ଅଦାଲତ ଅବମାନନା ମାମଲା: ୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ, ୨୨ା୧୦: ଆଇନଜୀବୀଙ୍କ କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ରୁଜୁ ହୋଇଥିବା ଅଦାଲତ ଅବମାନନା ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ନଭେମ୍ବର ୪ରେ ଅନୁଷ୍ଠିତ ହେବ। ତେବେ ସୋମବାର ହାଇକୋର୍ଟଙ୍କ ଫୁଲ୍‌ ବେଞ୍ଚ ଏହି ମାମଲାର ଶୁଣାଣି କରିଥିଲା। ଶୁଣାଣି ପରେ ସମସ୍ତ ପ୍ରତିପକ୍ଷ ହାଜର ହୋଇ ଜବାବ ରଖିବା ପାଇଁ ୪ ସପ୍ତାହ ମହଲତ ମାଗିଥିଲେ।
ପ୍ରକାଶଥାଉ କି, ହାଇକୋର୍ଟରେ ୨ଜଣ ନୂଆ ବିଚାରପତିଙ୍କ ନିଯୁକ୍ତି ସୁପାରିସ ଓ ଅନ୍ୟ ଦାବିକୁ ନେଇ ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ ବର୍ଜନ ଆନ୍ଦୋଳନ ଜାରି ରହିଛି। ଆଇନଜୀବୀଙ୍କ ନିୟମିତ ଆନ୍ଦୋଳନ ଯୋଗୁ ମାମଲାଗୁଡ଼ିକର ଶୁଣାଣି ହୋଇପାରୁ ନ ଥିବା ଦର୍ଶାଇ ହାଇକୋର୍ଟଙ୍କ ରେଜିଷ୍ଟ୍ରାର୍‌ ଜେନେରାଲ ନିଜ ଆଡୁ ଏକ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଏହି ମାମଲାର ପ୍ରାରମ୍ଭିକ ଶୁଣାଣି ଗତ ୧୫ରେ ଅନୁଷ୍ଠିତ ହୋଇଥିଲା। ପ୍ରଥମ ଥର ପାଇଁ ହାଇକୋର୍ଟଙ୍କ ଫୁଲ୍‌ ବେଞ୍ଚ ଏହି ମାମଲାର ଶୁଣାଣି କରିଥିଲେ। ଉକ୍ତ ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବ, ଗୃହ ସଚିବ, ଆଇନ ସଚିବଙ୍କ ସହ ହାଇକୋର୍ଟ ବାର୍‌ ଆସୋସିଏଶନ ଓ ରାଜ୍ୟର ୬୮ଟି ବାର୍‌ ଆସୋସିଏଶନକୁ ମିଶାଇ ମୋଟ୍‌ ୧୩୬ଜଣ ପ୍ରତିପକ୍ଷଙ୍କୁ ଜବାବ ଦାଖଲ ପାଇଁ ନୋଟିସ୍‌ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜ୍ୟରେ ୪୦୦ ପାର୍‌ କଲା କରୋନା

ଭୁବନେଶ୍ୱର,୨।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୪୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌...

ହାଇଓ୍ବା ଧକ୍କାରେ ମହିଳାଙ୍କ ଜୀବନ ଗଲା, ସ୍ବାମୀ ଗୁରୁତର

ଭଦ୍ରକ ଅଫିସ,୭।୨: ଭଦ୍ରକ-ଚାନ୍ଦବାଲି ରାଜପଥ ସରକାରନଗର ନିକଟରେ ରବିବାର ଏକ ହାଇଓ୍ବା ଧକ୍କା ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ବାମୀ ଗୁରୁତର ଆହତ ହୋଇଛନ୍ତି।...

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଗୁଳିମାଡ଼ ଘଟଣା: ଦୁଇଜଣଙ୍କୁ ଉଠାଇନେଲା ସ୍ପେଶାଲ ସ୍କ୍ବାଡ୍‌

ଭୁବନେଶ୍ୱର, ୮।୩(ବ୍ୟୁରୋ): ବାରଙ୍ଗ କାଟେଣି ଛକସ୍ଥିତ ଜଙ୍ଗଲ ଭ୍ୟୁ ରେଷ୍ଟୁରାଷ୍ଟରେ ଗୁଳିକାଣ୍ଡ ଘଟଣାରେ ପୋଲିସ ଦନ୍ତ ଜାରି ରଖିଥିବାବେଳେ ଶନିବାର ସ୍ପେଶାଲ ସ୍କ୍ବାଡ୍‌ ସନ୍ଦେହରେ ୨...

ତେଜିଲା ଟ୍ରକ ସଂଘ ବିବାଦ, ଅଟକିଲା ଶହେରୁ ଅଧିକ ଟ୍ରକ

କେନ୍ଦୁଝର, ୨୩ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରୁ ପାରଦୀପକୁ ଲୁହାପଥର ପରିବହନକୁ ନେଇ କେନ୍ଦୁଝର ଓ ପାରାଦୀପ ଟ୍ରକ ମାଲିକ ସଂଘ ମଧ୍ୟରେ ବିବାଦ ଗୁରୁତର ରୂପ ଧାରଣ...

ଦିନକରେ କରୋନା ନେଲା ୬୪ ଜୀବନ

ଭୁବନେଶ୍ୱର,୧୬/୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୬୪ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫ ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ...

କମୁଛି ପାଣି, ଟଳିନି ବିପଦ

ବାରିପଦା ଅଫିସ,୨୮ା୮- ଲଘୁଚାପ ଜନିତ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାବଳଙ୍ଗ, ଜମ୍ଭୀରା ଓ ଗଙ୍ଗାହାର ନଦୀରେ ବୃଦ୍ଧି ପାଇଥିବା ବନ୍ୟାଜଳ ଗୁରୁବାର ଅପରାହ୍ନ...

ଜାନୁୟାରୀରେ ପିସିସି ସଭାପତି ଘୋଷଣା ହେବ: ନିରଞ୍ଜନ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀରେ ପିସିସି ସଭାପତି ଏବଂ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ।...

ଜୁଲାଇ ୭ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ଷଷ୍ଠ ସେମିଷ୍ଟର

ଭୁବନେଶ୍ୱର, ୯।୬(ବ୍ୟୁରୋ)- ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ୩ ଷଷ୍ଠ ସେମିଷ୍ଟର ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୭ରୁ...

Advertisement


Archives

Model This Week