ଅଧିକ ଆୟ ସତ୍ତ୍ୱେ ପାଖରେ ରହୁନାହିଁ ଅର୍ଥ, ଏଥିରୁ ମୁକ୍ତି ଲାଗି କରନ୍ତୁ ଏପରି ପୂଜା

ଚଳିତବର୍ଷ ଗଣେଶ ଚତୁର୍ଥୀ ସେପ୍ଟେମ୍ବର ୨ରେ ପଡୁଥିବାବେଳେ ଏହି ଦିନରେ ଘରେ ପୂଜାର୍ଚ୍ଚନା କରିବା ଫଳରେ ସୁଖଶାନ୍ତି ବଢ଼ିଥାଏ। କିଛି ଲୋକ ଅଛନ୍ତି ଯେଉଁମାନଙ୍କ ଆୟ ଅଧିକ ହୋଇଥିଲେ ମଧ୍ୟ ଘରେ ଅନେକ ସମୟରେ ଅର୍ଥର ଅଭାବ ରହିଥାଏ। ଗଣେଶ ଚତୁର୍ଥୀରେ ଏମିତି କିଛି ପୂଜା କରନ୍ତୁ ଯେଉଁଥିରେ ଅର୍ଥ ସମସ୍ୟା ଦୂର ହୋଇଥାଏ। ଜାଣନ୍ତୁ ଏ ସମ୍ପର୍କରେ…

ସିନ୍ଦୁର ଗଣେଶଙ୍କ ପ୍ରିୟ ହୋଇଥାଏ। ତେଣୁ ତାଙ୍କୁ ପୂଜା କରିବା ସମୟରେ ‘ସିନ୍ଦୁରଂ ଶୋଭନଂ ରକଂ ସୌଭାଗ୍ୟଂ ସୁଖବର୍ଦ୍ଧନମ’ ମନ୍ତ୍ର ଉଚାରଣ କରିବା ଉଚିତ୍‌। ଧ୍ୟାନ ରଖିବେ ମନ୍ତ୍ର ଉଚାରଣ ସମୟରେ ହିଁ ଗଣେଶଙ୍କୁ ସିନ୍ଦୁର ଲଗାଇବେ। ପରେ ନିଜେ ଲଗାଇବେ।

ଟଙ୍କା ସମସ୍ୟା ଦୂର ଲାଗି:
ପ୍ରତିଦିନ ଗଣେଶଙ୍କୁ ସମିପତ୍ର ଚଢ଼ାଇବା ସହ ଶୁଦ୍ଧ ଲଡ଼ୁ ଭୋଗ ଲଗାନ୍ତୁ। ମନେ ରଖିବେ ଦୂବ ତାଙ୍କ ପାଦ ନୁହେଁ ବରଂ ମଥାରେ ଚଢ଼ାଇବା ଉଚିତ୍‌।

ପରିବାରର ଶୁଖ ସାନ୍ତି ପାଇଁ:
ବିଘ୍ନ ବିନାଶନଙ୍କୁ ଅକ୍ଷତ ଚଢ଼ାଇବା ସମୟରେ ”ଓମ୍‌ ଗଣ ଗଣପତୟେ ନମଃ ମନ୍ତ୍ର ଉଚ୍ଚାରଣ କରନ୍ତୁ ।

ଏହା ସହ ତାଙ୍କ ନିକଟରେ ଶୁଦ୍ଧ ଘିଅରେ ଦୀପ ଲଗାଇବା ସହ ଗଣେଣ ପୂରାଣ ପାଠ କରିବା ଫଳରେ ଏହି ସମସ୍ୟାରୁ ମୁକ୍ତି ମିଳିଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ କଳଙ୍କ: ନାବାଳିକା ଶାଳୀଙ୍କୁ ଗର୍ଭବତୀ କଲେ ଭିଣୋଇ, ଏମିତି ଧରାପଡିଲା…

