ଅନାଥ ଶିଶୁଙ୍କ ସହ ବଡ଼ଦିନ ପାଳିଲେ ମହିଳା କମିଶନ ସଦସ୍ୟା

ରାଇକିଆ,୨୬ା୧୨(ଡ଼ି.ଏନ.ଏ)- ନିଆରା ଢ଼ଙ୍ଗରେ ବଡ଼ଦିନ ପାଳନ କରିଛନ୍ତି ରାଜ୍ୟ ମହିଳା କମିଶନ ସଦସ୍ୟା ଜଲିନା ପ୍ରିୟଦର୍ଶିନୀ । ବୁଧବାର ସେ ରାଇକିଆ କନଭେଣ୍ଟ ପରିସରରେ ଥିବା ଅନାଥ ଆଶ୍ରମରେ ଶିଶୁମାନଙ୍କ ସହ ସମୟ ବିତାଇବା ସହ କେକ୍‌କାଟି ବଡ଼ଦିନ ପାଳନ କରିଥିଲେ । ଶିଶୁମାନଙ୍କୁ ଚକୋଲେଟ ଓ ବିସ୍କୁଟ ମଧ୍ୟ ବଣ୍ଟନ କରିଥିଲେ। ପରେ ସେ ଶିଶୁମାନଙ୍କ ବିଷୟରେ ଦାୟିତ୍ୱରେ ଥିବା ସିଷ୍ଟରଙ୍କ ସହ ଆଲୋଚନା କରିଥିଲେ। ସେଠାରୁ ରାଇକିଆ, ଜି. ଉଦୟଗିରିର ବିଭିନ୍ନ ଚର୍ଚ୍ଚକୁ ଯାଇ ଲୋକଙ୍କୁ ଭେଟି ବଡ଼ଦିନର ଶୁଭେଚ୍ଛା ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ରାସ୍ତାରେ ପଡ଼ିଲା ଗଛ: ରାଇକିଆ–କ. ନୂଆଗାଁ ରାସ୍ତାରେ ଦୁଇ ଘଣ୍ଟା ବସ୍ ଚଳାଚଳ ବନ୍ଦ

ରାଇକିଆ, ୨୧।୮ (ପ୍ରଦୀପ ବେହେରା): କନ୍ଧମାଳ ଜିଲାର ରାଇକିଆ–କ. ନୂଆଗାଁ ମୁଖ୍ୟ ରାସ୍ତାରେ ଏକ ବଡ଼ ଗଛ ପଡ଼ିଯିବା ଯୋଗୁ ପ୍ରାୟ ଦୁଇ ଘଣ୍ଟା ଧରି ବସ୍…

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ଉତ୍ସାହିତ ଭାଜପା କର୍ମକର୍ତ୍ତା: ଗାଁ ଗାଁରେ ସରକାରୀ ଯୋଜନା ପହଞ୍ଚାଇବା ଲକ୍ଷ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ଏବେ ରାଜ୍ୟ ଓ କେନ୍ଦ୍ରରେ ଭାଜପା ସରକାର ଶାସନ କରୁଛି। ସେହିପରି କନ୍ଧମାଳ ସଂସଦୀୟ କ୍ଷେତ୍ର ମଧ୍ୟ ଭାଜପା ହାତରେ ରହିଛି। ଏହି ପ୍ରରିପ୍ରେକ୍ଷୀରେ…

କନ୍ଧମାଳ ହଳଦୀରେ କମୁଛି କରକ୍ୟୁମିନ୍ ଉପାଦାନ, ଚାଷୀଙ୍କୁ ମିଳୁନି ଉଚିତ ମୂଲ୍ୟ

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ବିଶ୍ୱ ପ୍ରସିଦ୍ଧ କନ୍ଧମାଳ ହଳଦୀ ଏବେ ବିପଦରେ । ସମୟ ଅନୁସାରେ, ହଳଦୀର ଚାହିଦା କମିବାରେ ଲାଗୁଥିବା ବେଳେ ଚାଷୀଙ୍କୁ ଉଚିତ ଦର ମିଳୁ…

ନିର୍ବାଚନ ପ୍ରତିଶ୍ରୁତି ଭୁଲିଗଲେଣି ନେତା: ବ୍ରାହ୍ମଣୀଗାଁରେ ସ୍ଥାପନ ହେଉନି 5g ନେଟୱାର୍କ, ବଢୁଛି ଜନଅସନ୍ତୋଷ

ଦାରିଙ୍ଗବାଡି,୨୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ଅଞ୍ଚଳଭାବେ ଜଣାଶୁଣା ବ୍ରାହ୍ମଣୀଗାଁଠାରେ ଗତ ଏକ ଦଶନ୍ଧି ହେଲା ବିଏସଏନଏଲ ମୋବାଇଲ ସେବା ଉପଲବ୍ଧ। ତେବେ…

ଛାତ୍ରୀଛାତ୍ରଙ୍କୁ ସଫଳତାର ମନ୍ତ୍ର ଦେଲେ ଜିଲାପାଳ

ତୁମୁଡିବନ୍ଧ,୨୦ା୭(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଟିପ୍ସ ଫର୍ମ ଆଇଏଏସ୍‌ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri