ଅଧିକ ଟେଷ୍ଟ କଲେ ଅଧିକ ପଜିଟିଭ୍‌ ଆସିବ; ଭୟଭୀତ ହୁଅନ୍ତୁ ନାହିଁ: ଶାଳିନୀ ପଣ୍ଡିତ

ଭୁବନେଶ୍ୱର,୭।୫(ବ୍ୟୁରୋ): ଅଧିକ ଟେଷ୍ଟ ହେଲେ ଅଧିକ ପଜିଟିଭ୍‌ ମାମଲା ଆସିବ। ଏନେଇ ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଗୁରୁବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨ ମାସ ତଳେ କେବଳ ଆର୍‌ଏମ୍‌ଆର୍‌ସିରେ ଦିନକୁ ୧୦ଟି ଟେଷ୍ଟ ହେଉଥିଲା। ମାସକ ତଳେ ୨୫୦,୧୫ ଦିନ ତଳେ ଦିନକୁ ୧ହଜାର ଟେଷ୍ଟ ହେଉଥିଲା। ଏବେ ୮ଟି ଲ୍ୟାବ୍‌ରେ ଦିନକୁ ୩ ହଜାରରୁ ଅଧିକ ଟେଷ୍ଟ କରାଯାଉଛି। ଗୁରୁବାର ସୁଦ୍ଧା ଆମେ ୫୦ହଜାରରୁ ଅଧିକ ସାମ୍ପଲ ଟେଷ୍ଟ କରିଛୁ। ଅଧିକ ଟେଷ୍ଟ କଲେ ଅଧିକ ପଜିଟିଭ୍‌ ଜଣାପଡ଼ିବ। ଏହାର ଅର୍ଥ ସଂକ୍ରମିତଙ୍କୁ ତୁରନ୍ତ ଚିହ୍ନଟ କରିବା। ତ୍ୱରିତ ଟେଷ୍ଟ ଦ୍ୱାରା ଆମେ ୪ ଶହ ଲୋକଙ୍କୁ ସଂକ୍ରମଣ ହେବାରୁ ରକ୍ଷା କରିଛୁ। ଅଧିକ ପଜିଟିଭ୍‌ ଆସିଲେ ଭୟଭୀତ ନ ହେବାକୁ ସେ ମଧ୍ୟ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାନ୍ଥନିବାସ ଘରୋଇକରଣ ବନ୍ଦ ନ ହେଲେ ଆତ୍ମାହୁତି ଦେବେ କର୍ମଚାରୀ

ଭୁବନେଶ୍ୱର, ୧୧। ୧୦(ବ୍ୟୁରୋ): କରୋନା ଯୋଗୁ ପର୍ଯ୍ୟଟନ କ୍ଷେତ୍ର ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ପର୍ଯ୍ୟଟନ ଭିତ୍ତିଭୂମି ସଜାଡ଼ିବା ପରିବର୍ତ୍ତେ ରାଜ୍ୟର ୫ ପାନ୍ଥନିବାସକୁ...

ଦୁର୍ବଳ ହେଲା ଅବପାତ!

ଭୁବନେଶ୍ୱର,୧୦।୮(ବ୍ୟୁରୋ): ଦୁର୍ବଳ ହେଲା ଅବପାତ। ବୁଧବାର ସକାଳ ୫.୩୦ ସମୟରେ ଅବପାତ ଛତିଶଗଡ ଏବଂ ପାର୍ଶବର୍ତ୍ତୀ ପୂର୍ବ ମଧ୍ୟପ୍ରଦେଶ ଉପରେ ଦୁର୍ବଳ ହୋଇ ଗୋଟିଏ ସୁଦୃଶ-ଲଘୁଚାପ...

ନବନିର୍ମାଣ କୃଷକ ସଂଗଠନର ନବୀନ ନିବାସ ଘେରାଉ ଉଦ୍ୟମ: ଟୋକନ ବ୍ୟବସ୍ଥାକୁ ବିରୋଧ, ଚାଷୀ-ପୋଲିସ ଖଣ୍ଡଯୁଦ୍ଧ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ମଣ୍ଡିରେ ଧାନ ଦେବା ପାଇଁ ଅନ୍‌ଲାଇନ୍‌ ଟୋକନ ବ୍ୟବସ୍ଥାକୁ ନେଇ ତୀବ୍ର ବିରୋଧ କରୁଛନ୍ତି ଚାଷୀ। ଏହି ବ୍ୟବସ୍ଥା ପାଇଁ ପଶ୍ଚିମ ଓଡ଼ିଶାରେ ଧାନ...

ନୂଆ ୪୮ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଅଧିକାଂଶ ଥିଲେ କ୍ୱାରାଣ୍ଟାଇନ ସେଣ୍ଟରରେ

ଭୁବନେଶ୍ୱର, ୧୫।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ନୂଆ ୪୮ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ହୋଇଥିବା ୪୮ ଆକ୍ରାନ୍ତଙ୍କ ମଧ୍ୟରୁ...

ଟିକା ନେବା ତାଲିକାରେ ମୃତ ନର୍ସଙ୍କ ନାମ

ଲକ୍ଷ୍ନୌ,୧୩।୧: ପ୍ରଥମ ପର୍ଯ୍ୟାୟରେ କରୋନା ଟିକାକରଣ ପାଇଁ ପ୍ରସ୍ତୁତ ହୋଇଥିବା ତାଲିକାରେ କେତେକ ଅନିୟମିତତା ସମ୍ପର୍କରେ ଜଣାପଡ଼ିଛି। ଉତ୍ତରପ୍ରଦେଶରେ ଟିକା ନେବା ତାଲିକାରେ ମୃତ ନର୍ସଙ୍କ...

ଅନ୍‌ଲାଇନ୍‌ରେ ହେବ ଲ’ ପରୀକ୍ଷା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଶେଷରେ ଆଇନ ଛାତ୍ରୀଛାତ୍ରଙ୍କ ଦାବିକୁ ମାନିନେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଅନ୍‌ଲାଇନ୍‌ରେ ଲ’ ପରୀକ୍ଷା କରିବାକୁ ସହମତି...

ମହିଳାଙ୍କ ଆକାଉଣ୍ଟରୁ ୪୦ ହଜାରରୁ ଅଧିକ ଟଙ୍କା ଗାଏବ

ସୋରଡ଼ା,୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅମୃତୁଳୁ ପଞ୍ଚାୟତ ବାଲିଘାଇ ଗ୍ରାମର ଗରିବ ଦିନମଜୁରିଆ ତଥା ଗାଁକୁ ଗାଁ ବୁଲି ମାଛ ବିକି ପେଟ ପୋଷୁଥିବା...

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର

ବିଷମକଟକ,୧୩ା୩: ରାୟଗଡ଼ା ଜିଲା ବିଷମକଟକ ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ସମ୍ପର୍କିୟ ଜଣେ ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗରେ ପୋଲିସ...

Advertisement
Archives

Model This Week