Posted inଜାତୀୟ

ଅଧରାତିରେ ଆଇପିଏସ୍‌ ସ୍ତରରେ ଅଦଳବଦଳ କଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୯: ଯୋଗୀ ସରକାରଙ୍କ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ପରେ ପ୍ରଥମ ଥର ପ୍ରଶାସନିକ ବିଭାଗରେ ଅଦଳବଦଳ କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୦ ଆଇଏସ୍‌ ଓ ୪ ପିସିଏସ୍‌ ସମେତ ନିଜର କାର୍ଯ୍ୟାଳୟରେ ଖାଲିପଡ଼ିଥିବା ସଚିବ ପଦ ପାଇଁ ଅଧିକାରୀଙ୍କ ଅଦଳବଦଳ କରିଛନ୍ତି। ସଞ୍ଜୟ ପ୍ରସାଦ ଓ ଆଲୋକ କୁମାର ତୃତୀୟଙ୍କୁ ଆଦିତ୍ୟନାଥ ନିଜର ସଚିବ କରିଛନ୍ତି। ଏଥିସହ ମୁକେଶ ମେଶ୍ରାମଙ୍କୁ ଲକ୍ଷ୍ନୌର କମିଶନର, ଅନିଲ ଗର୍ଗଙ୍କୁ ଉତ୍ତରପ୍ରଦେଶର ରାଜ୍ୟ ଔଦ୍ୟୋଗିକ ବିକାଶ ପ୍ରାଧିକରଣର ମୁଖ୍ୟ ଭାବେ ନିଯୁକ୍ତି କରାଯାଇଛି। ସେହିପରି ମନୀଷ ଚୌହାନଙ୍କୁ ଖାଦ୍ୟ ଓ ଲଜିଷ୍ଟିକ ବିଭାଗରେ ନିଯୁକ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘କୋଭାକ୍ସିନ୍‌ ଟିକା ନେଇଥିବା ମୋଦିଙ୍କୁ ଆମେରିକା ଯିବାକୁ କେମିତି ମିଳିଲା ଅନୁମତି’

ନୂଆଦିଲ୍ଲୀ,୨୪।୯: ଟିଏମସି ନେତା ରିଜୁ ଦତ୍ତଙ୍କ ପରେ ଏବେ କଂଗ୍ରେସ ନେତା ଦିଗବିଜୟ ସିଂ ମଧ୍ୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତିନି ଦିନିଆ ଆମେରିକା ଗସ୍ତ...

ଏଲ୍‌ଇଡି ଟିଭି ବିସ୍ଫୋରଣ: ଚାଲିଗଲା ଯୁବକଙ୍କ ଜୀବନ

ଲକ୍ଷ୍ନୌ,୫।୧୦: ଉତ୍ତରପ୍ରଦେଶର ଗାଜିଆବାଦ ସ୍ଥିତ ଏକ ଘରେ ଏଲ୍‌ଇଡି ଟିଭି ଫାଟି ୧୭ ବର୍ଷୀୟ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହାସହ ଯୁବକଙ୍କ ମା’ ଏବଂ...

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୨।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ଉପଲକ୍ଷେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତିି। ରାଷ୍ଟ୍ରପତି ଏହି...

ଗୋଆ ମୁଖ୍ୟମନ୍ତ୍ରୀ ହେବେ ପ୍ରମୋଦ

ନୂଆଦିଲ୍ଲୀ,୨୧ ।୩: ଦେଶର ୫ ବିଧାନସଭା ଆସନ ପାଇଁ ହୋଇଥିବା ନିର୍ବାଚନର ଫଳାଫଳ ମାର୍ଚ୍ଚ ୧୦ରେ ସାମ୍ନାକୁ ଆସିଥିଲା । ୧୧ ଦିନ ପରେ ଭାରତୀୟ...

ଦିଲ୍ଲୀ କପଡ଼ା ଗୋଦାମରେ ଲାଗିଲା ନିଆଁ: ୯ ମୃତ

ନୂଆଦିଲ୍ଲୀ,୨୩।୧୨: ଚଳିତ ବର୍ଷ ନିଆଁ ଯେମିତି ଦିଲ୍ଲୀର ପିଛା ଛାଡୁନି। ପୁଣିଥରେ ରବିବାର ବିଳମ୍ବିତ ରାତିରେ କିରାରି ଅଞ୍ଚଳରେ ଥିବା ଏକ କପଡ଼ା ଗୋଦାମରେ ନିଆଁ...

ଦୁଇ ପଟେ ଘେରି ରହିଛି ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଓ ‘ମହା’: ୫ ରାଜ୍ୟରେ ନଭେମ୍ବର ୮ରୁ ୧୦ ପ୍ରବଳ ବର୍ଷା ସୂଚନା

ନୂଆଦିଲ୍ଲୀ,୬।୧୧: ଦେଶର ଦୁଇ ପଟେ ଦୁଇ ସାମୁଦ୍ରିକ ଝଡ଼ ‘ବୁଲ୍‌ବୁଲ୍‌’ ଓ ‘ମହା’ ଘେରି ରହିଛି। ଏହାର ପ୍ରଭାବରେ ୫ଟି ରାଜ୍ୟରେ ନଭେମ୍ବର ୮ରୁ ୧୦...

ବିନା ଯାଞ୍ଚ୍‌ରେ ମିଡ଼ିଆ ଚଳାଉଛି କଙ୍ଗାରୁ କୋର୍ଟ, ସିଜେଆଇଙ୍କ କଡ଼ା ଟିପ୍ପଣୀ…

ନୂଆଦିଲ୍ଲୀ,୨୩।୭ : ଭାରତର ପ୍ରଧାନ ବିଚାରପତି(ସିଜେଆଇ) ଏନ.ଭି ରମନା ଶନିବାର ଇଲେକ୍ଟ୍ରୋନିକ ଏବଂ ସୋସିଆଲ ମିଡିଆକୁ କଡ଼ା ସମାଲୋଚନା କରି ଗଣତନ୍ତ୍ରର କ୍ଷତି କରୁଛନ୍ତି ବୋଲି...

ହାର୍ଟଆଟାକ୍‌ରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଚାମୁଚେ…

ମହୁରେ ଅନେକ ପୋଷକ ତତ୍ତ୍ୱ ରହିଥାଏ। ପ୍ରତିଦିନ ସକାଳେ ଚାମୁଚେ ମହୁ ଖାଇଲେ କୋଲେଷ୍ଟରଲସ୍ତର ନିୟନ୍ତ୍ରିତ ହୋଇଥାଏ। ଫଳରେ ହାର୍ଟଆଟାକ୍‌ ସମସ୍ୟା ଦୂର ହୋଇଥାଏ ବୋଲି...

Advertisement
Archives

Model This Week