Posted inଜାତୀୟ

ଅତିରିକ୍ତ ବ୍ୟବବରାଦ: ଅଯୋଧ୍ୟା ମନ୍ଦିର ରକ୍ଷାଣବେକ୍ଷଣ ଖର୍ଚ୍ଚ ୨୦ କୋଟି ୪୦ ଲକ୍ଷ; ଲଦାଖ ପାଇଁ ୮,୮୨୦ କୋଟି ଏବଂ ମହାକାଶ ବିଭାଗ ଲାଗି ୬୬୬ କୋଟି

ନୂଆଦିଲ୍ଲୀ,୨୮।୧୧: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ କେନ୍ଦ୍ର ସରକାର ପକ୍ଷରୁ ୨୧,୨୪୬ କୋଟି ୧୬ ଲକ୍ଷ ଟଙ୍କାର ଅତିରିକ୍ତ ବ୍ୟବବରାଦ ଲୋକସଭାରେ ଉପସ୍ଥାପନ କରାଯାଇଛିି। ସେଥି ମଧ୍ୟରୁ ଅଯୋଧ୍ୟା ମନ୍ଦିରର ରକ୍ଷାଣବେକ୍ଷଣ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦ କୋଟି ୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରାଯିବ। ଲଦାଖ ପାଇଁ ୮,୮୨୦ କୋଟି ଏବଂ ମହାକାଶ ବିଭାଗ ଲାଗି ୬୬୬ କୋଟି ଟଙ୍କା ଖର୍ଚ୍ଚ ହେବ। ଦରମା ଏବଂ ପୋଲିସ ବିଭାଗ ରାଶନ ପାଇଁ ୩,୩୮୭ କୋଟି ୪୬ ଲକ୍ଷ ଖର୍ଚ୍ଚ ହେବ ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ

ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି...

ରାଗିଗଲେ କୁମାରସ୍ବାମୀ: କହିଲେ, ମୋଦିଙ୍କୁ ଭୋଟ ଦେଇ ମୋତେ ସାହାଯ୍ୟ ମାଗନାହିଁ

ବେଙ୍ଗାଲୁରୁ, ୨୭।୬:କର୍ନାଟକ ମୁଖ୍ୟମନ୍ତ୍ରୀ ଏଚଡି କୁମାରସ୍ବାମୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ରାୟଚୂରରେ ଆୟୋଜିତ ଏକ ସଭାକୁ ସମ୍ବୋଧିତ କରିବାକୁ ଯାଉଥିବାବେଳେ ବାଟରେ ବିରୋଧ...

ଉଡୁପିରେ ସ୍କୁଲ, କଲେଜ ପାଖରେ ୧୪୪ ଧାରା

ବାଙ୍ଗାଲୋର ,୧୩।୨: ହିଜାବ-ସାଫ୍ରନକୁ ନେଇ ଚାଲିଥିବା ବିବାଦ ଯୋଗୁ ୪ ଦିନ ବନ୍ଦ ରହିବା ପରେ ସୋମବାରଠାରୁ କର୍ନାଟକରେ ଖୋଲିବାକୁ ଯାଉଛି ହାଇ ସ୍କୁଲ। ଏହାକୁ...

ସଂସଦ ଅଚଳ…

ନୂଆଦିଲ୍ଲୀ,୨୯।୭: ସଂସଦର ମୌସୁମୀ ଅଧିବେଶନ ଏପର୍ଯ୍ୟନ୍ତ ଅଶାନ୍ତ ହୋଇପଡିଛି। ଉଭୟ ଲୋକ ସଭା ଓ ରାଜ୍ୟ ସଭାରେ ଗୋଟିଏ ଦିନ ପାଇଁ ସ୍ବାଭାବିକ ଭାବରେ କାର୍ଯ୍ୟ...

ମିଶନ ୨୦୨୪: ପାଞ୍ଚ ଦିନିଆ ଦିଲ୍ଲୀ ଗସ୍ତରେ ମମତା

କୋଲକାତା,୨୭ ।୭: ସଂସଦର ମୌସୁମୀ ଅଧିବେଶନ ମଧ୍ୟରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତାଙ୍କର ୫ ଦିନିଆ ଦିଲ୍ଲୀ ଗସ୍ତରେ ମଙ୍ଗଳବାର ଯାଇ ସେଠାରେ ପହଞ୍ଚିଛନ୍ତି । ତୃତୀୟ...

ଆଇଏଏଫ୍‌ ସ୍କ୍ବାଡ୍ରନ ଲିଡର ମିଣ୍ଟିଙ୍କୁ ଯୁଦ୍ଧ ସେବା ସମ୍ମାନ

ନୂଆଦିଲ୍ଲୀ,୧୫।୮- ଭାରତୀୟ ବାୟୁ ସେନା (ଆଇଏଏଫ୍‌) ସ୍କ୍ବଡ୍ରନ ଲିଡର ମିଣ୍ଟି ଅଗ୍ରଓ୍ବାଲଙ୍କୁ ଗୁରୁବାର ଯୁଦ୍ଧ ସେବା ମେଡାଲ ପ୍ରଦାନ କରାଯାଇଛି। ଏଭଳି ସମ୍ମାନ ପାଇବାରେ ସେ...

ଲଞ୍ଚପ୍ୟାଡ୍‌ରେ ୩୦୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ରଚିଛନ୍ତି ଷଡ଼ଯନ୍ତ୍ର…

ଶ୍ରୀନଗର,୮।୭: ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଞ୍ଚପ୍ୟାଡ୍‌ରେ ପ୍ରାୟ ୩୦୦ ଆତଙ୍କବାଦୀ ଭାରତରେ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରି ରହିଛନ୍ତି। ଭାରତରେ ପ୍ରବେଶ କରି...

ଡିଏମ୍‌କେ ବିଧାୟକ କେପିପି ସାମୀଙ୍କ ପରଲୋକ

ଚେନ୍ନାଇ,୨୭।୨: ତାମିଲନାଡୁର ପୂର୍ବତନ ମନ୍ତ୍ରୀ ତଥା ଡିଏମ୍‌କେ ବିଧାୟକ କେପିପି ସାମୀଙ୍କର ଗୁରୁବାର ସକାଳେ ପରଲୋକ ହୋଇଛି। କିଛିଦିନ ହେବ ସେ ଅସୁସ୍ଥ ଥିଲେ। ମୃତ୍ୟୁ...

Advertisement
Archives

Model This Week