ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ନ କରିବାକୁ ଟ୍ରମ୍ପ୍‌ଙ୍କ ଆହ୍ବାନ

ଓ୍ବାଶିଂଟନ,୧୭।୩(ପି.ଟି.): ଆମେରିକାରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୦ ଟପିଥିବାବେଳେ ସେଠାରେ ତେଜରାତି ଓ ଅନ୍ୟାନ୍ୟ ସାମଗ୍ରୀ ଆଗକୁ ନ ମିଳିବା ଆଶଙ୍କାରେ ଲୋକେ ତାହାକୁ ଗଚ୍ଛିତ କରି ରଖୁଥିବା ଜଣାପଡିଛି। ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ନ କରିବାକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଶବାସୀଙ୍କୁ ଆହ୍ବାନ ଦେଇଛନ୍ତି। ଦେଶରେ ଦୈନନ୍ଦିନ ଆବଶ୍ୟକତା ପାଇଁ ସାମଗ୍ରୀର ଅଭାବ ନାହିଁ ବୋଲି ସେ କହିଛନ୍ତି। ରବିବାର ବିଭିନ୍ନ ଖବରକାଗଜ ଓ ନ୍ୟୁଜ୍‌ ଚ୍ୟାନେଲରେ ପ୍ରକାଶିତ ଫଟୋରେ ବିଭିନ୍ନ ତେଜରାତି ଦୋକାନରେ ସାମଗ୍ରୀ ସବୁ ଖାଲିହୋଇଯାଇଥିବା ଦେଖିବାକୁ ମିଳିଛି। ୟୁରୋପୀୟ ଦେଶ ଇଟାଲୀ, ସ୍ପେନ୍‌ରେ ଦୋକାନ ବଜାର ବନ୍ଦ ହୋଇଯାଇଛି। ଏହାର ପ୍ରଭାବ ଆମେରିକୀୟଙ୍କ ଉପରେ ପଡ଼ିଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନେ ଥିଲେ ପ୍ରଧାନମନ୍ତ୍ରୀଙ୍କ ଚାକର, ଏବେ ୨୮୪ କୋଟି ଟଙ୍କାର ମାଲିକ

ଢାକା,୧୮।୭:ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଘରେ କାମ କରୁଥିବା ଜଣେ ଚାକର କୋଟିପତି ହୋଇଯାଇଛନ୍ତି। ସେ ବ୍ୟକ୍ତିଗତ ବିମାନରେ ଯାତ୍ରା କରୁଛନ୍ତି ଏବଂ ବର୍ତ୍ତମାନ ଆମେରିକାରେ...

ଘରୁ ବାହାରନ୍ତୁ ନାହିଁ: ଆଡଭାଇଜରି ଜାରି କଲେ ସରକାର

ନୂଆଦିଲ୍ଲୀ/ଢାକା,୧୮।୭: ବାଂଲାଦେଶରେ ସଂରକ୍ଷଣର ଦାବିକୁ ନେଇ ଉତ୍ତେଜନା କାରଣରୁ ସ୍କୁଲ, କଲେଜ ଏବଂ କାର୍ଯ୍ୟାଳୟ ବନ୍ଦ ରହିଛି। ଦେଶର ଅଧିକାଂଶ ସ୍ଥାନରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି...

ଏହି ଦେଶରେ ଅଟା କିଲୋ ୮୦୦, ତେଲ ଲିଟର ୯୦୦ ଟଙ୍କା

ଇସଲାମାବାଦ୍‌,୧୮।୭: ଆଜିକାଲି ପାକିସ୍ତାନ ଗୁରୁତର ଆର୍ଥିକ ସଙ୍କଟରେ ପଡ଼ିଛି। ଚାଇନାର ଋଣ ଅଧୀନରେ ଦେଶର ଅର୍ଥନୀତି ପୋତି ହୋଇଯାଉଛି। ଏକ ଜାମିନ ପ୍ୟାକେଜ ପାଇଁ ସରକାର...

କମଲା ହାରିସ୍‌ ହୋଇପାରନ୍ତି ରାଷ୍ଟ୍ରପତି

ଓ୍ବାଶିଂଟନ,୧୮ା୭: ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ୍‌ ଦେଶର ପରବର୍ତ୍ତୀ ରାଷ୍ଟ୍ରପତି ହୋଇପାରିବେ ବୋଲି ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ବାଇଡେନ୍‌ଙ୍କ ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ସେ...

ଆମେରିକା ରାଷ୍ଟ୍ରପତି ବାଇଡେନଙ୍କୁ ପୁଣି କରୋନା

ଓ୍ବାଶିଂଟନ୍‌,୧୮।୭: କରୋନାରେ ଆକ୍ରାନ୍ତ ହେଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ । ବାଇଡେନ କୋଭିଡ ପଜିଟିଭ ଚିହ୍ନଟ ହୋଇଥିବା ହ୍ବାଇଟ ହାଉସ ପକ୍ଷରୁ ସୂଚନା ଦିଆଯାଇଛି।...

ସଂରକ୍ଷଣ ବିରୋଧରେ ଆଜି ବାଂଲାଦେଶ ବନ୍ଦ

ଢାକା,୧୮।୭: ବାଂଲାଦେଶର ସରକାରୀ ନିଯୁକ୍ତିରେ ରହିଥିବା ସଂରକ୍ଷଣ ବ୍ୟବସ୍ଥାରେ ସଂସ୍କାର ଦାବିରେ ବିକ୍ଷୋଭକାରୀ ଛାତ୍ରୀଛାତ୍ରମାନେ ଗୁରୁବାର ଦେଶବ୍ୟାପୀ ବନ୍ଦ ଡାକରା ଦେଇଛନ୍ତି। ସଂରକ୍ଷଣ ବ୍ୟବସ୍ଥାରେ ସଂସ୍କାର...

ସମୁଦ୍ରରେ ତୈଳବାହୀ ଜାହାଜ; ୯ ଜଣଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା, ୭ ନିଖୋଜ

ନୂଆଦିଲ୍ଲୀ,୧୭।୭: ଓମାନ ନିକଟ ସମୁଦ୍ରରେ ବୁଡ଼ି ଯାଇଥିବା ତୈଳବାହୀ ଜାହାଜର ୯ ଜଣ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଜାହାଜରେ ସମୁଦାୟ ୧୬...

ଅନ୍ୟ ମହିଳାଙ୍କ ସହିତ ବ୍ୟସ୍ତ ଥିଲେ ସ୍ୱାମୀ; ଇନଷ୍ଟାଗ୍ରାମରେ ତଲାକ କହିଲେ ଦୁବାଇ ରାଜକୁମାରୀ

ନୂଆଦିଲ୍ଲୀ,୧୭।୭: ଦୁବାଇ ଶାସକ ତଥା ୟୁନାଇଟେଡ ଆରବ ଏମିରେଟ(ୟୁଏଇ) ପ୍ରଧାନମନ୍ତ୍ରୀ ମହମ୍ମଦ ବିନ ରଶିଦ ଅଲ ମକତୁମଙ୍କ ଝିଅ ଶେଖ ମହରା ଇନଷ୍ଟାଗ୍ରାମରେ ଛାଡ଼ପତ୍ର ଘୋଷଣା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri