ଅତିରିକ୍ତ ସଚିବଙ୍କ ସ୍ବାଭିମାନ ଅଞ୍ଚଳ ଗସ୍ତ

ଚିତ୍ରକୋଣ୍ଡା,୧ା୬(ଡି.ଏନ.ଏ.)-ସୋମବାର ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳ ଅତିରିକ୍ତ ସଚିବ ତଥା ନୋଡାଲ ଅଫିସର ରସିଦ ଖାନ ଗସ୍ତ କରି ଫେରିଛନ୍ତି। ତାଙ୍କ ସହ ପିଡି ବାଳ ମୁକୁନ୍ଦ ଭୂୟାଁ, ବିଡ଼ିଓ ଲରିମନ ଖରସେଲ, ତହସିଲଦାର ଟି.ପଦ୍ମନାଭ ଦୋରା, ସହାୟକ ଯନ୍ତ୍ରୀ ମନୋଜ କୁମାର ନାୟକ, କନିଷ୍ଠ ଯନ୍ତ୍ରୀ ଶିବାଶିଷ ଉପସ୍ଥିତ ବିଶ୍ୱାସ ଉପସ୍ଥିତ ଥିଲେ। ସଚିବ ଖାନ୍‌ ବଡପଦର ଗ୍ରାମକୁ ଯାଇ ସେଠାରେ ଏମଜିଏନଆରଇଜିଏସ କାମ ଦେଖିଥିଲେ। ଏଥିସହ ସେ ବ୍ଲକ ସ୍ତରରେ କୋଭିଡ଼-୧୯ର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ପରେ ସେ ମାଲକାନଗିରି ଫେରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରି କୋର୍ଟର ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ମାଲକାନଗିରି,୧୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କୋର୍ଟକୁ ଏକ ଅଜ୍ଞାତ ମେଲ୍‌ରୁ ସୋମବାର ବୋମା ଧମକ ମିଳିଛି। କୋର୍ଟକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ଅଞ୍ଚଳରେ…

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri