Posted inଜାତୀୟ

ଅନନ୍ତନାଗରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ଆକ୍ରମଣ

ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଛନ୍ତି। ସ୍ଥାନୀୟ ଡିସି ଅଫିସ୍‌ ସମ୍ମୁଖରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ ଲକ୍ଷ୍ୟ କରି ଆକ୍ରମଣ ହୋଇଥିବା କୁହାଯାଉଛି। ଜଣେ ଆତଙ୍କବାଦୀ ଗ୍ରେନେଡ୍‌ ଫିଙ୍ଗିବା ପରେ ସେଠାରୁ ଫେରାର ହୋଇଯାଇଛନ୍ତି। ଏହି ଘଟଣାରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଅଞ୍ଚଳକୁ ସୁରକ୍ଷାକର୍ମୀ ଘେରି ରହିଛନ୍ତି। ଏହାର ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନରେ ୧୮ ମୃତ, ୬୭ ନିଖୋଜ

ଥିରୁଭାନନ୍ତପୁରମ୍‌, ୮।୮: କେରଳର ଇଡୁକ୍କି ଜିଲାରେ ଶୁକ୍ରବାର ସକାଳେ ପ୍ରବଳ ବର୍ଷାଜନିତ ଭୂସ୍ଖଳନ ଯୋଗୁ ୧୮ ଜଣଙ୍କ ମୃତ୍ୟୁ ଘଟିଛି। ୧୨ ଜଣଙ୍କୁ ଗୁରୁତର ଅବସ୍ଥାରେ...

ୟୁପି ବିଧାନସଭାରେ ହଙ୍ଗାମା: ଗ୍ୟାସ ସିଲିଣ୍ଡର ପିଠିରେ ବୋହି ଗୃହରେ ପହଞ୍ଚିଲେ ବିରୋଧୀ ବିଧାୟକ

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବିଧାନସଭାରେ ଶୁକ୍ରବାର ଆରମ୍ଭ ହୋଇଥିବା ବଜେଟ ଅଧିବେଶନ ଆରମ୍ଭରୁ ବିରୋଧୀ ସିଏଏ, ଏନ୍‌ଆର୍‌ସି ଓ ଏନ୍‌ପିଆର୍‌କୁ ନେଇ ହୋହାଲ୍ଲା କରିଥିଲେ। ସମାଜବାଦୀ ପାର୍ଟି...

କୋର୍ଟରେ କରୋନା ସଂକ୍ରମଣ

ପାନିପଥ, ୫।୭: ହରିୟାଣାର ଗୁଡ଼ଗାଓଁ କୋର୍ଟରେ କରୋନା ସଂକ୍ରମଣ ଆରମ୍ଭ ହୋଇଛି। କୋର୍ଟର ଜଣେ ମହିଳା ବିଚାରପତିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି।...

କରୋନା ଟିକା ନେବାକୁ ଲୋକେ ଅମଙ୍ଗ: ସ୍ୱାସ୍ଥ୍ୟମନ୍ତ୍ରୀ କହିଲେ ଏହା ସମ୍ପୂର୍ଣ୍ଣ ସୁରକ୍ଷିତ

ନୂଆଦିଲ୍ଲୀ,୨୧ ।୧: କରୋନା ମହାମାରୀଠାରୁ ଦୂରେଇ ରହିବାକୁ ଦେଶରେ ଆରମ୍ଭ ହୋଇଯାଇଛି କରୋନା ଟିକାକରଣ କାର୍ଯ୍ୟକ୍ରମ । ହେଲେ କରୋନାର ଟିକାକୁ ନେଇ ଏବେବି ଲୋକଙ୍କ...

ହାତ ଛାଡି ସାଇକେଲ ଚଢିବେ ଇମ୍ରାନ

ଲକ୍ଷ୍ନୌ,୧୦।୧: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟ୍‌କା ଲାଗିଛି। କଂଗ୍ରେସର ରାଷ୍ଟ୍ରୀୟ ସଚିବ ଥିବା ସାହାରନପୁରର ଇମ୍ରାନ ମାସୁଦ ଏବେ ଦଳ ଛାଡି...

ପଶ୍ଚିମବଙ୍ଗରେ ୫୫ ବର୍ଷ ଧରି ବିକାଶ ଅଟକି ରହିଛି: ମୋଦି

କୋଲକାତା,୨୦।୩: ପଶ୍ଚିମବଙ୍ଗରେ ଦୀର୍ଘ ୫୫ ବର୍ଷ ଧରି ବିକାଶ ଅଟକି ରହିଛି। ରାଜ୍ୟର ଭୋଟର ଭାଜପାକୁ ଆଶୀର୍ବାଦ ଦେଲେ ପୁଣି ଏଠାରେ ବିକାଶ ଆରମ୍ଭ ହେବ...

ବୟଫ୍ରେଣ୍ଡ୍‌ଙ୍କ ନୂଆବର୍ଷ ପାଳନ କରିବାକୁ ଯାଇଥିଲେ ଯୁବତୀ, ହୋଟେଲ୍‌ରେ ଘଟିଲା ଏମିତି

ସୁରତ,୪।୧:ଗୁଜରାଟର ସୁରତରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ଯୁବତୀ ବୟଫ୍ରେଣ୍ଡଙ୍କ ସହ ନୂଆବର୍ଷ ପାଳନ ପାଇଁ ଯାଇଥିବାବେଳେ ରହସ୍ୟଜନକ ଭାବେ ହୋଟେଲ୍‌ ରୁମ୍‌ରୁ...

ଗଗନ ମିଶନରେ ୩ ଭାରତୀୟ କରିବେ ଯାତ୍ରା: ଇସ୍ରୋ ସହିତ ବାୟୁସେନା କଲା ବୁଝାମଣା

ବେଙ୍ଗାଲୁର,୩୦।୫: ଭାରତ ମହାକାଶ ମାନବ ମିଶନରେ କାର୍ଯ୍ୟ ଜାରି ରଖିଛି। ଆସନ୍ତା ୨୦୨୧-୨୨ ସୁଦ୍ଧା ୩ ଭାରତୀୟ ଗଗନ ମିଶନରେ ସାମିଲ୍‌ ହେବେ। ଏଥିପାଇଁ ଭାରତୀୟ...

Advertisement
Archives

Model This Week