ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ଜୟପୁର,୯।୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରଠାରେ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ନେତୃତ୍ୱରେ ସୋମବାର କଂଗ୍ରେସ ପକ୍ଷରୁ ପିଆଜ, ଆଳୁ, ପନିପରିବା ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକୀୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିକୁ ବିରୋଧ କରାଯାଇଛି। ଜିଲା କଂଗ୍ରେସ ଭବନଠାରୁ କର୍ମୀମାନେ ଏକ ଶୋଭାଯାତ୍ରା ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ ବିକ୍ଷୋଭ ପ୍ରଦର୍ଶନ ସହ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟରେ ବିନା ମାସ୍କରେ ବୁଲୁଝନ୍ତି ଲୋକେ: ଯାଞ୍ଚ ବେଳେ ଗଣୁଛନ୍ତି ତଣ୍ଡ

କୋରୁକୋଣ୍ଡା୨୨।୬(ଡି.ଏନ୍‌.ଏ): ଦେଶରେ ଅନଲକ୍‌ ୧ ଚାଲୁଥିବା ବେଳେ ସାମାଜିକ ଦୂରତ୍ୱ ବଜାଇରଖିବା ଓ ମାସ୍କ ବ୍ୟବହାରକୁ ବାଧ୍ୟତାମୂଳକ କରାଯାଇଛି। ସୋମବାର ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ,...

ଦାରୁକ୍ଷେତ୍ରକୁ ପର୍ଯ୍ୟଟନ ସ୍ଥଳ ମାନ୍ୟତା ଦାବି

ଖୋର୍ଦ୍ଧା ଅଫିସ,୧୬।୭: ଖୋର୍ଦ୍ଧାଠାରୁ ୧୦ କିଲୋମିଟର ଦୂରରେ ରହିଛି ଦଧିମାଛଗାଡ଼ିଆ ଗ୍ରାମ। ମହାପ୍ରଭୁଙ୍କ ଦାରୁକ୍ଷେତ୍ର ଭାବେ ଏହି ଗ୍ରାମ ପରିଚିତ। ୧୯୯୬ ନବକଳେବରରେ ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ...

କୋଭିଡ କଟକଣା ମଧ୍ୟରେ ସରିଲା ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ

ସଜନାଗଡ,୧୫।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରିରୁ ପାଞ୍ଚ କି.ମି. ଦୂର ସଜନାଗଡ ଗ୍ରାମରେ ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୁଧାରଚଣ୍ଡୀଙ୍କ ଉଡାପର୍ବ ଅନୁଷ୍ଠିତ ହୋଇଯାଇଛି। ମା’ଙ୍କ...

ଜିଲା ବିଜେଡି ପକ୍ଷରୁ ରେଡକ୍ରସ ପାଣ୍ଠିକୁ ଦାନ

ଦେବଗଡ,୨ା୪(ଡି.ଏନ.ଏ)-କରୋନା ଭୁତାଣୂ ସଂକ୍ରମଣର ମୁକାବିଲା ପାଇଁ ଦେବଗଡ ଜିଲା ବିଜେଡି ପକ୍ଷରୁ ଜିଲା ରେଡକ୍ରସ ପାଣ୍ଠିକୁ ୭୫ ହଜାର ଟଙ୍କା ପ୍ରଦାନ କରାଯାଇଛି। ଦେବଗଡ ନଗର...

ଦନ୍ତା ଉତ୍ପାତ, ସନ୍ଧ୍ୟା ହେଲେ ରାସ୍ତା ଶୂନଶାନ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ବାଟବଣା ହୋଇ ଘୁରି ବୁଲୁଥିବା ଦନ୍ତା ଉତ୍ପାତ ଆରମ୍ଭ କରିଛି। ଗୋପବନ୍ଧୁ ନଗର ଓ ବଡସାହି ବ୍ଲକ ସୀମା କାହ୍ନୁପୁରା ଜଙ୍ଗଲରେ ୫ ଦିନ...

ବିଧାୟକଙ୍କୁ ଦାବିପତ୍ର ଦେଲେ ବଇଣ୍ଡାବାସୀ

ବଇଣ୍ଡା,୨୪।୪(ଡି.ଏନ.ଏ.): କିଶୋରନଗର ବ୍ଲକ ବଇଣ୍ଡା ଅଞ୍ଚଳରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଏଗୁଡିକ ସମାଧାନ କରାଯାଉ ନ ଥିବା ଯୋଗୁ ଅସନ୍ତୋଷ ବୃଦ୍ଧି ପାଉଛି। ଏ ନେଇ...

୮ ମାସ ପରେ ସିଙ୍ଗରାଇଙ୍କୁ ମିଳିଲା ଚିକିତ୍ସା ସେବା

ଆନନ୍ଦପୁର,୧୭। ୧୦(ସ୍ବ.ପ୍ର.)-ଚିକିତ୍ସା ସେବା ଅପହଞ୍ଚ ଥିବା ଇଲାକାରେ ଏବେବି ଅନ୍ଧବିଶ୍ୱାସକୁ ଲୋକେ ଗ୍ରହଣ କରୁଛନ୍ତି। ଲୋକମାନେ ଗୁଣିଗାରେଡି, ଝଡ଼ାଫୁଙ୍କା ଭଳି ଅନ୍ଧବିଶ୍ୱାସର ମୋହ ଛାଡିବାକୁ ପ୍ରସ୍ତୁତ...

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ବିଜେଡି ପ୍ରାର୍ଥୀ

ଚିତ୍ରକୋଣ୍ଡା,୧୩।୩(ଡି.ଏନ.ଏ): ମାଲକାନଗିରି ଜିଲା ପରିଷଦ ଅଧକ୍ଷ ଭାବେ ବିଜେଡି ପ୍ରାର୍ଥୀ ସମାରି ତାଙ୍ଗୁଲ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସମାରି ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ଜୋନ ୨ର...

Advertisement
Archives

Model This Week