Posted inଜାତୀୟ

ଅଧ୍ୟକ୍ଷ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ରାହୁଲ ଚିନ୍ତା କରିବା ଆବଶ୍ୟକ: ବିରପ୍ପା ମୋଇଲୀ

ବେଙ୍ଗାଲୁର୍‌,୮।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଇଛନ୍ତି ବରିଷ୍ଠ ନେତା ବିରପ୍ପା ମୋଇଲୀ। ରାହୁଲ ପଦ ଛାଡିବା ପୂର୍ବରୁ ବିକଳ୍ପ ସମ୍ପର୍କରେ ଚିନ୍ତା କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ବୁଝିବିଚାରି ପଦକ୍ଷେପ ନ ନେଲେ କଂଗ୍ରେସ ଦଳ କେତେକ ରାଜ୍ୟରେ କଠିନ ସ୍ଥିତିର ସମ୍ମୁଖୀନ ହେବାର ଆଶଙ୍କାଥିବା ମୋଇଲୀ କହିଛନ୍ତି। ଅଧ୍ୟକ୍ଷ ପଦ ପାଇଁ ଉପଯୁକ୍ତ ବ୍ୟକ୍ତି ନ ମିଳିବା ପର୍ଯ୍ୟନ୍ତ ଏବିଷୟରେ ଆଲୋଚନା କରିବାର ଆବଶ୍ୟକତା ନାହିଁ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥଣ୍ଡା ଲାଗୁଛି କି ନାହିଁ ପ୍ରଥମେ କୃଷକ-ଶ୍ରମିକଙ୍କୁ ପଚାର: ରାହୁଲଙ୍କ ଜବାବ…

ନୂଆଦିଲ୍ଲୀ,୨୪।୧୨ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ଦିଲ୍ଲୀରେ ପ୍ରବେଶ କରିଛି। ଏହି ସମୟରେ ସେ ଲାଲ କିଲ୍ଲାରେ ଶ୍ରମିକ ଏବଂ...

ଭାରତୀୟ ସେନାଙ୍କ ମାନବିକତା: ବଞ୍ଚାଇଲେ ଚାଇନା ନାଗରିକଙ୍କ ଜୀବନ

ନୂଆଦିଲ୍ଲୀ,୫।୯: ଭାରତ-ଚାଇନା ସୀମା ବିବାଦ ବେଳକୁ ବେଳ ବଢୁଥିବା ବେଳେ ଚାଇନା ଏବେ ଯୁଦ୍ଧ କରିବା ଲକ୍ଷ୍ୟରେ ରହିଛି। ହେଲେ ଏତେ ପରେ ବି ଚାଇନା...

ଦୈନିକ ସଂକ୍ରମଣ ୨ ଶହ ତଳେ…

ନୂଆଦିଲ୍ଲୀ, ୬।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର...

ଜେଲରେ ଜୀବନ ପ୍ରତି ବିପଦ ଥିବା କହିଲେ ମୁଖତାର ଅଂସାରୀ

ଲକ୍ଷ୍ନୌ,୧୭ ।୮: ଜେଲରେ ବନ୍ଦଥିବା ବହୁଜନ ସମାଜ ପାର୍ଟି(ବିଏସ୍‌ପି) ବିଧାୟକ ମୁଖତାର ଅଂସାରୀ କୋର୍ଟଙ୍କୁ କହିଛନ୍ତି କି ଜେଲ ଭିତରେ ତାଙ୍କ ଜୀବନ ପ୍ରତି ବିପଦ...

୯ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୨୨।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ୯ ହଜାର ତଳେ ରହିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୮ ହଜାର ୪୮୮ ଜଣ ନୂଆ...

ହିମାଚଳ ପ୍ରଦେଶ ନିର୍ବାଚନ: ମତ ସାବ୍ୟସ୍ତ କଲେ ମୁଖ୍ୟମନ୍ତ୍ରୀ

ଶିମଲା,୧୨।୧୧: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଶନିବାର ସକାଳ ୮ଟାରୁ ମତଦାନ ଆରମ୍ଭ ହୋଇଛି। ୭୮୮୪ କେନ୍ଦ୍ରରେ ମତଦାନ ଚାଲିଛି। ଏହି ମତଦାନ ପ୍ରକ୍ରିୟା ସନ୍ଧ୍ୟା...

ମାର୍ଗାରେଟ୍‌ ଆଲଭାଙ୍କୁ ସମର୍ଥନ ଦେବ ଟିଆର୍‌ଏସ୍‌

ନୂଆଦିଲ୍ଲୀ,୩।୮: ଆସନ୍ତା ଉପରାଷ୍ଟ୍ରପତି ନିର୍ବାଚନରେ ଟିଆର୍‌ଏସ୍‌ ବିରୋଧୀ ଦଳର ପ୍ରାର୍ଥୀ ମାର୍ଗାରେଟ୍‌ ଆଲଭାଙ୍କୁ ସମର୍ଥନ କରିବ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଟିଆର୍‌ଏସ୍‌ ମୁଖ୍ୟ କେ ଚନ୍ଦ୍ରଶେଖର...

୨ଟି ହସ୍ପିଟାଲରେ ଅକ୍ସିଜେନ ପ୍ଲାଣ୍ଟ କରିବେ ସୋନୁ ସୁଦ୍‌

ନୂଆଦିଲ୍ଲୀ,୨୩।୫: ବଲିଉଡ୍‌ ଅଭିନେତା ସୋନୁ ସୁଦ୍‌ ଆନ୍ଧ୍ରପ୍ରଦେଶର ନେଲୁରସ୍ଥିତ ୨ଟି ହସ୍ପିଟାଲରେ ନିଜ ଖର୍ଚ୍ଚରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା କରିବାକୁ ଘୋଷଣା କରିଛନ୍ତି। ଆସନ୍ତା ଜୁନ୍‌ରେ...

Advertisement
Archives

Model This Week