ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ବେଳେ ପ୍ରଶାସନର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ

ବନ୍ତ,୨୭।୪(ଡି.ଏନ୍‌.ଏ.)-ଭଦ୍ରକ ଜିଲାରେ କରୋନା ମହାମାରୀ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ ରାଜ୍ୟ ସରକାର ଭଦ୍ରକ ଜିଲାକୁ ୬୦ ଘଣ୍ଟା ପାଇଁ ସଟ୍‌ ଡାଉନ୍‌ ଘୋଷଣା କରିଥିଲେ। ଏହି ସଟ୍‌ ଡାଉନକୁ ଭଦ୍ରକ ଜିଲା ବନ୍ତ ବ୍ଲକର ସମସ୍ତ ଜନସାଧାରଣ ସ୍ବାଗତ କରିବା ସହିତ ଶୃଙ୍ଖଳାର ସହ ପାଳନ କରିଥିଲେ। ଦୀର୍ଘ ୬୦ ଘଣ୍ଟା ପରେ ସାଧାରଣ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ବଜାରକୁ ବାହାରି ଥିବା ବେଳେ ପ୍ରଶାସନ ପକ୍ଷରୁ ସେମାନଙ୍କ ପ୍ରତି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା। ଏପରିକି କୌଣସି ରୋଗୀଙ୍କୁ ମଧ୍ୟ ଏଥିରୁ ବାଦ ଦିଆଯାଇ ନ ଥିଲା। ପ୍ରଶାସନର ଏଭଳି ମାତ୍ରାଧିକ କାର୍ଯ୍ୟକୁ ସାଧାରଣଲୋକେ ନାପସନ୍ଦ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାପରେ ଜିଲା ପ୍ରଶାସନ ଚେପା

କେନ୍ଦ୍ରାପଡ଼ା ଅଫିସ, ୨୬ା୭:୨୦୧୪ ଅକ୍ଟୋବର ୨୧ରେ ଭାରତ ସରକାରଙ୍କ ପକ୍ଷରୁ କେନ୍ଦ୍ରାପଡ଼ା ଜିଲାର ୧୪୭ ଗ୍ରାମକୁ ପରିବେଶ ସମ୍ବେଦନଶୀଳ ଗ୍ରାମ ଭାବେ ବିଜ୍ଞପ୍ତି (ନଂ.୨୧୮୦ଜେ) ପ୍ରକାଶ...

ବୁଗୁଡ଼ା ବ୍ଲକ କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ କରୋନା ଆକ୍ରାନ୍ତ

ବୁଗୁଡ଼ା,୨ା୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନାର ୬ ପୋଲିସ କର୍ମଚାରୀ ଏବଂ ଅଗ୍ନିଶମ ବିଭାଗର ୫ କର୍ମଚାରୀ କିଛିଦିନ ତଳେ କରୋନା ଆକ୍ରାନ୍ତ ହୋଇଥିବା ବେଳେ...

କୁଶୁମୁଣ୍ଡି ଜଙ୍ଗଲରେ ହାତୀ ଛୁଆର ମୃତ୍ୟୁ

  ଟେନସା,୧୦।୪(ଡି. ଏନ. ଏ.): ସୁନ୍ଦରଗଡ଼ ଜିଲା କୋଇଡା ବନାଞ୍ଚଳର କୁଶୁମୁଣ୍ଡି ଜଙ୍ଗଲରେ ଏକ ହାତୀ ଛୁଆର ମୃତଦେହ ପଡିରହିଛି। ମୃତ ହାତୀ ଛୁଆର ବୟସ...

ଜମି ଚିହ୍ନଟ ନେଇ ତ୍ରିପାକ୍ଷିକ ବୈଠକ

ଅନୁଗୋଳ ଅଫିସ,୨୦।୪- ନାଲ୍‌କୋ କମ୍ପାନୀର ଉତ୍କଳ ‘ଡି’ ଓ ‘ଇ’ କୋଇଲା ଖଣି ନିମନ୍ତେ କେରେଜାଙ୍ଗ ଗ୍ରାମରେ ରେଲୱେ ସାଇଡିଙ୍ଗର ଜମି ଚିହ୍ନଟ ପ୍ରକ୍ରିୟା ପାଇଁ...

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା

ପାଟଣା,୨୬ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେତାଙ୍ଗ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ରବିବାର ଘରର ଲୁହା କବାଟ ବନ୍ଦ କରୁଥିବା ସମୟରେ ବିଦ୍ୟୁତ୍‌ ସଂସ୍ପର୍ଶରେ...

୧୨ ଦଫା ଦାବିରେ ବିଭିନ୍ନ ସଂଘ ପକ୍ଷରୁ ବନ୍ଦ ପାଳନ

ସିମୁଳିଆ,୮।୧(ଡି.ଏନ୍‌.ଏ.): ଲେବର ୟୁନିୟନ, ପାଚିକା ସହାୟିକା, ସିଟୁ, ଅଙ୍ଗନଓ୍ବାଡ଼ି କର୍ମୀ ଓ ସହାୟିକା, ଡ୍ରାଇଭର ୟୁନିୟନ ପକ୍ଷରୁ ମିଳିତ ଭାବେ ସିମୁଳିଆରେ ବନ୍ଦ ଡାକରା ଦିଆଯାଇଥିଲା।...

ଗୁଆ ଘିଅରେ ତିଆରି ହୁଏ ସମସ୍ତ ଭୋଗ

ଡେରାବିଶ, ୨୭ା୯(ସ୍ବ.ପ୍ର.):ଶାରଦୀୟ ଦୁର୍ଗାପୂଜା ପାଇଁ ଡେରାବିଶର ବିଭିନ୍ନ ଅଞ୍ଚଳ ଉତ୍ସବ ମୁଖର ହେବାକୁ ଯାଉଛି। ପୂଜା ଆଉ ମାତ୍ର ୫ ଦିନ ଥିବାବେଳେ ବ୍ଲକ ଅଧୀନ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବଇଣ୍ଡା,୬ା୫(ଡି.ଏନ୍‌.ଏ)-କରୋନା ମୁକାବିଲା ପାଇଁ ବୁଧବାର କିଶୋରନଗର ବ୍ଲକ ୫ ଟି ପଞ୍ଚାୟତର ଏମବିକେ ମହିଳା ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୩୦୦ ଟଙ୍କା ସହାୟତା...

Advertisement
Archives

Model This Week