ଅଧିକ ବୁଦ୍ଧିମାନ ହୁଅନ୍ତି ରାତିରେ ଡେରିରେ ଶୋଉଥିବା ଲୋକେ…

ବୌଦ୍ଧିକସ୍ତର ବ୍ୟକ୍ତିର ଖାଦ୍ୟ ଗ୍ରହଣଶୈଳୀ ଶୋଇବା ସମୟ ଉପରେ ନିର୍ଭର କରେ ବୋଲି ପୂର୍ବରୁ କୁହାଯାଉଥିଲା। ତେବେ ବିଳମ୍ବିତ ରାତିରେ ଶୋଉଥିବା ଲୋକେ ଅଧିକ ବୁଦ୍ଧିମାନ ବୋଲି ସମ୍ପ୍ରତି ମିସିଗାନ ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ରାତି ୧୧ଟାରୁ ୧୨ ମଧ୍ୟରେ ଶୋଉଥିବା ଲୋକଙ୍କ ବୁଦ୍ଧିମତ୍ତାସ୍ତରରେ ୭୫ ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି ହେଉଥିବାବେଳେ ୧୨ରୁ ୧ଟା କିମ୍ବା ଏହାଠାରୁ ଅଧିକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଉଜାଗର ରହୁଥିବା ବ୍ୟକ୍ତିଙ୍କ ବୌଦ୍ଧିକସ୍ତର ୧୨୩ ପ୍ରତିଶତ ବୃଦ୍ଧି ହୋଇଥାଏ। ସେମାନେ ଅଧିକ ମାର୍ଜିତ ଓ ସ୍ମାର୍ଟ ହେବା ସହିତ ଯେକୌଣସି ସମସ୍ୟାର ସଫଳ ସମାଧାନ କରିବାକୁ ସକ୍ଷମ ହୋଇଥାନ୍ତି ବୋଲି ରିପୋର୍ଟରେ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ବି ଖୋଲା ରହିଥାଏ ‘ଫ୍ଲୋଟିଂ ପୋଷ୍ଟ ଅଫିସ୍‌’

ବର୍ତ୍ତମାନ ଡିଜିଟାଲ ଯୁଗରେ ପୋଷ୍ଟ ଅଫିସ୍‌ର ମଧ୍ୟ ଚାହିଦା ବେଶ୍‌ ରହିଛି। ଆଜିବି ଡାକଘର ଜରିଆରେ ଜଣେ ଆଉ ଜଣଙ୍କ ପାଖକୁ ନିଜର ବାର୍ତ୍ତା ପଠାଇପାରୁଛି।...

ହଲିଉଡ୍‌ ହିରୋଙ୍କଠାରୁ ବି କମ୍‌ ଦିଶୁ ନ ଥିଲେ ରତନ ଟାଟା, ଫଟୋ ଭାଇରାଲ

ଟାଟା ଗ୍ରୁପ୍‌ର ଚେୟାରମ୍ୟାନ୍‌ ରତନ୍‌ ଟାଟା ୮୨ ବର୍ଷ ବୟସରେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ଯୁବାବସ୍ଥାର ଏକ ଫଟୋ ଶେୟାର କରିଛନ୍ତି। ଯାହା ଏବେ ଖୁବ୍‌ ଭାଇରାଲ...

ସ୍ନେଲଫିସ୍‌: ଗରମରେ ତରଳୁଥିବା ମାଛ

ଗରମରେ ବରଫ ତରଳିବା ସାଧାରଣ କଥା। ମାତ୍ର ଯଦି କୁହାଯାଏ ଗରମରେ ମାଛ ବି ତରଳିପାରେ, ତେବେ କଥା ଉପରେ ଅନେକେ ବିଶ୍ୱାସ କରି ନ...

ବୁଲିଯାଆନ୍ତୁ ପ୍ରାଚୀନତମ ଦୁର୍ଗ ମେହରାନଗଡ଼

ରାଜସ୍ଥାନର ଯୋଧପୁର ସହରରେ ଅବସ୍ଥିତ ଏକ ଲୋକପ୍ରିୟ ଦୁର୍ଗ ହେଉଛି ମେହରାନଗଡ଼। ଏହା ଭାରତର ପ୍ରାଚୀନତମ ଦୁର୍ଗଗୁଡ଼ିକ ମଧ୍ୟରୁ ଅନ୍ୟତମ। ତା’ଛଡ଼ା ଏହା ଭାରତର ସମୃଦ୍ଧିଶାଳୀ...

ଅନିଶ୍ଚିତତା, ଅଚଳାବସ୍ଥା

ନୂଆଦିଲ୍ଲୀ/କାବୁଲ/ଓ୍ବାଶିଂଟନ,୫ା୮ : ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନର ଭାଗ୍ୟାକାଶରେ ଘୋଟିଛି ଅନିଶ୍ଚିତତାର ଘନକଳା ବାଦଲ। ରାଜଧାନୀ କାବୁଲର ସ୍ପୋଟର୍‌ସ ଲାଉଞ୍ଜରୁ ଲୋଗାର ପ୍ରଦେଶର ଚାଷ ଜମି, ସବୁଠି...

ରୁଷିଆ ଯବାନ ବଳାତ୍କାର କରିଥିବା ଦାବି କଲେ ୟୁକ୍ରେନ ମହିଳା

କ୍ୱିଭ,୨୯।୩ : ସ୍ବାମୀଙ୍କୁ ଗୁଳି କରି ହତ୍ୟା କରିବା ପରେ ଦୁଇ ରୁଷିଆ ଯବାନ ବଳାତ୍କାର କରିଥିବା ଅଭିଯୋଗ ଆଣିଛନ୍ତି ଜଣେ ୟୁକ୍ରେନ ମହିଳା। ତାଙ୍କ...

ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନର କ୍ଷେପଣାସ୍ତ୍ର ପରୀକ୍ଷା

ଇସଲାମାବାଦ,୯ା୪: ପାକିସ୍ତାନରେ ଚାଲିଥିବା ରାଜନୈତିକ ସଙ୍କଟ ମଧ୍ୟରେ ପାକିସ୍ତାନ ଶାହିନ-୩ କ୍ଷେପଣାସ୍ତ୍ର ପରୀକ୍ଷଣ କରିଛି। ଏକ ରିପୋର୍ଟ ଅନୁଯାୟୀ ଶନିବାର ଏହି କ୍ଷେପଣାସ୍ତ୍ର ପରୀକ୍ଷା କରାଯାଇଛି।...

ଅନ୍ତଃବସ୍ତ୍ରରେ କରୋନା ପାଣ୍ଠି ଟଙ୍କା ଲୁଚାଇଥିଲେ ଏମ୍‌ପି

ମସ୍କୋ,୧୮।୧୦:ଗୋଟିଏ ପଟେ ସମଗ୍ର ବିଶ୍ୱ କରୋନା ଭାଇରସ ମହାମାରୀ ସହ ସଂଘର୍ଷ କରୁଥିବାବେଳେ ରୁଷରେ କରୋନା ପାଣ୍ଠି ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗର...

Advertisement
Archives

Model This Week