Posted inଜାତୀୟ

ଅଧା ଭାରତରେ ଜଳ ପ୍ରଳୟ: କର୍ନାଟକ-ମହାରାଷ୍ଟ୍ରରେ ସ୍ଥିତି ଗମ୍ଭୀର

ନୂଆଦିଲ୍ଲୀ, ୮।୮: ଅଧା ଭାରତରେ ଏବେ ଜଳ ପ୍ରଳୟ ସ୍ଥିତି ସୃଷ୍ଟି ହୋଇଛି। ତେବେ କର୍ନାଟକ ଓ ମହାରାଷ୍ଟ୍ରରେ ସ୍ଥିିତି ଅଧିକ ଗମ୍ଭୀର ରହିଛି। କେତେକ ରାଜ୍ୟରେ ବିଭିନ୍ନ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଓଡ଼ିଶା, ରାଜସ୍ଥାନ, କେରଳ, ଗୋଆ, ଲାକ୍ଷାଦ୍ୱୀପ, ଉତ୍ତରାଖଣ୍ଡ, ତେଲେଙ୍ଗାନା, ଆଣ୍ଡାମାନ ନିକୋବର, ପଶ୍ଚିମବଙ୍ଗ, ସିକିମ୍‌ ଆଦି ରାଜ୍ୟର ବହୁ ଜିଲାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ଏସବୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଏଭଳି ସ୍ଥିତି ଉତ୍ପନ୍ନ ହୋଇଛି। ମଧ୍ୟପ୍ରଦେଶର ୨୮ଟି ଜିଲା ବନ୍ୟା ଦ୍ୱାରା ପ୍ରଭାବିତ ହେବା ସହିତ ବହୁ ଅଞ୍ଚଳ ଜଳଘେରରେ ରହିଛି। କର୍ନାଟକର ଦକ୍ଷିଣ କନ୍ନଡ଼ ଜିଲାରେ ରେଡ୍‌ ଆର୍ଲଟ୍‌ ଜାରି କରାଯିବା ସହିତ ସମସ୍ତ ସ୍କୁଲ କଲେଜକୁ ସ୍ଥିତିରେ ସୁଧାର ନ ଆସିବା ପର୍ଯ୍ୟନ୍ତ ବନ୍ଦ କରାଯାଇଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

ସିରିଜ ବିସ୍ଫୋରଣରେ ଥରି ଉଠିଲା ସିରିଆ; ଡାମାସ୍କସରେ ମାକ୍ରନଙ୍କ ହୋଟେଲ ନିକଟରେ ମଧ୍ୟ ବଡ଼ ବିସ୍ଫୋରଣ, ସୁରକ୍ଷିତ ଅଛନ୍ତି ରାଷ୍ଟ୍ରପତି

ଡାମାସ୍କସ,୭।୭: ମଙ୍ଗଳବାର ସିରିଆର ରାଜଧାନୀ ଡାମାସ୍କସରେ ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ଘଟିଥିଲା। ଉଲ୍ଲେଖଯୋଗ୍ୟ, ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନ ବର୍ତ୍ତମାନ ସିରିଆ ଗସ୍ତରେ ଅଛନ୍ତି ଏବଂ…

ଆଳି ବ୍ରାହ୍ମଣୀ ନଦୀରେ ଭାସୁଛି ବିରାଟକାୟ କୁମ୍ଭୀର, ଆତଙ୍କିତ ସ୍ଥାନୀୟ ଲୋକେ

ପଟ୍ଟାମୁଣ୍ଡାଇ,୭।୭(କଳ୍ପତରୁ ନାୟକ): କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଳି ଦେଇ ବହିଯାଇଥିବା ବ୍ରାହ୍ମଣୀ ନଦୀର ପତ୍ରପୁର ସେତୁ ନିକଟରେ ଏକ ବିରାଟକାୟ ବଉଳା କୁମ୍ଭୀର ଭାସୁଥିବା ଦେଖିବାକୁ ମିଳିଛି…

ଝିଅ ଘରୁ ଫେରୁଥିବା ବେଳେ ବନ୍ୟା ପାଣିରେ ଭାସିଗଲେ ବୃଦ୍ଧ, ସିଧା ଗଛରେ…

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାର ପଡ଼ା ବ୍ଲକ ତେଲ ନଦୀର ବଢ଼ି ପାଣିରେ ଭାସି ମଙ୍ଗଳବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ…

ସାଧୁପଡାରୁ ବିଦେଶୀ ମଦ ଦୋକାନ ଉଠାଇବା ଦାବିରେ ଅଣ୍ଟା ଭିଡିଲେ ମହିଳା, ରାସ୍ତାରୋକୋ କରି….

ପାଟଣା,୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ସାଧୁପଡ଼ା ଗ୍ରାମରେ ମଦ ଦୋକାନ ଉଚ୍ଛେଦକୁ ନେଇ ମହିଳାମାନେ ରାସ୍ତାରୋକୋ କରିଛନ୍ତି ।…

ମୁଖ୍ୟମନ୍ତ୍ରୀ ବିଜୟଙ୍କ ବିରୋଧରେ DMKର ଆବେଦନକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୭: ତାମିଲନାଡୁର କରୁରରେ ଏକ ଦୁର୍ଘଟଣାରେ ୪୧ ଜଣ ପ୍ରାଣ ହରାଇଲେ। କ୍ଷମତାସୀନ ଟିଭିକେ (ତାମିଜାଗା ଭେଟ୍ରି କାଝାଗମ) ସରକାରଙ୍କ ବିରୁଦ୍ଧରେ DMK ଏକ ଆବେଦନ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri