Posted inଜାତୀୟ

ଅନନ୍ତନାଗରେ ସର୍ଚ୍ଚ ଅପରେଶନ୍‌: ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଦକ୍ଷିଣ କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାବଳଙ୍କ ସର୍ଚ୍ଚ ଅପରେଶନ୍‌ରେ ଗୁରୁବାର ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବେଜ୍‌ବିହାର ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାବଳଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ ପାଇଁ ସତର୍କ ସୂଚନା ଦିଆଯାଇଥିଲା। ତେବେ ଆତଙ୍କବାଦୀମାନେ ସୁରକ୍ଷାବଳଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ଏହାର ଜବାବ୍‌ରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ପାଲଟା ଆକ୍ରମଣ କରାଯାଇଥିଲା। ସ୍ଥାନୀୟ ଅଞ୍ଚଳରେ ସେନାର ୩ ଆର୍‌ଆର୍‌ ଏବଂ ଏସଓଜି ଯବାନଙ୍କ ପକ୍ଷରୁ ମିଳିତ ତଲାସୀ ଜାରି ରହିଛି। ମୃତ ଆତଙ୍କବାଦୀଙ୍କର ହିଜବୁଲ୍‌ ମୁଜାହିଦ୍ଦିନ୍‌ ସଂଗଠନ ସହିତ ସମ୍ପର୍କ ଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସର ବୁଡି ଯାଉଥିବା ଜାହାଜକୁ ଛାଡି ଦେଉଥିବା ପ୍ରଥମ ବ୍ୟକ୍ତି ହେଉଛନ୍ତି ରାହୁଲ: ଶିବରାଜ

ମୁମ୍ବାଇ,୨୮।୬: ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ପୁଣି ଥରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ...

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୪।୨: ଜମ୍ମୁ-କଶ୍ମୀରର ପୁଲଓ୍ବାମା ନିକଟବର୍ତ୍ତୀ ଜୈନଟ୍ରାଗ୍‌ରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜୈଶ-ଇ-ମହମ୍ମଦର ଜଣେ ସଦସ୍ୟ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀଜଣକ...

କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ଘରୁ ଅଳିଆ ଉଠାଇବାକୁ ଗଲା ସ୍ବତନ୍ତ୍ର ଟିମ୍‌

ନୂଆଦିଲ୍ଲୀ,୯।୪: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହା କେଜରିଓ୍ବାଲ ସରକାରଙ୍କ ପାଇଁ ମୁଣ୍ଡ ବ୍ୟଥାର କାରଣ ପାଲଟିଛି।...

ଡନ୍‌ଙ୍କୁ ଏନ୍‌କାଉଣ୍ଟର ଭୟ: ନିଜ ରାଜ୍ୟକୁ ଫେରିବାକୁ ଅମଙ୍ଗ ମୁକ୍ତାର ଅନସାରି

ଲକ୍ଷ୍ନୌ, ୨୦।୧୦: ଉତ୍ତରପ୍ରଦେଶର ଡନ୍‌ ତଥା ବହୁଜନ ସମାଜବାଦୀ ପାର୍ଟି ବିଧାୟକ ମୁକ୍ତାର ଅନସାରି ଏବେ ନିଜ ରାଜ୍ୟକୁ ଫେରିବାକୁ ଅମଙ୍ଗ ହେଉଛନ୍ତି। ରାଜ୍ୟରେ ଏନ୍‌କାଉଣ୍ଟର...

ପ୍ରଥମଥର ଲାଗି ସଂସଦରେ ପ୍ରଶ୍ନ କଲେ ନାହିଁ ରାହୁଲ

ନୂଆଦିଲ୍ଲୀ,୨୫।୧୧: ସଂସଦର ଶୀତକାଳିନ ଅଧିବେଶନ ଚାଲିଥିବା ବେଳେ ମହାରାଷ୍ଟ୍ର ରାଜନୀତିକୁ ନେଇ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇ ଯାଇଛି। ସୋମବାର ଅଧିବେଶନ ଆରମ୍ଭ ହେବା ପରେ...

ଦେଶବାସୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭।୧୦: ଆଲୋକର ପର୍ବ ଦୀପାବଳି ସାରା ଦେଶରେ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ପ୍ରଥମଥର ଲାଗି ଅକ୍ସଫୋର୍ଡ ୟୁନିଭର୍ସିଟି ଛାତ୍ରସଂଘର ସଭାପତି ହେଲେ ଭାରତୀୟ ଛାତ୍ରୀ

ନୂଆଦିଲ୍ଲୀ,୧୪ ।୨: କର୍ନାଟକର ରଶ୍ମୀ ସାମନ୍ତ କେବେ ଭାବି ନ ଥିଲେ ଗତବର୍ଷ ଜାନୁୟାରୀରେ ସେ ଯେଉଁ ପ୍ରିତିଷ୍ଠିତ ଶିକ୍ଷାନୁଷ୍ଠାନରେ ପାଠପଢିବା ପାଇଁ ଯାଇଥିଲେ ଚଳିତ...

ଡାକ୍ତରଙ୍କୁ ଦରମା ନ ମିଳିବା ନେଇ ମତ ରଖିଲେ ସୁପ୍ରିମକୋର୍ଟ: କହିଲେ, ଯୁଦ୍ଧରେ ସୈନ୍ୟଙ୍କୁ କରିପାରିବ ନାହିଁ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୨।୬: କରୋନା ଭାଇରସ୍‌ ବିରୋଧରେ ଯୋଦ୍ଧା ସାଜିଥିବା ଡାକ୍ତରଙ୍କ ଦରମା ନ ମିଳିବା ଏବଂ ତାଙ୍କର ଉପଯୁକ୍ତ ରହଣୀ ବ୍ୟବସ୍ଥାକୁ ନେଇ ଶୁକ୍ରବାର କଡ଼ା ଆଭିମୁଖ୍ୟ...

Advertisement
Archives

Model This Week