ଅଧିକ ଅଣ୍ଡା ଖାଉଥିଲେ ସାବଧାନ

ଅଣ୍ଡାରୁ ଆବଶ୍ୟକ ଭିଟାମିନ୍‌ ମିଳେ। ସେଥିପାଇଁ ଅଣ୍ଡାକୁ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ବୋଲି କୁହାଯାଏ। ଅଣ୍ଡାରୁ ଶରୀରକୁ ସମସ୍ତ ପୋଷକ ତତ୍ତ୍ୱ ମିଳେ ଓ ଆପଣଙ୍କ ଶରୀରକୁ ସତେଜ ରଖିବାରେ ସାହାଯ୍ୟ କରେ। ସେଥିପାଇଁ ପ୍ରାୟ ଲୋକ ପ୍ରତିଦିନ ଅଣ୍ଡାକୁ ଖାଇଥାନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି? ଅତ୍ୟଧିକ ଅଣ୍ଡା ଖାଇବା ଦ୍ୱାରା ଏହା କ୍ଷତି କରିଥାଏ। ଏହା ହୃଦୟରୋଗ ସହିତ ଅନ୍ୟ ରୋଗକୁ ମଧ୍ୟ ଆମନ୍ତ୍ରଣ କରିଥାଏ। ଅଣ୍ଡାର ଅଧିକ ସେବନ ଦ୍ୱାରା ପ୍ରୋଷ୍ଟେଟ୍‌ କ୍ୟାନ୍‌ସର ପରି ରୋଗର ମଧ୍ୟ ବିପଦରେ ପକାଇଥାଏ। ଦିନକୁ ୨ କିମ୍ବା ୩ଟିରୁ ଅଧିକ ଅଣ୍ଡା ଖାଇବା ଦ୍ୱାରା ଏହି ରୋଗ ହେବାର ସମ୍ଭାବନା ଥାଏ। ହାଇବ୍ଲଡ଼୍‌ ପ୍ରେସର, ଡ଼ାଇବେଟିସ୍‌ କିମ୍ବା ହୃଦୟରୋଗୀମାନେ ଅଣ୍ଡାର ହଳଦିଆ ଅଂଶକୁ ଖାଇବା ଉଚିତ୍‌ ନୁହେଁ। ଏଥିରେ କୋଲେଷ୍ଟ୍ରୋଲ୍‌ ମାତ୍ରା ଅଧିକ ହେବା କାରଣରୁ ଆପଣଙ୍କ ପାଇଁ ହାନିକାରକ ମଧ୍ୟ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଥିକ ମାନ୍ଦାବସ୍ଥାକୁ ନେଇ ସରକାର ଚୁପ୍‌ ରହିବା ଦେଶ ପାଇଁ କ୍ଷତିକାରକ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୫।୯: ଆର୍ଥିକ ମାନ୍ଦାବସ୍ଥାକୁ ନେଇ ଏଥର ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ସେ କହିଛନ୍ତି ଦେଶର ଅର୍ଥନୀତି ଏବେ...

ହରିୟାଣାରେ ମୃଦୁ ଭୂକମ୍ପ

ସୋନିପତ,୨୦।୭: ହରିୟାଣାର ସୋନିପତରେ ଶନିବାର ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ସକାଳ ୭ଟା ୪୫ରେ ଭୂକମ୍ପ ହୋଇଥିବା ବେଳେ ସେଠାକାର ଲୋକେ ଭୟଭୀତ ହୋଇ...

ଦିଦିଙ୍କ ବଙ୍ଗାଳି ଛବି ବିଗାଡିବାକୁ ପଶ୍ଚିମବଙ୍ଗରେ ଦୁର୍ଗାପୂଜା ଆୟୋଜନ କରିପାରେ ଭାଜପା

କୋଲକାତା,୨୪।୬: ପଶ୍ଚିମବଙ୍ଗରେ ଗତ ଲୋକ ସଭା ନିର୍ବାଚନରେ ଭଲ ପ୍ରଦର୍ଶନ କରିଥିବା ଭାରତୀୟ ଜନତା ପାର୍ଟି(ଭାଜପା) ଏବେ ଖୁବ୍‌ ଉତ୍ସାହିତ ଥିବା ଦେଖାଯାଇଛି। କାରଣ ଏଥର...

କୋଲକତା ପରେ ଦିଲ୍ଲୀ-ମୁମ୍ବାଇରେ ବି ଡାକ୍ତର ଆନ୍ଦୋଳନ ତେଜିଲା: ରୋଗୀ ହନ୍ତସନ୍ତ

ନୂଆଦିଲ୍ଲୀ, ୧୪।୬: କୋଲକତାରେ ଜୁନିଅର ଡାକ୍ତରଙ୍କୁ ଆକ୍ରମଣର ପ୍ରତିବାଦ କରିବାକୁ ଚାଲିଥିବା ଆନ୍ଦୋଳନକୁ ସମର୍ଥନ ଜଣାଇ ଦିଲ୍ଲୀ, ମୁମ୍ବାଇ, ମଧ୍ୟପ୍ରଦେଶ ଏବଂ ମହାରାଷ୍ଟ୍ରରେ ଡାକ୍ତରମାନେ ସମର୍ଥନ...

ଶିବସେନା-ଭାଜପା ଗଠନ କରନ୍ତୁ ସରକାର: ପାଓ୍ବାର

ମୁମ୍ବାଇ,୬।୧୧: ମହାରାଷ୍ଟ୍ରରେ ସରକାର ଗଠନ ନେଇ ଅଙ୍କକଷା ଛିଡୁନି। ଏପରିସ୍ଥଳେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର ବୁଧବାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ଶିବସେନା-ଭାଜପା...

ବୁଧବାର ନର୍ମଦାଞ୍ଚଳରେ ମୋଦିଙ୍କ ନିର୍ବାଚନୀ ସଭା: ଲାଗିବ ୩୮ ଏସି; ସ୍ପ୍ରେ ହେବ ଥଣ୍ଡା ପାଣି

ଭୋପାଳ,୨୮।୪: ମଧ୍ୟପ୍ରଦେଶ ନର୍ମଦାଞ୍ଚଳରେ ପଞ୍ଚମ ପର୍ଯ୍ୟାୟରେ ହେବ ଲୋକ ସଭା ନିର୍ବାଚନ। ମେ ୬ରେ ଏଠାରେ ମତଦାନ କରାଯିବ। ନିର୍ବାଚନୀ ପ୍ରଚାର ପାଇଁ ପ୍ରବଳ ଗରମ...

ଘରେ ଅସରପା ହେଉଛନ୍ତି କି… ଆପଣାନ୍ତୁ ଏହି ଘରୋଇ ଉପଚାର

ଘର ଅପରିଷ୍କାର ରହିଲେ ଅସରପା ହେବାର ସମ୍ଭାବନା ଥାଏ। ବର୍ଷା ଏବଂ ଶୀତଦିନେ ଏମାନଙ୍କର ସଂଖ୍ୟା ବଢ଼ିଯାଏ। ଅସରପା ଖାଦ୍ୟ ପଦାର୍ଥରେ ବସିବାଠାରୁ ଆରମ୍ଭ କରି...

ସିନେମା ବାଲା ବାବୁ ଭାବେ ପରିଚିତ ଏହି ଶିକ୍ଷକ

ରାୟପୁର,୧୨ ।୯: କରୋନା ପାଇଁ ଏବେ ପ୍ରାୟ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପିଲାମାନେ ଅନ୍‌ଲାଇନରେ ପାଠ ପଢୁଛନ୍ତି । ଏହି ସମୟରେ ପିଲାମାନଙ୍କୁ...

Advertisement
Archives

Model This Week