ଅନନ୍ୟା-ବିଜୟଙ୍କ ଯୋଡି ଏବେ ଚର୍ଚ୍ଚାରେ: ପ୍ରଶଂସକ ଦେଲେ ନୂଆ ନାମ ‘ଆନାକୋଣ୍ଡା’

ତେଲୁଗୁ ସୁପରଷ୍ଟାର ବିଜୟ ଦେବରକୋଣ୍ଡା ଏବଂ ବଲିଉଡ୍‌ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ଯୋଡି ଏବେ ଚର୍ଚ୍ଚାରେ। ବର୍ତ୍ତମାନ ଏହି ଯୋଡି ମୁମ୍ବାଇରେ ଫିଲ୍ମ ‘ଫାଇଟର’ର ଶୁଟିଂ କରୁଛନ୍ତି। ଇତିମଧ୍ୟରେ ଫିଲ୍ମର ଶୁଟିଂ ସମୟର କିଛି ଦୃଶ୍ୟ ସମ୍ମୁଖକୁ ଆସିଛି। ଯେଉଁଥିରେ ବିଜୟ ଅନନ୍ୟାଙ୍କୁ କୋଳାଇ ଧରିଛନ୍ତି। ହେଲେ ଅନନ୍ୟା ନିଜକୁ ଅସହଜ ମନେ କରୁଥିବା ପରି ଲାଗୁଥିବା ଜଣାପଡୁଛି। ଏହି ଫଟୋରେ ଅନେକ ପ୍ରକାରର କମେଣ୍ଟ ଆସୁଛି। କେହି କେହି ସେମାନଙ୍କ ନାମକୁ ମିଶାଇ ‘ଆନାକୋଣ୍ଡା’ ରଖିଛନ୍ତି। ପୂର୍ବରୁ ସେମାନଙ୍କ ଆଉ ଏକ ଫଟୋ ସମ୍ମୁଖକୁ ଆସିଥିଲା। ଯେଉଁଥିରେ ଅନନ୍ୟା ବିଜୟଙ୍କ ସହ ଏକ ବାଇକ ଉପରେ ବସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୌଚ ହେବାକୁ ଯାଇଥିଲେ ମଥୁରୀ: ୪ ଦିନ ପରେ ଘଟିଲା…

ମହାକାଳପଡ଼ା, ୩୧ ା ୩ (ପ୍ରତାପ ଚନ୍ଦ୍ର ସ୍ବାଇଁ ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅନ୍ତର୍ଗତ ବାହାରସୋବଳା ମୌଜାର ଅକ୍ଷୟ ରାଉତଙ୍କ ସ୍ତ୍ରୀ ମଥୁରୀ ରାଉତ ଶୁକ୍ରବାର…

US Israel Iran War: ଯୁଦ୍ଧ ବନ୍ଦ ହେବା ନେଇ କାହା ସହ କଥା ହେଉଛନ୍ତି ଟ୍ରମ୍ପ, ନିଜେ ଉଠାଇଲେ ରହସ୍ୟ ଉପରୁ ପରଦା, ସଭିଏଁ ଚକିତ!

ଓ୍ବାଶିଂଟନ,୩୧।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ୱାଶିଂଟନ ତେହରାନ ସହିତ ଆଲୋଚନା କରିବା ବିଷୟରେ ସପ୍ତାହେ ଧରି କଥାବାର୍ତ୍ତା କରିଆସୁଛି; କିନ୍ତୁ, ଏହି ଆଲୋଚନା ହେଉଥିବା…

ତୀବ୍ର ହେଉଛି ସଂଘର୍ଷ, କୁଏତ୍‌ର ଏକ ତେଲ ଟ୍ୟାଙ୍କରକୁ ଟାର୍ଗେଟ କଲା ଇରାନ!

ଆବୁଧାବି,୩୧।୩: ପଶ୍ଚିମ ଏସିଆରେ ସଂଘର୍ଷ ନିରନ୍ତର ଜାରି ରହିଛି, ଉଭୟ ପକ୍ଷରୁ ଆକ୍ରମଣ କରାଯାଉଛି । ଇରାନ ମଧ୍ୟ ପ୍ରତିଶୋଧମୂଳକ କାର୍ଯ୍ୟରେ ନିୟୋଜିତ ଅଛି, ଆକ୍ରମଣର ଏକ…

ନିର୍ବାଚନ ପରେ

ଭାରତୀୟ ଅର୍ଥନୀତି ଏକ ଖରାପ ସମୟ ଦେଇ ଗତି କରୁଛି। ୩୦ ମାର୍ଚ୍ଚରେ ଭାରତୀୟ ମୁଦ୍ରା ଖୁବ୍‌ ତଳକୁ ଯାଇ ଏକ ଆମେରିକୀୟ ଡଲାର ତୁଳନାରେ ବିନିମୟ…

ଏଡିଏମ୍‌ -ଜିଲା ଆଦିବାସୀ ନେତା ମୁହାଁମୁହିଁ: ଖବରପାଇ ପହଞ୍ଚିଲା ପୋଲିସ

ଲୋଇସିଂହା,୩୧।୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଭାଗୃହରେ ସୋମବାର ବ୍ଲକସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ ବଲାଙ୍ଗୀର ଏଡିଏମ୍‌ ପବିତ୍ର ବେହେରା ଓ ଜିଲା ଆଦିବାସୀ ସଂଘ…

ପରାଜୟ ପରେ ବାହାନା କରିବା ଆରମ୍ଭ କଲେ ଋତୁରାଜ ଗାୟକୱାଡ; ଦର୍ଶାଇଲେ ଦଳର ନୈରାଶ୍ୟଜନକ ପ୍ରଦର୍ଶନର ପ୍ରମୁଖ କାରଣ

ନୂଆଦିଲ୍ଲୀ,୩୧।୩: ଗୁଆହାଟୀରେ ଖେଳାଯାଇଥିବା ଏକ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ବିପକ୍ଷରେ ଦମ ଦାର ପରାଜୟ ପରେ, ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ଋତୁରାଜ ଗାୟକୱାଡ ପରାଜୟର କାରଣ…

ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଲେ ୨ ଛାତ୍ରୀ: ଚାରିଆଡ଼ୁ ଶୁଭେଚ୍ଛା

ଭବାନୀପାଟଣା,୩୧ା୩(ଉତ୍ତମ କୁମାର ଦାଶ):ମାଇଁ ଭାରତ ଓ ଜାତୀୟ ସେବା ଯୋଜନାର ମିଳିତ ଆନୁକୂଲ୍ୟରେ ବିକଶିତ ଭାରତ ଯୁବ ପାର୍ଲାମେଣ୍ଟ ପାଇଁ କଳାହାଣ୍ଡି ଜିଲାରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ…

ଏପ୍ରିଲରେ ଏହି ୪ଟି ରାଶିର ବ୍ୟକ୍ତିଙ୍କ ପାଇଁ ଆସୁଛି ଭଲ ସମୟ, ମାଲାମାଲ୍ ହେବେ….

ଏପ୍ରିଲ ମାସ ଚାରୋଟି ନିର୍ଦ୍ଦିଷ୍ଟ ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଅତ୍ୟନ୍ତ ଶୁଭ ସାବ୍ୟସ୍ତ ହେବାକୁ ଯାଉଛି। ଏହି ରାଶିଗୁଡ଼ିକ ପ୍ରତ୍ୟେକ ପ୍ରୟାସରେ ସଫଳତା ହାସଲ କରିବେ। ବିଶେଷକରି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri