ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍‌ ବ୍ୟବହାର କ୍ଷତିକାରକ: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଆତଙ୍କ ସୃଷ୍ଟି କରିଛି। ସୁସ୍ଥ ହେବା ପାଇଁ ସଂକ୍ରମିତଙ୍କୁ ବିଭିନ୍ନ ଆଣ୍ଟିବାୟୋଟିକ୍ସ୍‌ ଦିଆଯାଉଛି। ତେବେ ଅତ୍ୟଧିକ ଆଣ୍ଟିବାୟୋଟିକ୍ସ୍‌ ବ୍ୟବହାର କ୍ଷତିକାରକ ବୋଲି (ବିଶ୍ୱସ୍ବାସ୍ଥ୍ୟ ସଂଗଠନ) ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ କୁହାଯାଇଛି। ଏନେଇ ଡବ୍ଲ୍ୟୁଏଚ୍‌ଓ ମହାନିର୍ଦ୍ଦେଶକ ଟେଡ୍ରୋସ୍‌ ଅଧନୋମ୍‌ ଗେବ୍ରେସିୟସ୍‌ ସୂଚନା ଦେଇଛନ୍ତି। ଯେଉଁ କରୋନା ସଂକ୍ରମିତଙ୍କ ଲାଗି ଆଣ୍ଟିବାୟୋଟିକ୍ସ୍‌ ଆବଶ୍ୟକ ସେମାନେ ଏହାର ବ୍ୟବହାର କରିବା ଉଚିତ। ଆଣ୍ଟିବାୟୋଟିକ୍ସ୍‌ର ଅତ୍ୟଧିକ ବ୍ୟବହାର ଦ୍ୱାରା କରୋନା ଭୂତାଣୁର ପ୍ରତିରୋଧକ କ୍ଷମତା ବଢ଼ି ବଢ଼ିଯାଇଥାଏ ବୋଲି ସେ କହିଛନ୍ତି। ଚାଇନାକୁ ନେଇ ଡବ୍ଲ୍ୟୁଏଚ୍‌ଓ ଚିନ୍ତିତ ରହିଛି। ଚାଇନା କରୋନା ସଂକ୍ରମଣ ନିୟନ୍ତ୍ରଣ କରିବାର ତଥ୍ୟ ପ୍ରଦାନ କରିବାରେ ଟାଳଟୁଳ ନୀତି ଗ୍ରହଣ କରୁଛି। କରୋନାର ଜେନେଟିକ୍‌ ମ୍ୟାପ୍‌, ଜିନୋମ୍‌ ସଂରଚନା ଆଦି ସହିତ ଜଡ଼ିତ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଡବ୍ଲ୍ୟୁଏଚ୍‌ଓଠାରୁ ଚାଇନା ଲୁଚାଇ ରଖିଥିବା ଗେବ୍ରେସିୟସ୍‌ କହିଛନ୍ତି। ସେହିପର ଇଟାଲିିର ଦାବିକୁ ଗେବ୍ରେସିୟସ୍‌ ଭୁଲ୍‌ ବୋଲି କହିଛନ୍ତି। କରୋନା ଦୁର୍ବଳ ହୋଇଯାଇଥିବା ଇଟାଲି କହୁଛି। ତେବେ ତାହା ମିଥ୍ୟା ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାତାର ୫ ଦିନ ଧରି ଦୈନିକ ସଂକ୍ରମଣ ୮ ହଜାର ତଳେ…

ନୂଆଦିଲ୍ଲୀ, ୧୬।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ୫ ଦିନ ଧରି...

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୦...

ତେଜଗାମ ଏକ୍ସପ୍ରେସରେ ନିଆଁ

କରାଚି,୩୧।୧୦: ପାକିସ୍ତାନର କରାଚି-ରାଓ୍ବଲପିଣ୍ଡି ତେଜଗ୍ରାମ ଏକ୍ସପ୍ରେସରେ ଗୁରୁବାର ସକାଳେ ନିଆଁ ଲାଗିଯାଇଛି। ରହିମ୍‌ ୟାର ଖାନ୍‌ ନିକଟ ଲିଆକତପୁରର ତାଲଓ୍ବାରି ଷ୍ଟେଶନଠାରେ ଉକ୍ତ ଟ୍ରେନରେ ଭୟଙ୍କର...

ନୃତ୍ୟ ଗୋପାଳ କରୋନା ପଜିଟିଭ୍‌: କ୍ୱାରାଣ୍ଟାଇନ୍‌ରେ ଯାଇପାରନ୍ତି ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ,୧୩।୮: ଦେଶରେ କରୋନା ପଜିଟିଭ୍‌ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପାଖାପାଖି ୨୪ ଲକ୍ଷରେ ପହଞ୍ଚିିଲାଣି। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ...

ସୁସ୍ଥତା ହାର ୯୮.୩୭ ପ୍ରତିଶତ…

ନୂଆଦିଲ୍ଲୀ, ୧୩।୧୨: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟାରେ ସାମାନ୍ୟ ବ୍ରେକ୍‌ ଲାଗିଛି। ଲଗାତାର ଦୁଇ ଦିନ ଧରି...

ଉଜବେକିସ୍ତାନରେ ୧୮ ଶିଶୁଙ୍କ ମୃତ୍ୟୁ ପରେ ଡବ୍ଲୁଏଚଓର ଆଲର୍ଟ, କାଶ ହେଲେ ବ୍ୟବହାର କରନା କଫ ସିରପ

ନୂଆଦିଲ୍ଲୀ,୧୨ ।୧: ଉଜବେକିସ୍ତାନରେ ଭାରତ ନିର୍ମିତ କଫ ସିରପ ବ୍ୟବହାର କରି ୧୮ ଶିଶୁଙ୍କ ମୃତ୍ୟୁ ଘଟଣା ଏବେବି ଅସ୍ପଷ୍ଟ ରହିଛି । ଏହାକୁ ନେଇ...

ଲକ୍‌ଡାଉନ୍‌କୁ ମୁଖ୍ୟମନ୍ତ୍ରୀଙ୍କ ଭୟ: ଜାରି ହେଉଛି ଜନତା କର୍ଫ୍ୟୁ-କରୋନା କର୍ଫ୍ୟୁ…

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଲକ୍‌ଡାଉନ୍‌ ଘୋଷଣା କରିବାକୁ ପଛାଉଛନ୍ତି। ତେବେ ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟପ୍ରଦେଶ,...

ପୁରୀରେ ଉଚ୍ଛେଦକୁ ବର୍ଷେ ପୂରିଲା: ବିକାଶରେ କରୋନା ସାଜିଛି କଣ୍ଟା

ପୁରୀ ଅଫିସ,୨୦ା୮: ପୁରୀ ହେବ ବିଶ୍ୱ ଐତିହ୍ୟ ସହର। ବଦଳିଯିବ ଏହାର ରୂପରେଖ। ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ଭାବେ ଏହା ପରିଗଣିତ ହେବ। ଭକ୍ତ, ପର୍ଯ୍ୟଟକଙ୍କୁ...

Advertisement
Archives

Model This Week