ଅଧାକପ୍‌ ତେଜପତ୍ର ପାଣି ରଖେ ବହୁ ରୋଗରୁ ଦୂରେଇ…

ତେଜପତ୍ର ପାଣି ପିଇଲେ ଅନେକ ଉପକାର ମିଳିଥାଏ। ରାତିରୁ ପାଣିରେ ଭିଜା ଯାଇଥିବା ତେଜପତ୍ର ପାଣିରୁ ସକାଳେ ଅଧାକପ୍‌ ପିଇଲେ ପେଟରେ ଥିବା ଚର୍ବି କମିବାକୁ ଆରମ୍ଭ କରିଥାଏ। ଏହା ମେଦବହୁଳ ରୋଗୀଙ୍କ ପାଇଁ ମହୌଷଧୀ ସଦୃଶ କାର୍ଯ୍ୟ କରିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ତେଜପତ୍ର ପାଣିରେ ଫୋଲିକ୍‌ ଏସିଡ୍‌, ଆଣ୍ଟି-ଅକ୍ସିଡାଣ୍ଟ୍‌, ଫାଇଟୋ ନ୍ୟୁଟ୍ରେଣ୍ଟସ୍‌, ସାଲିସାଇଲେଟ୍‌, କ୍ୟାଫିକ୍‌ ଏସିଡ୍‌, ଭିଟାମିନ୍‌ ତଥା ଖଣିଜ ପଦାର୍ଥ ରହିଥାଏ। ଏହାଦ୍ୱାରା ଡାଇବେଟିସ୍‌, ହାର୍ଟ ସମସ୍ୟା, ମହିଳାଙ୍କ ରତୁସ୍ରାବ ସମସ୍ୟା ଆଦି ଦୂର ହୋଇଥାଏ। ଥଣ୍ଡା ଏବଂ କାଶ ନିରାକରଣ କ୍ଷେତ୍ରରେ ଏହାର ଭୂମିକା ଅତି ଗୁରୁତ୍ୱପୂର୍ଣ୍ଣ। ତେଣୁ ସୁସ୍ଥ ସ୍ବାସ୍ଥ୍ୟ ପାଇଁ ପ୍ରତିଦିନ ଅଧାକପ୍‌ ଉଷୁମ ତେଜପତ୍ର ପାଣି ପିଇଲେ ଶରୀର ନିରାମୟ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

କେମିତି ବଢିବ ରୋଗ ପ୍ରତିରୋଧକ ଶକ୍ତି

ହାଭାର୍ଡ ଓ୍ବିଓ୍ବିରେ ଆଧୁନିକ ଚିକିତ୍ସାକୁ ନେଇ ଅଧ୍ୟୟନ କରୁଥିବା ଡାକ୍ତର ଓ୍ବିଲିୟମ ଲି ଏମିତି କିଛି ଖାଦ୍ୟ ପଦାର୍ଥ ସମ୍ପର୍କରେ ସୂଚନା ଦେଇଛନ୍ତି ଯାହା ଶରୀରର...

ଘରେ ଲାଫିଙ୍ଗ୍‌ ବୁଦ୍ଧ ମୂର୍ତ୍ତି ରଖିବାର ଉପକାରିତା…

ବାସ୍ତୁଶାସ୍ତ୍ର ଅନୁସାରେ ଲାଫିଙ୍ଗ୍‌ ବୁଦ୍ଧଙ୍କ ମୂର୍ତ୍ତିକୁ ଘରେ ରଖିବା ଅତ୍ୟନ୍ତ ଶୁଭ ହୋଇଥାଏ। କାରଣ ତାଙ୍କର ହସୁଥିବା ଭଙ୍ଗୀକୁ ଦେଖିଲେ ମନରେ ସକାରାତ୍ମକ ଭାବନା ଜାଗ୍ରତ...

ହସ୍ପିଟାଲ ବ୍ୟବସାୟ କଷ୍ଟକର: ଡା. ପ୍ରକାଶ ଚନ୍ଦ୍ର ଦଳେଇ

ବାପା ଥିଲେ ପ୍ରାଣୀ ଚିକିତ୍ସକ, ମା’ ଗୃହିଣୀ। ଚାହୁଁଥିଲେ ପୁଅ ଡାକ୍ତର ହେଉ। ମାତାପିତାଙ୍କ ଇଚ୍ଛାକୁ ସମ୍ମାନ ଜଣାଇ ସେ ଲକ୍ଷ୍ୟ ସ୍ଥିର କଲେ ଏବଂ...

ପିଲା ଯଦି ଏକୁଟିଆ ଘରେ ଅଛି

-ଘରେ ପିଲା ଏକୁଟିଆ ଥିଲେ ଇଲେକ୍ଟ୍ରିକ୍‌ ବୋର୍ଡରେ ଟେପ୍‌ ଲଗାଇ ରଖନ୍ତୁ। ଯଦି ସେ ଘରେ ଏକୁଟିଆ ଅଛି କିଛି ଅସୁବିଧା ନାହିଁ। -ଓ୍ବାର୍କିଂ ହୋଇଥିଲେ...

୨୦ ସେକେଣ୍ଡରେ ଚିହ୍ନଟ ହେବେ କରୋନା ପଜିଟିଭ୍‌ !

ପ୍ରୟାଗରାଜ, ୧୬।୬: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ପଜିଟିଭ୍‌ଙ୍କୁ କିଭଳି ଶୀଘ୍ର ଚିହ୍ନଟ କରାଯିବ ସେନେଇ ଉଦ୍ୟମ ଜାରି ରହିଛି।...

ଶାଢ଼ି ଫ୍ୟାଶନ୍‌

ଶାଢ଼ି ଗେଟ୍‌ଅପ୍‌ ପ୍ରତିଟି ଅକେଜନ ପାଇଁ ପରଫେକ୍ଟ ଲାଗିବା ସହ ପର୍ସନାଲିଟିକୁ ଦ୍ୱିଗୁଣିତ କରିଥାଏ। ତେବେ ଯୁଗ ବଦଳିବା ସହ ଏବେ ଶାଢି ନୂଆ ରୂପରେ...

ନଡ଼ିଆ କ୍ଷୀରରେ ହେୟାର ମାସ୍କ

ନିଜକୁ ସୁନ୍ଦର ଦେଖାଯିବା ପାଇଁ ସମସ୍ତେ ବିଭିନ୍ନ ପ୍ରକାରର ଜିନିଷ ବ୍ୟବହାର କରନ୍ତି। ଆଜିକାଲି ହେୟାର ଷ୍ଟ୍ରେଟନିଂ କରିବା ଏକ ଫ୍ୟାଶନରେ ପରିଣତ ହେଲାଣି। ହେୟାର...

ଉପକାରୀ ମହୁ

ମହୁରେ ଅନେକ ଉପକାରୀ ଗୁଣ ଭରି ରହିଛି। ଯଦି ଆପଣ କଫଜନିତ ସମସ୍ୟା ସହ ଜଡ଼ିତ ତେବେ ମହୁ ଖାଇଲେ ଏଥିରୁ ଉପଶମ ମିିଳିଥାଏ। ସକାଳୁ...

Advertisement
Archives

Model This Week