ପାରଳାଖେମୁଣ୍ଡି,୧ା୭(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ରାୟଗଡ଼ ବ୍ଲକର ସାନ ଅନତାରସିଂ ଗ୍ରାମରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ବିବାହିତ…

ଦାୟିତ୍ୱ ଗ୍ରହଣ କଲେ ନୂଆ ଯୋଗାଣ ଅଧିକାରୀ, କହିଲେ ସମସ୍ତ କାର୍ଯ୍ୟକୁ ଦୁର୍ନୀତିମୁକ୍ତ କରିବା ସହ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ମୁଖ୍ୟ ଜିଲା ଯୋଗାଣ ଅଧିକାରୀ ଭାବେ ବସନ୍ତ କୁମାର ପଣ୍ଡା ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ କେନ୍ଦୁଝର ମୁଖ୍ୟ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ବିବାହ ପାଇଁ ଜିଦ୍‌ କରିବାରୁ ପ୍ରେମିକାଙ୍କୁ ହତ୍ୟା, ପୋଲିସ ଆଗରେ ପ୍ରେମିକ କହିଲେ ପୂରା ଘଟଣା…

ହାଟଡିହୀ/ଛେନାପଦୀ,୧ା୭(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ପଶ୍ଚିମବଙ୍ଗ ପ୍ରେମିକାକୁ ଓଡ଼ିଶା ଡକାଇ ଝାଡ଼ଖଣ୍ଡ ପ୍ରେମିକ କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଗତ ମଙ୍ଗଳବାର ହତ୍ୟା କରିଥିବା ଘଟଣାରେ ପର୍ଦାଫାଶ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

ଭାଜପାରେ ସାମିଲ ହେଲେ ମଣ୍ଡଳ ଦମ୍ପତି, ତାଙ୍କ ସହିତ…

ଭୁବନେଶ୍ୱର,୧ା୭: ଭାଜପାରେ ବୁଧବାର ସାମିଲ ହୋଇଛନ୍ତି ବିଜେଡିର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ। ଶଙ୍ଖ ଛାଡ଼ି ଏହି ଦମ୍ପତି ଏବେ…

ବଡ଼ ଘୋଷଣା କଲେ ସରକାର; ଏତିକି ମାସ ଯାଏ WFH କରିବେ ୫୦% କର୍ମଚାରୀ, ଗାଡ଼ି ପାର୍କିଂ…

ନୂଆଦିଲ୍ଲୀ,୧।୭: ଶୀତକାଳୀନ ପ୍ରଦୂଷଣର ମୁକାବିଲା ପାଇଁ ଦିଲ୍ଲୀ ସରକାର ଏକ ମାଷ୍ଟର ପ୍ଲାନ ଘୋଷଣା କରିଛନ୍ତି। ଏହି ଯୋଜନା ଅନୁଯାୟୀ, ନଭେମ୍ବର ୧ ରୁ ଫେବୃଆରୀ ୨୮…

ସଚେତନ ନାଗରିକ ମଞ୍ଚର ନୂତନ କର୍ମକର୍ତ୍ତା: ଗୋବିନ୍ଦ ବନଛୋରନ ସଭାପତି, ଉପସଭାପତି ହେଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂଆ କମିଟି ଆର୍‌ଏମ୍‌ସିର ସଭାଗୃହରେ ପୂର୍ବତନ ସଭାପତି ଚିତ୍ତରଞ୍ଜନ ଭୋଇଙ୍କ ସଭାପତିତ୍ୱରେ ସଭା…

ଡାକ୍ତର ଦିବସ; କଳାହାଣ୍ଡିରେ ସ୍ୱାସ୍ଥ୍ୟ ସେବା ଠପ୍, ରୋଗୀ ହନ୍ତସନ୍ତ

ଭବାନୀପାଟଣା,୧।୭(ଉତ୍ତମ କୁମାର ଦାଶ): ଜାତୀୟ ଡାକ୍ତର ଦିବସରେ ଡାକ୍ତରମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବୁଧବାର ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri