Posted inଜାତୀୟ

ଅତିରିକ୍ତ ବ୍ୟବବରାଦ: ଅଯୋଧ୍ୟା ମନ୍ଦିର ରକ୍ଷାଣବେକ୍ଷଣ ଖର୍ଚ୍ଚ ୨୦ କୋଟି ୪୦ ଲକ୍ଷ; ଲଦାଖ ପାଇଁ ୮,୮୨୦ କୋଟି ଏବଂ ମହାକାଶ ବିଭାଗ ଲାଗି ୬୬୬ କୋଟି

ନୂଆଦିଲ୍ଲୀ,୨୮।୧୧: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ପକ୍ଷରୁ ୨୧,୨୪୬ କୋଟି ୧୬ ଲକ୍ଷ ଟଙ୍କାର ଅତିରିକ୍ତ ବ୍ୟବବରାଦ ଲୋକସଭାରେ ଉପସ୍ଥାପନ କରାଯାଇଛିି। ସେଥି ମଧ୍ୟରୁ ଅଯୋଧ୍ୟା ମନ୍ଦିରର ରକ୍ଷାଣବେକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦ କୋଟି ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଲଦାଖ ପାଇଁ ୮,୮୨୦ କୋଟି ଏବଂ ମହାକାଶ ବିଭାଗ ଲାଗି ୬୬୬ କୋଟି ଟଙ୍କା ଖର୍ଚ୍ଚ ହେବ। ଦରମା ଏବଂ ପୋଲିସ ବିଭାଗ ରାଶନ ପାଇଁ ୩,୩୮୭ କୋଟି ୪୬ ଲକ୍ଷ ଖର୍ଚ୍ଚ ହେବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶରେ କରୋନା ରୋଗୀଙ୍କୁ ମିଳିବ ହୋମ ଆଇସୋଲେଶନ ସୁବିଧା: ମାନିବାକୁ ପଡ଼ିବ ଏହି ସବୁ ନିର୍ଦ୍ଦେଶ

ଲକ୍ଷ୍ନୌ,୨୦।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ନିର୍ଦ୍ଧିଷ୍ଟ...

ଚାଇନା, ପାକିସ୍ତାନକୁ କଡ଼ା ଚେତାବନୀ ଦେଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୬।୧୦: ପୂର୍ବ ଲଦାଖ ଅଞ୍ଚଳରେ ଚାଇନା ସହ ସୀମା ବିବାଦ ମଧ୍ୟରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉଭୟ ଚାଇନା ଏବଂ ପାକିସ୍ତାନ ଚେତାବନୀ ଦେଇଛନ୍ତି।...

ସକ୍ରିୟ ମାମଲା ୯୭ ହଜାର ତଳେ…

ନୂଆଦିଲ୍ଲୀ, ୨୩।୮ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ...

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ

ନୂଆଦିଲ୍ଲୀ,୧୧ା୭: ଜୁନ୍‌ ୨୩ରୁ ୨୯ ପର୍ଯ୍ୟନ୍ତ ହୋଇଥିବା ଜେଇଇ ମେନ ସେସନ-୧ ପରୀକ୍ଷାର ରେଜଲ୍ଟ ସୋମବାର ପ୍ରକାଶ ପାଇଛି ।  ଏନ୍‌ଟିଏର ଅଫିସିଆଲ ଓ୍ବେବ୍‌ସାଇଟ୍‌ jeemain.nta.nic.inରେ...

ଶୁକ୍ରବାର ବୈଠକ ଡକାଇଲେ ରାଜ୍ୟପାଳ: କେଜ୍‌ରିଓ୍ବାଲ କହିଲେ, ପଞ୍ଜାବ ଯାଉଛି…

ନୂଆଦିଲ୍ଲୀ,୨୬।୧: ଉପରାଜ୍ୟପାଳ ବିନୟ ସାକ୍ସେନା ବୈଠକ ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ନିମନ୍ତ୍ରଣ କରିଛନ୍ତି। ଉପରାଜ୍ୟପାଳଙ୍କ ନିମନ୍ତ୍ରଣର ଉତ୍ତର ରଖିବାକୁ ଯାଇ କେଜ୍‌ରିଓ୍ବାଲ କହିଛନ୍ତି,...

ଗଣତନ୍ତ୍ରକୁ କଣ୍ଟା

ନୂଆଦିଲ୍ଲୀ, ୪ା୨: ଭାରତ ଭଳି ଭଦ୍ର ଓ ଆମେରିକା ପରି ବିକଶିତ ଦେଶଗୁଡ଼ିକ ସବୁବେଳେ ଆତଙ୍କବାଦକୁ ଗଣତନ୍ତ୍ର ପାଇଁ ସବୁଠୁ ବଡ଼ ଆହ୍ବାନ ବୋଲି କହିଥାନ୍ତି।...

ବାବା ରାମଦେବଙ୍କ କରୋନା ଔଷଧକୁ ନେଇ ବଢୁଛି ଅଡୁଆ

ଡେରାଡୁନ,୨୪।୬: ଯୋଗଗୁୁରୁ ବାବା ରାମଦେବଙ୍କ ଆୟୁର୍ବେଦ ସଂସ୍ଥା ପତଞ୍ଜଳି ମଙ୍ଗଳବାର କରୋନା ମହାମାରୀର ଚିକିତ୍ସା ପାଇଁ ଔଷଧ ପ୍ରସ୍ତୁତ କରିଥିବା ନେଇ ସ୍ପଷ୍ଟ କରିବା ସହ...

କୋଲେଷ୍ଟରଲ କମାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ଦୈନନ୍ଦିନ ଖାଦ୍ୟପେୟ ତାଲିକାର ଆମେ ବିଭିନ୍ନ ପ୍ରକାର ପନିପରିବା ବ୍ୟବହାର କରିଥାଉ। ଏସବୁ ପନିପରିବା ମଧ୍ୟରେ ଆଳୁର ଏକ ସ୍ବତନ୍ତ୍ର ସ୍ଥାନ ରହିଛି। ବିନା ଆଳୁରେ...

Advertisement
Archives

Model This Week