର କରି ନ ଥିଲେ ବୋଲି ସେ କହିଛନ୍ତି। ଏହାକୁ ସେ ଏବେ ଆମିରଙ୍କୁ ଟ୍ୟାଗ୍‌ ମଧ୍ୟ କରିଛନ୍ତି। ପିଲାବେଳର ସ୍ମୁତିକୁ ଆଜିବି ମନେ ରଖିଛନ୍ତି ଦୀପିକା। ଉକ୍ତ ଫଟୋରେ ଦୀପିକାଙ୍କ ପୂରା ପରିବାର ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ କଂଗ୍ରେସଠାରୁ ଅଲଗା ବସିବ ଡିଏମ୍‌କେ, ମିଳିଲା ସଂସଦୀୟ ସଚିବାଳୟର ମଞ୍ଜୁରୀ

ନୂଆଦିଲ୍ଲୀ,୫।୬(ପି.ଟି.):ଦୀର୍ଘ ଦିନର ସହଯୋଗୀ କଂଗ୍ରେସ ସହ ସମ୍ପର୍କ ଛିନ୍ନ ହେବା ପରେ ଲୋକ ସଭାରେ କଂଗ୍ରେସ ଏମ୍‌ପିମାନଙ୍କଠାରୁ ଅଲଗା ଆସନରେ ବସିବା ପାଇଁ ଡିଏମ୍‌କେକୁ ସଂସଦୀୟ ସଚିବାଳୟ…

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା; ଜୀବନ ହାରିଲେ ଛାତ୍ରୀ, ମୃତ୍ୟୁ ପୂର୍ବରୁ ଲେଖିଥିବା ଚିଠିକୁ ନେଇ ଚର୍ଚ୍ଚା

ନାଗପୁର, ୫।୬(ପି.ଟି.): ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ଗତ ମେ ୩ ତାରିଖରେ ଅନୁଷ୍ଠିତ ଏନ୍‌ଇଇଟି(ୟୁଜି) ପରୀକ୍ଷା ଦେଇଥିଲେ। ଆଶା ଥିଲା ଭଲ ର଼୍ୟାଙ୍କ…

ଏହିସବୁ ଜିଲା-ଉପଖଣ୍ଡର ବଦଳିବ ନାଁ: ଜାଣନ୍ତୁ ଲିଷ୍ଟ୍‌ରେ ଅଛି କେଉଁ ସ୍ଥାନ

ଭୁବନେଶ୍ୱର,୫।୬(ରବିନାରାୟଣ ଜେନା):ରାଜ୍ୟରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍‌, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ…

ଠିକା ସଂସ୍ଥାର ବେପରୁଆ ନୀତି: ଲାଇଟ ଲଗାଇବା ବାହାନାରେ ଖୋଳିଦେଲେ ରାସ୍ତା

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସିର ୱାର୍ଡ ନମ୍ବର ୫ର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅବସ୍ଥା ଏତେ ଖରାପ ଯେ, ସାଇକେଲ, ବାଇକ ହେଉ…

ଦିଲ୍ଲୀ ୟୁନିଭର୍ସିଟି ପ୍ରଫେସରଙ୍କୁ ହତ୍ୟା, ବାହାର ପଟୁ ତାଲା ଦେଇ….

ନୂଆଦିଲ୍ଲୀ,୫।୬:  ଦିଲ୍ଲୀ ୟୁନିଭର୍ସିଟିର ଜଣେ ପ୍ରଫେସରଙ୍କୁ ସେ ରହୁଥିବା ଏକ ଫ୍ଳାଟ୍‌ରେ ହତ୍ୟା କରାଯାଇଛି । ଦିଲ୍ଲୀ ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା…

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri