ଅଦିନିଆ ବର୍ଷା : ବ୍ୟାପକ ଫସଲ କ୍ଷୟକ୍ଷତି

ସିଂହପୁର,୮।୨(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ବ୍ଲକ ସିଂହପୁର ଅଞ୍ଚଳରେ ଅଦିନିଆ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତିନିଦିନ ହେଲା ଝିପିଝିପି ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ହାଡ଼ଭଙ୍ଗା ଶୀତ ଲୋକଙ୍କୁ କାଳ ସାଜିଛି। ଫଳରେ ଲୋକେ କୋହଲା ପାଗରେ ଘରୁ ବାହାରକୁ ବାହାରି ପାରୁନାହାନ୍ତି। ଅନ୍ୟପକ୍ଷରେ ବର୍ଷା ଯୋଗୁ ଖଳାରେ ଗଦା ହୋଇଥିବା ଧାନ ବାଡ଼ା ହୋଇ ପାରୁ ନ ଥିବା ବେଳେ ବ୍ୟାପକ ପନିପରିବା ଫସଲ କ୍ଷତି ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଏହି ଅଦିନିଆ ବର୍ଷା ଚାଷୀଙ୍କୁ ଚିନ୍ତାରେ ପକାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ କମର୍ସ ଦିବସ, ବାଣିଜ୍ୟ ଶିକ୍ଷା ଯୁବପିଢ଼ିଙ୍କ ପାଇଁ ଖୋଲୁଛି ନୂଆ ସୁଯୋଗ

ଭଞ୍ଜନଗର,୩ା୮(ବାବୁଲା ପ୍ରଧାନ): ପ୍ରତିବର୍ଷ ଅଗଷ୍ଟ ମାସ ପ୍ରଥମ ସୋମବାର ବିଶ୍ୱ କମର୍ସ ଦିବସ ପାଳିତ ହେଉଛି । ତେଣୁ ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର…

ମହିଳା ରେସଲର ଯୌନ ନିର୍ଯାତନା ମାମଲାରେ ବ୍ରିଜଭୂଷଣ ସିଂହଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୩।୮: କୈସରଗଞ୍ଜ (ଉତ୍ତର ପ୍ରଦେଶ)ର ପୂର୍ବତନ ଏମପି ଏବଂ ଭାରତୀୟ ଜନତା ପାର୍ଟିର ନେତା ବ୍ରିଜଭୂଷଣ ଶରଣ ସିଂହଙ୍କୁ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରୁ ବଡ଼ ଆଶ୍ୱସ୍ତି…

ଓଡ଼ିଶା ଆସିବେ ରାହୁଲ

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୁବ ଓ ଛାତ୍ର ସମାଜ ବିରୋଧୀ ବୋଲି ଛାତ୍ର କଂଗ୍ରେସର ରାଷ୍ଟ୍ରୀୟ ସଭାପତି ବିନୋଦ ଜାଖର କହିଛନ୍ତି।…

ମା’-ବାପା ବିବାଦ: ବାପାଙ୍କୁ ଜାବୁଡ଼ି ଧରି କାନ୍ଦିଲା କୁନି ଝିଅ, କାହା ଆଖିରେ ରହିଲାନି ଲୁହ, ଆଉ ତା’ ପରେ…

ନୀଳଗିରି,୩ା୮(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ପାଖାପାଖି ୩ ବର୍ଷ ହେବ ମା’ କୁନି ଝିଅ ଓ…

ବନ୍ୟା କ୍ଷୟକ୍ଷତି, କାହାକୁ କେତେ ଟଙ୍କା ମିଳିବ ଘୋଷଣା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୩ା୮: ବନ୍ୟା ପାଣି କମିଯାଇଥିଲେ ସୁଦ୍ଧା ବଢ଼ିଯାଇଛି ଦୁର୍ଦ୍ଦଶା । ବନ୍ୟାରେ ସାତ ଜିଲା ପ୍ରଭାବିତ ହୋଇଥିବା ବେଳେ ଅନେକ କ୍ଷୟକ୍ଷତି ହୋଇଥିବା ରେକର୍ଡ କରାଯାଇଛି ।…

ରାଜଧାନୀରେ ଭଙ୍ଗାଯିବ ସମସ୍ତ ବେଆଇନ ନିର୍ମାଣ: ସୁପ୍ରିମକୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ପରେ…

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଶତାଧିକ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଚାଲିଛି। ଏହାସହିତ ରାଜଧାନୀର ବିଭିନ୍ନ ସ୍ଥାନରେ ବେଆଇନ…

IND vs SL: ବୁମରା OUT; ଶ୍ରୀଲଙ୍କା ଗସ୍ତ ପୂର୍ବରୁ BCCIର ବଡ଼ ନିଷ୍ପତ୍ତି, ଏହି ଖେଳାଳିଙ୍କୁ ସୁଯୋଗ

ନୂଆଦିଲ୍ଲୀ,୩ା୮: ଶ୍ରୀଲଙ୍କା ବିପକ୍ଷ ଗୁରୁତ୍ୱପୂର୍ଣ୍ଣ ଟେଷ୍ଟ ସିରିଜ୍ ପୂର୍ବରୁ ଟିମ୍ ଇଣ୍ଡିଆର ସମସ୍ୟା ବଢ଼ିଚାଲିଛି । ନୀତିଶ କୁମାର ରେଡ୍ଡୀ ଓ ହର୍ଷିତ ରାଣା ଆହତ ହୋଇ…

କୋଠାବାଡ଼ି ନିର୍ମାତାଙ୍କୁ ମିଳିବ ୪ମାସର ରିହାତି

ଭୁବନେଶ୍ୱର,୩ା୮(ରବିନାରାୟଣ ଜେନା): ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତିକୁ ନେଇ କେନ୍ଦ୍ର ନଗର ଉନ୍ନୟନ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ରିଅଲ ଇଷ୍ଟେଟ୍‌ ଓ ବିଲ୍ଡର୍ସ(କୋଠାବାଡ଼ି ନିର୍ମାତା)ଙ୍କୁ ୪ମାସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri