ଅତ୍ୟାଧୁନିକ ପୋଷାକ ଶୋ’ରୁମ୍‌ ଉଦ୍‌ଘାଟିତ

ତାଳଚେର, ୨୬ା୮(ନି.ପ୍ର.)  ଗଣେଶ ପୂଜା ଅବ୍ୟବହିତ ପୂର୍ବରୁ ତାଳଚେର ହାଣ୍ଡିଧୂଆଁ ଛକ ନିକଟରେ ରବିବାର ଏକ ଅତ୍ୟାଧୁନିକ ପୋଷାକ ଶୋ’ ରୁମ୍‌ ଉଦ୍‌ଘାଟିତ ହୋଇଯାଇଛି। ବବିତା ମାଣ୍ଡୋଠିଆ ଏହାକୁ ଉଦ୍‌ଘାଟନ କରିଥିଲେ। ଏହି ଶୋ’ରୁମରେ କ୍ରିମଶନ କ୍ଲବ, ଟରଟଲ, ମୁଫ୍‌ତି, କିଲର, ବଟରଫ୍ଲାଏ ଭଳି କମ୍ପାନୀର ପୋଷାକ ଉପଲବ୍ଧ। ଏହା ଅନୁଗୋଳ ଜିଲାର ୫ ନମ୍ବର ଶୋ’ରୁମ ଓ ତାଳଚେର ଶିଳ୍ପାଞ୍ଚଳ ବାସିନ୍ଦାଙ୍କ ଚାହିଦାକୁ ପୂରଣ କରିବାରେ ସକ୍ଷମ ହୋଇପାରିବ ବୋଲି ସ୍ବତ୍ୱାଧିକାରୀ ପବନ ମାଣ୍ଡୋଠିଆ ପ୍ରକାଶ କରିଛନ୍ତି। ଉଦ୍‌ଘାଟନ ଅବସରରେ ଜୟପ୍ରକାଶ ମାଣ୍ଡୋଠିଆ, ରାଜୀବ ଅଗ୍ରୱାଲ, ଲକ୍ଷ୍ମୀ ଅଗ୍ରୱାଲଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ଗଡ଼ ସୁରକ୍ଷିତ ରଖିପାରିଲେନି ପିସିସି ସଭାପତି

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାରେ କଂଗ୍ରେସର ଶୋଚନୀୟ ପରାଜୟ ବରଣ କରିଛି। ଖୋଦ୍‌ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଓ୍ବାର୍ଡ ନଂରେ କଂଗ୍ରେସର ଶୋଚନୀୟ ପରାଜୟ ହେବା...

ଅଜଣା ରୋଗ: ଆଉ ଜଣଙ୍କର ମୃତ୍ୟୁ

ମାଲକାନଗିରି/ମାଥିଲି,୧୧ା୯(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ହଳଦୀକୁଣ୍ତ ଗ୍ରାମରେ ଦେଖାଦେଇଥିବା ଅଜଣା ରୋଗରେ ଶନିବାର ଜଣକର ମୃତ୍ୟୁ ହୋଇଛି। ଫଳରେ ମୃତ୍ୟୁସଂଖ୍ୟା ୧୨ ରେ...

ବେପରୁଆ ଗାଡି ଚାଳନା ଉପରେ ଲାଗିବ କଟକଣା

ବାଲେଶ୍ୱର ଅଫିସ, ୩୧।୭-ବଲେଶ୍ୱର ଜିଲା ପ୍ରକଳ୍ପ ଉନ୍ନୟନ ଅଧିକାରୀଙ୍କ ସଭାଗୃହରେ ମଙ୍ଗଳବାର ସଡକ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ କେ.ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତା...

ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିୟମକୁ କଡାକଡି କଲେ ତହସିଲଦାର

ଗୁଡଭେଲା ୨୧।୪, (ଡି.ଏନ.ଏ.)- ରାଜ୍ୟରେ ସାଧାରଣ ଲୋକ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ତେବେ ଲକ ଡାଉନ ନିୟମକୁ ନେଇ ଆଦୌ ସଚେତନ...

ଜଣେ ଯୁବ ସଂଗଠକଙ୍କୁ ହରାଇଲା ଭାଜପା

କୋକସରା,୨।୬(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଭାଜପା କୋକସରା ମଣ୍ଡଳର ଯୁବ ମୋର୍ଚ୍ଚା ସଭାପତି ବିନୋଦ ନାଏକଙ୍କ ଗୁରୁବାର ପରଲୋକ ଘଟିଛି। ତାଙ୍କ ବିୟୋଗରେ କଳାହାଣ୍ଡି...

ପୁରୀ: ଆଜି ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୩୦ା୧୧: ମାର୍ଗଶୀର ମାସ ଶୁକ୍ଳପକ୍ଷ ସପ୍ତମୀ ତିଥିରେ ବୁଧବାର ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଗୁପ୍ତନୀତି ହୋଇଥିବାରୁ...

ପାଣିରେ ଭାସୁଛି ମହିଳାଙ୍କ ମୃତଦେହ: ହତ୍ୟା ସନ୍ଦେହ

ଖଇରା,୨୭ା୧୦(ଡି.ଏନ୍‌.ଏ.): ବାଲେଶ୍ୱର  ଜିଲା ଖଇରା ତହସିଲ ଅଧୀନ ବରପଦା ପାଇକସାହି ନିକଟସ୍ଥ ଏକ ପରିତ୍ୟକ୍ତ ମାଙ୍କଡ଼ା ଖଣି ପାଣିରେ ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବାର...

ମହାନାଳ ସଫେଇ କାର୍ଯ୍ୟ ତଦାରଖ

ବାଲେଶ୍ୱର ଅଫିସ, ୨୪।୬-ବାଲେଶ୍ୱର ସହରରେ ମହାନାଳ ସମେତ ବିଭିନ୍ନ ନାଳଗୁଡିକ ପୋତି ହୋଇଯାଇଥିବାରୁ ବର୍ଷା ହେବାମାତ୍ରେ ସହରରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଥାଏ। ଏହାକୁ ନେଇ...

Advertisement
Archives

Model This Week