Posted inଜାତୀୟ

ଅନନ୍ତନାଗରେ ସୁରକ୍ଷାକର୍ମୀଙ୍କୁ ସଫଳତା, ଜଣେ ଆତଙ୍କବାଦୀ ମୃତ

ଜମ୍ମୁ,୧୧ ।୧୦: ଜମ୍ମୁ-କଶ୍ମୀରର ଅନନ୍ତନାଗରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ସଂଘର୍ଷରେ ଜଣେ ଆତଙ୍କବାଦୀ ନିହତ ହେଇଥିବା ସୂଚନା ମିଳିଛି । ବନ୍ଦିପୋରା ହାଜିନର ଗୁଣ୍ଡଜାହାଙ୍ଗିରରେ ଆରମ୍ଭ ହୋଇଥିଲା ଏହି ଏନକାଉଣ୍ଟର । ଜମ୍ମୁ-କଶ୍ମୀର ପୋଲିସ ଓ ସରକ୍ଷାକର୍ମୀଙ୍କ ମିଳିତ ସହଯୋଗରେ ଏହି ସର୍ଚ୍ଚ ଅପରେଶନ କରାଯାଇଥିବା ବେଳେ ଏଥିରେ ଆତଙ୍କବାଦୀଙ୍କ ସହ ଗୁଳି ବିନିମୟ ହୋଇଥିଲା । ଜଣେ ଆତଙ୍କବାଦୀ ନିହତ ହେବା ସହ ପୋଲିସ ଓ ସୁରକ୍ଷା କର୍ମୀଙ୍କୁ ଏକ ପିସ୍ତଲ ଓ ଏକ ଗ୍ରେନେଡ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଜନ୍ତର-ମନ୍ତର ଆନ୍ଦୋଳନରେ ଫାଟ! ଦାବି ପ୍ରତ୍ୟାହାର କରିନେଲେ ସୋନମ ୱାଙ୍ଗଚୁକ, CJP ରଖିଲା ୨ ସର୍ତ୍ତ

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା CJP ଆନ୍ଦୋଳନରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନିଟ (NEET) ପେପର ଲିକ୍‌ ମାମଲାରେ…

CJP Protest Update: ପିଏମ୍‌ ମୋଦିଙ୍କୁ କଂଗ୍ରେସ ଲେଖିଲା ଏଭଳି ଚିଠି, ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୩।୭: ଲୋକ ସଭା ଏବଂ ରାଜ୍ୟ ସଭାରେ ଗୁରୁବାର ବିରୋଧୀ ଦଳଗୁଡ଼ିକ ନିଟ୍‌ (NEET) ପ୍ରଶ୍ନପତ୍ର ଲିକ୍‌ ମାମଲାରେ ଆଲୋଚନା ଆରମ୍ଭ କରିବା ପୂର୍ବରୁ କେନ୍ଦ୍ର ଶିକ୍ଷା…

ସ୍ବାମୀଙ୍କୁ ଛାଡ଼ି ଦ୍ୱିତୀୟ ବିବାହ କରିଥିଲେ ଅର୍ଚ୍ଚନା: ୪୫ ଦିନ ପରେ ସ୍ବାମୀଙ୍କୁ କଲେ ହତ୍ୟା, କାରଣ ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଭୋପାଳ,୨୩।୭: ମଧ୍ୟପ୍ରଦେଶର ପାନ୍ନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ବିବାହର ମାତ୍ର ୪୫ ଦିନ ପରେ ଜଣେ ମହିଳା ତାଙ୍କ ପୂର୍ବତନ ସ୍ବାମୀଙ୍କ ସହିତ…

ମୋଦିଙ୍କ ଘୋଷଣା ପରେ ଟାର୍ଗେଟ କଲେ ରାହୁଲ, ଧର୍ମେନ୍ଦ୍ର ପ୍ରଧାନଙ୍କୁ ନେଇ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୨୩।୭: NEET ପେପର୍ ଲିକ୍ ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବୟାନ ପରେ, ଲୋକସଭାରେ ବିରୋଧୀ ଦଳ ନେତା ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀ ଏବେ…

ଦିଲ୍ଲୀରେ ମେଟ୍ରୋ ବନ୍ଦ ମାମଲା: CJI କହିଲେ ଲଞ୍ଚ୍‌ ପରେ ଦେଖିବା…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଛାତ୍ର ଆନ୍ଦୋଳନ ମଧ୍ୟରେ ସୁରକ୍ଷା କାରଣରୁ ୧୬ଟି ମେଟ୍ରୋ ଷ୍ଟେସନକୁ ବନ୍ଦ କରାଯାଇଛି। ଏହି ମାମଲା ଏବେ ସୁପ୍ରିମ୍ କୋର୍ଟରେ ପହଞ୍ଚିଛି। SCBA…

ଏହି ଆପ୍‌ ବ୍ୟବହାର କରିବାକୁ ଶିକ୍ଷକମାନଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ, କହିଲେ…

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ପ୍ରଶସ୍ତ’ (PRASHAST) ଆପ୍‌ ମାଧ୍ୟମରେ ସ୍କୁଲ ପିଲାମାନଙ୍କଠାରେ ଶିକ୍ଷଣ ଅକ୍ଷମତା ଏବଂ ଦିବ୍ୟାଙ୍ଗତାକୁ ପ୍ରାରମ୍ଭିକ ପର୍ଯ୍ୟାୟରେ ହିଁ ଚିହ୍ନଟ…

ମୁଖ୍ୟମନ୍ତ୍ରୀଙ୍କ ହାଡ଼ ଭାଙ୍ଗିଦେବି…ଏମିତି ଧମକ ଦେଇ ଫସିଲେ ବିଧାୟକ

ଚେନ୍ନାଇ,୨୩।୭: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ଧମକ ଦେବା ଅଭିଯୋଗରେ ଗିରଫ ହୋଇଥିବା ଭିଲାଥିକୁଲମର ଡିଏମକେ ବିଧାୟକ ଜିଭି ମାର୍କଣ୍ଡେୟନଙ୍କୁ କୋର୍ଟରେ ଏକ ବଡ଼ ଝଟକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri