ଅଧିକ ଆଞ୍ଚରେ ପ୍ରସ୍ତୁତ ଖାଦ୍ୟ ଖାଇଲେ ବଢେ ହୃଦ୍‌ରୋଗ ଆଶଙ୍କା

ଅଧିକ ଆଞ୍ଚରେ ରନ୍ଧା ଖାଦ୍ୟ ଖାଇବା ଦ୍ୱାରା କ୍ୟାନସର୍‌ ଏବଂ ହୃଦ୍‌ରୋଗ ଆଶଙ୍କା ବଢ଼ିଥାଏ। ନିକଟରେ ହୋଇଥିବା ଏକ ଗବେଷଣାରୁ ଏହା ଜାଣିବାକୁମିଳିଛି।  ଏଡିନବର୍ଗ ୟୁନିଭର୍ସିଟି ଦ୍ୱାରା କରାଯାଇଥିବା ଏହି ଗବେଷଣାର ତଥ୍ୟ ଅନୁଯାୟୀ, ଅଧିକ ଆଞ୍ଚରେ ଖାଦ୍ୟ ରାନ୍ଧିବା ଦ୍ୱାରା ସେଥିରୁ  ଏଭଳି କେତେକ ତତ୍ତ୍ବ ସୃଷ୍ଟି ହୋଇଥାନ୍ତି, ଯାହା ଆମ ଶରୀରରେ ପ୍ରବେଶ କଲେ ସୁସ୍ଥ କୋଷିକାକୁ ପ୍ରଭାବିତ କରିଥନ୍ତି। ଏହାସହ ଡିଏନ୍‌ଏ ମଧ୍ୟ ପ୍ରଭାବିତ ହୋଇଥାଏ। ଫଳରେ କ୍ୟାନସର୍‌ ଏବଂ ହୃଦ୍‌ରୋଗ ଆଶଙ୍କା ବଢିଟାଥାଏ। ଖାଦ୍ୟକୁ ୧୫୦ଡିଗ୍ରୀ ସେଲ୍‌ସିୟସ୍‌ରୁ ଉଚ୍ଚ ତାପମାତ୍ରାରେ ରାନ୍ଧିଲେ ସେଥିରେ ମହଜୁଦ୍‌ ଅନେକ ପଦାର୍ଥର ରାସାୟନିକ ସଂରଚନା ପରିବର୍ତ୍ତିତ ହୋଇଯାଏ ଏବଂ ତାହା ବିଷାକ୍ତ ରୂପ ଧାରଣ କରେ। ଏଣୁ ଯଥାସମ୍ଭବ ଖାଦ୍ୟକୁ ମଧ୍ୟମ ଆଞ୍ଚରେ ପ୍ରସ୍ତୁତ କରିବା ଶରୀର ପାଇଁ ଲାଭଦାୟକ ବୋଲି ଗବେଷଣା ରି.େପାର୍ଟରେ ଦର୍ଶାଯାଇଛି  ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷମା ମାଗିଲେ ପୁଟିନ୍‌!

ମସ୍କୋ,୬।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଇସ୍ରାଏଲକୁ କ୍ଷମା ମାଗିଛନ୍ତି। ହିଟଲରଙ୍କୁ ନେଇ ରୁଷିଆର ବୈଦେଶିକ ମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ ପାଇଁ ପୁଟିନ କ୍ଷମା ମାଗିଥିବା...

୬ ମହାଦେଶର ୧୯୯ ଦେଶରେ କରୋନାର ମୃତ୍ୟୁ ତାଣ୍ଡବ: ଆମେରିକା-ୟୁରୋପ-ଇରାନରେ ଆତଙ୍କ

ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବାରେ କୌଣସି ରାଷ୍ଟ୍ର ସକ୍ଷମ ହୋଇପାରୁ ନାହାଁନ୍ତି। ଇତିମଧ୍ୟରେ ଆଣ୍ଟାର୍କଟିକାକୁ ଛାଡ଼ି...

ଗାଡ଼ି ଚଲାଉଥିଲେ…

ବର୍ତ୍ତମାନ ଅଧିକାଂଶ ମହିଳା ଟୁ ହ୍ବିଲର ହେଉ ବା ଫୋର୍‌ ହ୍ବିଲର ଗାଡି ଚଲାଉଥିବାର ଦେଖିବାକୁ ମିଳୁଛି। ତେବେ ଗାଡି ଚଲାଇବା ସମୟରେ କେତୋଟି ସମାନ୍ୟ...

ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ମା’

ଲାହୋର,୨୨।୧୧-ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ମା’ ବେଗମ ଶମୀମ ଅଖତରଙ୍କ ରବିବାର ପରଲୋକ ହୋଇଯାଇଛି। ଲଣ୍ଡନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘଦିନ...

ଇସ୍ତଫା ଦେଲେ ମାଲେସିଆ ପ୍ରଧାନମନ୍ତ୍ରୀ

କୁଆଲା ଲୁମ୍ପୁରୁ, ୧୬।୮: କ୍ଷମତାରେ ରହିବାର ୧୮ ମାସ ନ ପୂରୁଣୁ ମାଲେସିଆ ପ୍ରଧାନମନ୍ତ୍ରୀ ମୁହିଦ୍ଦିନ ୟାସିନ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ...

ପେଟ ରୋଗରୁ ଦୂରେଇ ରହିବା ପାଇଁ ସପ୍ତାହରେ ଥରେ ନଖ ଉଷୁମ ପାଣିରେ ମିଶାଇ ଖାଆନ୍ତୁ ଏହାକୁ…

ଶରୀରକୁ ସୁସ୍ଥ ରଖିବା ପାଇଁ ପାକସ୍ଥଳୀରେ ଥିବା ଏସିଡ୍‌ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ । ତେବେ ବେଳେବେଳେ କୌଣସି କାରଣରୁ ଏହା ସ୍ବାଭାବିକ ଭାବେ...

ଫ୍ରାନ୍ସ ନାଗରିକତ୍ୱ ଚାହାନ୍ତି ବୋରିସ୍‌ଙ୍କ ପିତା

ପ୍ୟାରିସ୍‌, ୨।୧: ୟୁରୋପୀୟ ୟୁନିୟନରୁ ବ୍ରିଟେନ ଅଲଗା ହେବାପରେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନଙ୍କ ପିତା ଷ୍ଟାନଲି ଜନସନ୍‌ ଫ୍ରାନ୍ସର ନାଗରିକ ହେବା ପାଇଁ ଇଚ୍ଛା କରିଛନ୍ତି।...

ଗୋଟିଏ ବୋତଲ ହ୍ୟୁସ୍କିର ଦାମ ଏକ କୋଟି!

ଦାମି ମଦ ବିଷୟରେ ପ୍ରାୟ ସମସ୍ତେ ଅବଗତ ଥିବେ । କେବେ କେବେ ଏହା ଲକ୍ଷେ ବା ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଯାଇଥିବ ।...

Advertisement
Archives

Model This Week