ଅଧିକାର ପାଇଁ ଲଢେଇ କରିବାକୁ ଆହ୍ବାନ

ଖପ୍ରାଖୋଲ, ୧୮ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିର୍ସା ମୁଣ୍ଡାଙ୍କ ୧୪୪ତମ ଜୟନ୍ତୀ ସମାରୋହ ଏସ୍‌ଟି, ଏସ୍‌ସି କର୍ମଚାରୀ ସଂଘ ଆନୁକୂଲ୍ୟରେ ରବିବାର ପାଳିତ ହୋଇଯାଇଛି ା ଏସ୍‌ଟି, ଏସସି କର୍ମଚାରୀ ସଂଘ ସଭାପତି ରାହାସ ବିହାରୀ ମଲ୍ଲିକ ସମାବେଶରେ ଅଧ୍ୟକ୍ଷତା କରିଥିଲେ। ମୁଖ୍ୟ ଅତିଥିଭାବେ ବେଲପଡା ବିଡିଓ ଭିକ୍ଟର ସୋରେନ୍‌, ମୁଖ୍ୟବକ୍ତା ଖପ୍ରାଖୋଲ ବିଡିଓ ତରଣୀ ସୁନା, ସମ୍ମାନିତ ଅତିଥି ହରିଶଙ୍କର ବନାଞ୍ଚଳ ଅଧିକାରୀ ଶ୍ରୀବସତ୍ କୁମୁରା, ବେଲପଡା ଏବିଡିଓ ରାମବିଳାସ ମଙ୍ଗରାଜ, ସଂଘ ଉପସଭାନେତ୍ରୀ ବିଦ୍ୟୁତପ୍ରଭା ନାଗ, ହେମସାଗର ମାଝୀ, ଲଳିତ ସୁନା, ଟିକେଶ୍ୱର ଧରୁଆ, ସାମାଜିକ କର୍ମୀ ରାଜେଶ ଝାଙ୍କର, କବି ସତ୍ୟାନନ୍ଦ ଭୋଇ ପ୍ରମୁଖ ଯୋଗଦେଇଥିଲେ ା ଅତିଥିମାନେ ବିର୍ସା ମୁଣ୍ଡାଙ୍କ ଜୀବନୀ, ସଂଗ୍ରାମର କାହାଣୀ ଅବତାରଣା କରିଥିଲେ। ଜାତି ଓ ଜନ୍ମ ମାଟିର ସୁରକ୍ଷା ପାଇଁ ତାଙ୍କ ଜୀବନ ବ୍ୟାପୀ ଲଢେଇ ଉପରେ ଆଲୋକପାତ କରାଯାଇଥିଲା। ଅଧିକାର ପାଇଁ ସମସ୍ତେ ସଂଗଠିତ ହୋଇ ଲଠେଇ କରିବାକୁ ଅତିଥିମାନେ ଆହ୍ବାନ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ଥାନାରେ ଅଭିଯୋଗ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ଦାରିଙ୍ଗବାଡି-କୋଟଗଡ଼ ରାସ୍ତା ଅବସ୍ଥା ଶୋଚନୀୟ: ଯାତ୍ରୀବାହୀ ବସ ଚଳାଚଳ ବନ୍ଦ

ଦାରିଙ୍ଗବାଡି, ୧୯।୮ (ଅରୁଣ ସାହୁ):କନ୍ଧମାଳ ଜିଲାରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଜିଲା ପ୍ରଭାବିତ ହୋଇଛି। ଏହି ପ୍ରରିପ୍ରେକ୍ଷୀରେ ଦାରିଙ୍ଗବାଡି ଅଞ୍ଚଳରେ ମଧ୍ୟ ବର୍ଷାର ପ୍ରଭାବ ଲାଗି…

ରୁଆ-ବିହୁଡ଼ା ପୂର୍ବରୁ ମାଟି ମା’ଙ୍କ ଅନୁମତି ନେବାର ନିଆରା ପରମ୍ପରା: ଗାଁ ଗାଁରେ ଉତ୍ସାହ

ବୀରମହାରାଜପୁର, ୧୯।୮ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ। ଏଠାକାର ଚାଷୀଙ୍କ ଜୀବନ ଓ ଲୋକସଂସ୍କୃତି ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ…

ନକଲି ଜାତି ଓ ଜମିପଟ୍ଟା ପ୍ରମାଣପତ୍ର ମାମଲା: ତଦନ୍ତ ଆରମ୍ଭ କଲା ଯୁଗ୍ମ କମିଟି

ମହାକାଳପଡ଼ା,୧୯ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ବୃଦ୍ଧି ପାଉଛି ନକଲି ଜାତି ଓ ଜମି ପଟ୍ଟା ପ୍ରମାଣପତ୍ର। କେତେଜଣ ମଧ୍ୟସ୍ଥ ସରକାରୀ…

ଋଷିକୂଲ୍ୟା ନଦୀରୁ ଆର୍ମି ଡ୍ରେସ ପିନ୍ଧା ମହିଳାଙ୍କ ମୃତଦେହ ଉଦ୍ଧାର: ବଢୁଛି ସନ୍ଦେହ

ଗଞ୍ଜାମ,୧୯।୮(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ତଥା ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚଯାତ ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ମନ୍ଦିର ନିକଟସ୍ଥ ଋଷିକୂଲ୍ୟା ନଦୀରେ ବୁଧବାର ସକାଳେ ଜଣେ…

ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ପରଲୋକ: ସମଗ୍ର ଜିଲାରେ ଶୋକର ଛାୟା

ଭବାନୀପାଟଣା, ୧୯।୮ (ଉତ୍ତମ କୁମାର ଦାଶ/ ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଶିବାଜୀ ମାଝୀଙ୍କ ବିଳମ୍ବିତ ରାତିରେ ନିଜ ବାସଭବନରେ…

ହୋଟେଲ ଉଦଘାଟନର କିଛି ସମୟ ପୂର୍ବରୁ ଚାଲିଗଲା ବ୍ୟବସାୟୀଙ୍କ ଜୀବନ: ଖେଳିଗଲା ଶୋକର ଛାୟା

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଭଞ୍ଜନଗର ବାଗଦେବୀ ରୋଡରେ ରହୁଥିବା ବିଶ୍ୱଜିତ୍‌ ପାତ୍ର (୨୫) ବୁଧବାର ସକାଳେ ବିଦ୍ୟୁତ ବୋର୍ଡରେ ପ୍ଲଗ ଲଗାଉଥିବା ସମୟରେ ବିଦ୍ୟୁତ ଆଘାତରେ ମୃତ୍ୟୁ ଘଟିଛି।…

କିରାଣୀଙ୍କ ପରଲୋକ: ବ୍ଲକଗ୍ରାଣ୍ଡ ସୁବିଧା ପାଇଁ ୨୦ ବର୍ଷ ଦୌଡ଼ି ଦୌଡ଼ି ଶେଷରେ…

ଭଞ୍ଜନଗର,୧୯।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟର କିରାଣୀ ସ୍ବରାଜ୍ୟ କୁମାର ରାଉଳ (୫୫) ବୁଧବାର ପ୍ରତ୍ୟୁଷରେ ପରଲୋକ ଗମନ କରିଛନ୍ତି। ସେ ବିଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri