ଅଧିକ ଦରରେ କିରୋସିନ ବିକିବା ଘଟଣା: ରିଟେଲରଙ୍କୁ ନିଲମ୍ବିତ କଲେ ଉପଜିଲାପାଳ

ଖପ୍ରାଖୋଲ, ୬।୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହରାପଦର ପଞ୍ଚାୟତର ବିଭିନ୍ନ ଗାଁରେ ଅଧିକ ଦରରେ କିରୋସିନ ବିକ୍ରି ଘଟଣାରେ ରିଟେଲର ନିଲମ୍ବିତ ହୋଇଛନ୍ତି। ପାଟଣାଗଡ଼ ଉପ ଜିଲାପାଳ ସୋମନାଥ ପଧାନ ରିଟେଲର ହଳଧର ଭୋଇଙ୍କୁ ନିଲମ୍ବିତ କରିଛନ୍ତି। ଏ ନେଇ ଖପ୍ରାଖୋଲ ବ୍ଲକ ଯୋଗାଣ ଅଧିକାରୀ ରାଜରାମ ହୋତାଙ୍କୁ ପଚାରିବାରୁ ଚଢା ଦରରେ କିରୋସିନ ବିକିବା ଅଭିଯୋଗରେ ରିଟେଲର ନିଳମ୍ବିତ ହୋଇଛନ୍ତି। ଏହାସହ ଅମାନତ ଜମା ବ୍ୟାଜାପ୍ତ ପାଇଁ ଉପ ଜିଲାପାଳ ଆଦେଶ ଦେଇଛନ୍ତି ବୋଲି କହିଛନ୍ତି। ସୂଚନାଯେଯୋଗ୍ୟ, ହିତାଧିକାରୀଙ୍କ ଅଭିଯୋଗକୁ ଭିତ୍ତି କରି ପାଟଣାଗଡ ଉପଜିଲାପାଳ ପଧାନ ଘଟଣାର ତଦନ୍ତ ପାଇଁ ସହକାରୀ ଜିଲାପାଳ ପଦ୍ମନାଭ ପୁରୋହିତଙ୍କୁ ତଦନ୍ତ ଦାୟିତ୍ୱ ଦେଇଥିଲେ। ଏଣୁ ସହକାରୀ ଜିଲାପାଳ ପୁରୋହିତ ମହରାପଦର ଏବଂ ବନମାଲ ଗାଁକୁ ଯାଇ ଖାଉଟିଙ୍କୁ ଏ ସମ୍ପର୍କରେ ପଚାରିଥିଲେ। ସରକାରୀ ଦର ୧୮ ଟଙ୍କା ବଦଳରେ ରିଟେଲର ୩୩ରୁ ୪୨ ଟଙ୍କାରେ କିରୋସିନ ବିକ୍ରି କରିଥିବା ଜାଣିବାକୁ ପାଇ ସେ ଉପଜିଲାପାଳଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଟ ପାନୀୟ ଜଳ ସମସ୍ୟା: ଗରା-ମାଠିଆ ଧରି ୨୦ କିଲୋମିଟର ପଦଯାତ୍ରା କଲେ ଶତାଧିକ ମହିଳା,ପ୍ରତିବାଦ…

ବଲାଙ୍ଗିର, ୨୬।୫ (ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲ୍ଲା ବେଲପଡ଼ା ବ୍ଲକ ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଏବେ ଉତ୍କଟ ରୂପ ଧାରଣ କରିଛି। ପିଇବା ପାଣି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର…

ମହାରାଜ ସାଗର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: କେମିତି ହେଲା ମୃତ୍ୟୁ ଛାନ୍‌ଭିନ ଚଳାଇଛି ପୋଲିସ

ବଲାଙ୍ଗୀର,୨୫।୫ (ସୁନୀଲ କୁମାର ମହାନ୍ତି ): ଟିଟିଲାଗଡ଼ ମହାରାଜ ସାଗର ପରିସର ମଧ୍ୟରୁ ସୋମବାର ଜଣେ ଯୁବକଙ୍କ ମୃତଦେହ ଟିଟିଲାଗଡ଼ ପୋଲିସ ଉଦ୍ଧାର କରିଛି । ମହାରାଜ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଜିଲା ଟପ୍ପର ହେଲେ ଛାତ୍ରୀ ପ୍ରତୀକ୍ଷାରାଣୀ: ଭବିଷ୍ୟତରେ ଏହି କାମ କରିବାକୁ ଲକ୍ଷ୍ୟ

ଲୋଇସିଂହା,୨୩।୫(ସୁଶାନ୍ତ ବାରିକ):ନିକଟରେ ସିଏଚ୍‌ଏସଇ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି ା ଏଥିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସକମାସ୍ଥିତ ଯୁବୋଦୟ କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri