ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିନିୟମ: ମାସ୍କ୍‌-ସାନିଟାଇଜର ଅଧିକ ଦାମରେ ବିକିଲେ ଜେଲଦଣ୍ଡ

ନୂଆଦିଲ୍ଲୀ,୨୧।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିନିୟମ-୧୯୫୫ ଜାରି କରାଯାଇଛି। ଏହି ଅଧିନିୟମ ଅନ୍ତର୍ଗତ ଅତ୍ୟାବଶ୍ୟକ ଦ୍ରବ୍ୟ ଅଧିକ ଦାମରେ ବିକିଲେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜେଲଦଣ୍ଡାଦେଶ କରାଯିବାର ବ୍ୟବସ୍ଥା ରହିଛି। ଦେଶରେ କରୋନା ସଂକ୍ରମଣର ମୁକାବିଲା ଲାଗି ମାସ୍କ୍‌ ଓ ସାନିଟାଇଜର ଅଧିକ ଦାମରେ ବିକିଲେ ଏହି ଅଧିନିୟମ ଅନୁସାରେ ଦଣ୍ଡାଦେଶ କରାଯିବ। ଆଗାମୀ ଜୁନ୍‌ ୩୦ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ। କରୋନାଠାରୁ ଦୂରେଇ ରହିବା ଲାଗି ମାସ୍କ୍‌ ଓ ସାନିଟାଇଜରକୁ ଅତ୍ୟାବଶ୍ୟକ ଦ୍ରବ୍ୟ ଭାବେ ସରକାର ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କ ବଳାତ୍କାର ପାଇଁ ବାପାଙ୍କୁ ମୃତ୍ୟୁଦଣ୍ଡ

ବାହରିଚ୍‌, ୨୩।୧୧: ଉତ୍ତରପ୍ରଦେଶର ବାହରିଚ୍‌ ଜିଲାରେ ନାବାଳିକା ଝିଅଙ୍କୁ ବଳାତ୍କାର ଅଭିଯୋଗରେ ଦୋଷୀସାବ୍ୟସ୍ତ ଜଣେ ୪୦ ବର୍ଷୀୟ ବାପାଙ୍କୁ ମଙ୍ଗଳବାର ମୃତ୍ୟୁଦଣ୍ଡାଦେଶ ମିଳିଛି। ଏଥିସହିତ ଅତିରିକ୍ତ...

ସିଏଏକୁ ନେଇ ଶିବସେନା ସହ ସାଲିସ ପାଇଁ ଭାଜପା ପ୍ରସ୍ତୁତ

ନାଶିକ,୧୫ା୧୨(ଆଇଏଏନ୍‌ଏସ୍‌): ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) କାର୍ଯ୍ୟକାରିତାକୁ ନେଇ ଶିବସେନା ଯଦି ସହଯୋଗୀ ଦଳଠାରୁ ସମସ୍ୟାର ସମ୍ମୁଖୀନ ହୁଏ ତେବେ ମହାରାଷ୍ଟ୍ର ଭାଜପା ଉକ୍ତ ଦଳ...

ଜନସାଧାରଣ ପାଳିବେ ବିଜୟ ଉତ୍ସବ: ତେଜସ୍ବୀ

ପାଟନା,୮।୧୧:: ଭାଜପା ଓ ଜେଡିୟୁ ସରକାରଙ୍କୁ ଗାଦିଚ୍ୟୁତ କରି ଆରଜେଡି ନେତା ତେଜସ୍ବୀ ଯାଦବଙ୍କ ନେତୃତ୍ୱରେ ଗଠିତ ମହାଗଠବନ୍ଧନ ବିହାରରେ ସରକାର ଗଠନ କରିବ ବୋଲି...

କରୋନା ଆକ୍ରାନ୍ତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ସିସୋଦିଆଙ୍କୁ ଦିଆଗଲା ପ୍ଲାଜମା ଥେରାପି

ନୂଆଦିଲ୍ଲୀ, ୨୫।୯: କରୋନା ଆକ୍ରାନ୍ତ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ସାକେତ୍‌ସ୍ଥିତ ମ୍ୟାକ୍ସ ହସ୍ପିଟାଲରେ ପ୍ଲାଜମା ଥେରାପି ଦିଆଯାଇଛି। ୨୪ ସେପ୍ଟେମ୍ବରରେ ସିସୋଦିଆଙ୍କୁ ଲୋକନାୟକ ଜୟପ୍ରକାଶ...

ଆସ୍ଥା ଭୋଟ ଜିତିଲେ ମାନ୍‌

ଚଣ୍ଡିଗଡ଼,୩।୧୦: ପଞ୍ଜାବ ବିଧାନସଭାରେ କଂଗ୍ରେସ ବିଧାୟକମାନଙ୍କ କକ୍ଷତ୍ୟାଗ ସତ୍ତ୍ୱେ ଆମ୍‌ ଆଦ୍‌ମୀ ପାର୍ଟି ସରକାର ସୋମବାର ଆସ୍ଥା ଭୋଟ ଜିତିଯାଇଛନ୍ତି। ରାଜ୍ୟରେ ଭାଜପାର ଅପରେଶନ ଲୋଟସ୍‌...

ପଶ୍ଚିମବଙ୍ଗର ତଦନ୍ତ ଉପରେ ସ୍ଥଗିତାଦେଶ

ନୂଆଦିଲ୍ଲୀ, ୧୮।୧୨: ପଶ୍ଚିମବଙ୍ଗ ସରକାରଙ୍କ ଦ୍ୱାରା ଗଠିତ ଜଷ୍ଟିସ୍‌ ଲୋକୁର କମିଶନ ଦ୍ୱାରା ପେଗାସସ୍‌ ଗୁପ୍ତଚରଗିରି ମାମଲାର ତଦନ୍ତ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ସ୍ଥଗିତାଦେଶ ଦେଇଛନ୍ତି।...

ଭାରତ ଗ୍ଲୋବାଲ ସାଉଥ୍‌ର ସ୍ବର: ମୋଦି

ନୂଆଦିଲ୍ଲୀ,୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୨୦ ବୈଦେଶିକ ମନ୍ତ୍ରୀଙ୍କ ବୈଠକରେ ଭାରତରେ ପହଞ୍ଚିଥିବା ଜି-୨୦ ଦେଶର ବୈଦେଶିକ ମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତ...

ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ବନ୍ଦ: ପଞ୍ଜାବ ସରକାରଙ୍କ କଡ଼ା ପଦକ୍ଷେପ…

ଚଣ୍ଡିଗଡ଼,୧୯।୩ : ପଞ୍ଜାବର ମୋବାଇଲ ନେଟୱାର୍କରେ ପ୍ରଦାନ କରାଯାଇଥିବା ସମସ୍ତ ଡଙ୍ଗଲ ସେବା ବର୍ତ୍ତମାନ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ...

Advertisement
Archives

Model This Week