Posted inଖେଳ

ଅତିରିକ୍ତ ୭୫ ଲକ୍ଷ ଟଙ୍କା ସହାୟତା ଦେଲା ହକି ଇଣ୍ଡିଆ; ଅନିର୍ବାଣ ଲାହିରୀ ଦେଲେ ୭ଲକ୍ଷ

ନୂଆଦିଲ୍ଲୀ, ୪/୪: କୋଭିଡ-୧୯ ମହାମାରୀ ମୁକାବିଲା ପାଇଁ ହକି ଇଣ୍ଡିଆ ପୁଣି ଥରେ ସହାୟତା ର ହାତ ବଢ଼ାଇଛି। ହକି ଇଣ୍ଡିଆ ଶନିବାର ଆଉ ୭୫ ଲକ୍ଷ ଟଙ୍କା ଦାନ କରିଛି। ପୂର୍ବରୁ ହକି ଇଣ୍ଡିଆ ଗତ ୧ ତାରିଖ ରେ୨୫ ଲକ୍ଷ ଟଙ୍କା ପ୍ରଦାନ କରିଥିଲା। ପ୍ରଧାନ ମନ୍ତ୍ରୀ କେୟାର୍ସ ଫଣ୍ଡ କୁ ୭୫ ଲକ୍ଷ ଟଙ୍କା ଦାନ ଦେବାକୁ ହକି ଇଣ୍ଡିଆ କାର୍ଯ୍ୟକାରୀ ବୋର୍ଡ ଏ ସଂକ୍ରାନ୍ତ ରେ ନିଷ୍ପତ୍ତି ନେଇଥିଲା। ବିଗତ ଦିନ ରେ ଆମେ ଦେଶର ନାଗରିକଙ୍କ ଠାରୁ ସବୁ ପ୍ରକାର ସମର୍ଥନ ପାଇଛୁ। ଏବେ ରୁଣ ସୁଝାଇବା ର ବେଳ ଅସି ପହଞ୍ଚିଛି ବୋଲି ହକି ଇଣ୍ଡିଆ ଅଧକ୍ଷ ମହମ୍ମଦ ମୁସ୍ତାକ ଅହମ୍ମଦ କହିଛନ୍ତି।
ସେହିପରି ଜଣାଶୁଣା ଗଲ୍ଫ ତାରକା ଅନିର୍ବାଣ ଲହରି ମଧ୍ୟ ପ୍ରଧାନ ମନ୍ତ୍ରୀ କେୟାର୍ସ ଫଣ୍ଡ କୁ କୋଭିଡ-୧୯ ମୁକାବିଲା ପାଇଁ ୭ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ଜୋମାତ୍ ଫିଡିଂ ଇଣ୍ଡିଆ ଇନିଶିଏଟିଭ୍ ମଧ୍ୟମ ରେ ୧୦୦ ପରିବାର କୁ ଖାଦ୍ୟ ଦେବା ପାଇଁ ଅନିର୍ବାଣ ସହାୟତା ର ହାତ ବଢ଼ାଇ ଚନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

GT ବସରେ କେମିତି ଲାଗିଲା ନିଆଁ, ସାମ୍ନାକୁ ଆସିଲା ଭିଡ଼ିଓ, ଘଣ୍ଟାଏ ରାସ୍ତା କଡ଼ରେ ବସି ରହିଲେ ଖେଳାଳି

ନୂଆଦgିଲ୍ଲୀ,୧।୬: IPL 2026 ଫାଇନାଲ ପରେ ଦଳ ହୋଟେଲକୁ ଫେରୁଥିବା ବେଳେ ଗୁଜୁରାଟ ଟାଇଟାନ୍ସ ଦଳର ବସରେ ନିଆଁ ଲାଗିଯାଇଥିଲା; ଘଟଣାର ଏକ ଭିଡ଼ିଓ ଏବେ ସାମ୍ନାକୁ…

ମଟନ, ଚିକେନ ସହ ହଳଦିଆ ମିଠା…, ଏହା ହେଉଛି ବୈଭବଙ୍କ ଶକ୍ତି ପଛର ରହସ୍ୟ, ୧୫ ବର୍ଷ ବୟସରେ ନେଉଛନ୍ତି…

ନୂଆଦିଲ୍ଲୀ,୧।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ବିସ୍ଫୋରକ ବ୍ୟାଟିଂରେ ଏକ ଆକର୍ଷଣ ସୃଷ୍ଟି କରିଛନ୍ତି। ସଚିନ ତେନ୍ଦୁଲକରଙ୍କଠାରୁ ଆରମ୍ଭ କରି ସୁନୀଲ ଗାଭାସ୍କର ପର୍ଯ୍ୟନ୍ତ, ସମସ୍ତେ…

RCBକୁ ମିଳିଲା ୨୦ କୋଟି, ହେଲେ ବୈଭବଙ୍କୁ ମିଳିଲା କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଫାଇନାଲରେ ଗୁଜରାଟ ଟାଇଟାନ୍ସକୁ ୫ ୱିକେଟରେ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ IPL 2026 ଟ୍ରଫି ଜିତିଛି। ଚମତ୍କାର…

ବିଜୟର ଛକା ସହ ପ୍ରେମର ନିବେଦନ… RCBର ଟାଇଟଲ ବିଜୟ ପରେ ବିରୁୁଷ୍କାଙ୍କ ରୋମାଣ୍ଟିକ ମୁଡର ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧।୬: ଆଇପିଏଲ ଇତିହାସରେ RCBର ନାମ ସ୍ବର୍ଣ୍ଣାକ୍ଷରରେ ଲେଖାଯାଇଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଫାଇନାଲ ମ୍ୟାଚ ଚାଲିଥିବା ସମୟରେ ଷ୍ଟାଡିୟମରେ ଥିବା…

IPL 2026 ଫାଇନାଲ ପରେ ବଡ଼ ଘଟଣା: ଖେଳାଳିମାନଙ୍କୁ ନେଇ ଯାଉଥିବା ଗୁଜରାଟ ଟାଇଟାନ୍ସ ଟିମ ବସରେ ଅଗ୍ନିକାଣ୍ଡ

ନୂଆଦିଲ୍ଲୀ,୧।୬: IPL 2026 ଫାଇନାଲ ପରେ, ଗୁଜୁରାଟ ଟାଇଟାନ୍ସର ଦଳର ବସରେ ନିଆଁ ଲାଗିଗଲା। ଦଳ ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ହୋଟେଲକୁ ଯାଉଥିବା ସମୟରେ ଏହି ଘଟଣା…

Watch:‘କେତେ କ୍ଷୀର ପିଉଛ’, ରବି ଶାସ୍ତ୍ରୀଙ୍କ ଏମିତି ପ୍ରଶ୍ନରେ ମଜାଦାର ଉତ୍ତର ଦେଲେ ବୈଭବ ସୂର୍ଯ୍ୟବଂଶୀ, ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଆଇପିଏଲ 2026 ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଆରସିବି ଗୁଜରାଟ ଟାଇଟନ୍ସକୁ ୫ ୱିକେଟରେ ପରାସ୍ତ କରିଛି। ୧୫ ବର୍ଷୀୟ ବୈଭବ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri