ଅନିଦ୍ରା ସମସ୍ୟା ଦୂର କରିବା ପାଇଁ ତକିଆ ତଳେ ରଖନ୍ତୁ ଏହାକୁ…

ମନୁଷ୍ୟକୁ ନିରୋଗ ରଖିବା ପାଇଁ ଗୋଲାପ ଫୁଲ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନିଦ୍ରା ରୋଗରୁ ଦୂରେଇ ରହିବା ଲାଗି ଏହା ମହୌଷଧୀ ସଦୃଶ କାମ କରେ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଗୋଲାପ ପାଖୁଡ଼ାରେ ଭିଟାମିନ୍‌ ସି ପ୍ରଚୁର ପରିମାଣରେ ରହିଥାଏ। ଅନିଦ୍ରା ଜନିତ ସମସ୍ୟାରେ ଏହାର ପାଖୁଡ଼ାକୁ ତକିଆ ତଳେ ରଖିଲେ ଭଲ ନିଦ ହୋଇଥାଏ। ଏହାକୁ ବାଟି ମୁଣ୍ଡରେ ଲଗାଇଲେ ମୁଣ୍ଡବିନ୍ଧା ମଧ୍ୟ ଦୂର ହୁଏ। ଏହା ମସ୍ତିଷ୍କ କୋଷିକାର କାର୍ଯ୍ୟକୁ ସ୍ବାଭାବିକ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ଅମିତ ଶାହାଙ୍କୁ ଭେଟିଲେ ଡୋଭାଲ

ନୂଆଦିଲ୍ଲୀ,୨।୬: ଜମ୍ମୁ-କଶ୍ମୀରରେ ଟାର୍ଗେଟ କିଲିଂ ଓ ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ନେଇ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା(ଏନ୍‌ଏସ୍‌ଏ) ଅଜିତ ଡୋଭାଲ ଗୁରୁବାର ଭେଟିଛନ୍ତି।...

ଆକାର ପଟେଲଙ୍କୁ ଇଡିର ୧୦ କୋଟି ଜରିମାନା

ନୂଆଦିଲ୍ଲୀ,୯।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏକ ମନି ଲଣ୍ଡିରିଂ ମାମଲାରେ ଶୁକ୍ରବାର ଆମ୍‌ନେଷ୍ଟି ଇଣ୍ଡିଆ ଇଣ୍ଟରନ୍ୟାଶନାଲ ପ୍ରାଇଭେଟ ଲିଃ (ଏଆଇଆଇପିଏଲ୍‌) କୁ ୫୧.୭୨ କୋଟି ଏବଂ...

‘ଅପରେଶନ ଗଙ୍ଗା’ ନାଁରେ ଶିଶୁର ନାମକରଣ କରିବେ ୟୁକ୍ରେନରୁ ଉଦ୍ଧାର ହୋଇଥିବା ଭାରତୀୟ ଦମ୍ପତି

ୱାରସ/ଥିରୁଭାନନ୍ତପୁରମ,୬ ।୩: ୟୁକ୍ରେନର କ୍ୱିଭରେ ରେସ୍ତୋରାଁ କରିଥିବା କେରଳର ଜଣେ ବ୍ୟକ୍ତି ଅଭିଜିତ ରୁଷିଆ-ୟୁକ୍ରେନ୍ ଯୁଦ୍ଧରେ ଫସି ଯାଇଛନ୍ତି । ଏବେ ତାଙ୍କ ପତ୍ନୀ ୯...

ଶାଢ଼ି ଫ୍ୟାଶନ୍‌

ଶାଢ଼ି ଗେଟ୍‌ଅପ୍‌ ପ୍ରତିଟି ଅକେଜନ ପାଇଁ ପରଫେକ୍ଟ ଲାଗିବା ସହ ପର୍ସନାଲିଟିକୁ ଦ୍ୱିଗୁଣିତ କରିଥାଏ। ତେବେ ଯୁଗ ବଦଳିବା ସହ ଏବେ ଶାଢି ନୂଆ ରୂପରେ...

ସଞ୍ଜୟଙ୍କ ବିଦେଶ ଗସ୍ତକୁ ନେଇ ଉପୁଜିପାରେ ବାଧା

ମୁମ୍ବାଇ,୧୩।୮: ବଲିଉଡ୍‌ ନାୟକ ସଞ୍ଜୟ ଦତ୍ତ କ୍ୟାନସରରେ ପୀଡ଼ିତ ହେବା ଜଣାପଡିବା ପରେ ସମସ୍ତେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି। ତେବେ କ୍ୟାନସର ଚିକିତ୍ସା...

ପ୍ରତି ୫ ଘଣ୍ଟାରେ ଜଣେ ହେଉଛନ୍ତି ଓମିକ୍ରନ୍‌ରେ ସଂକ୍ରମିତ

ନୂଆଦିଲ୍ଲୀ,୨୫ ।୧୨: ଦେଶରେ ଦ୍ରୁତ ଗତିରେ ମାଡି ଚାଲିଛି ଓମିକ୍ରନ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ଦେଶରେ ପ୍ରଥମଥର ଲାଗି ସର୍ବାଧିକ ୧୨୨ ଜଣ...

ଦେଶ ସାରା ଏନ୍‌ଏଆର୍‌ସି ଲାଗୁ ପାଇଁ ଏବେ ନାହିଁ ଯୋଜନା: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୪।୨: ଦେଶ ସାରା ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଏଆର୍‌ସି) ଲାଗୁ କରିବା ପାଇଁ ଏବେ ଯୋଜନା ନାହିଁ। ଏନେଇ ଲୋକ ସଭାରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଲିଖିତ...

ଖରାଦିନେ ଥଣ୍ଡା ହେଲେ ଆପଣାନ୍ତୁ ଏହି ଘରୋଇ ଉପାୟ

ଖରାଦିନେ ଥଣ୍ଡା ଧରିବା ଏକ ସାଧାରଣ କଥା। ମାତ୍ର ଖରାଦିନେ ହେଉଥିବା ଥଣ୍ଡା ଶୀତଦିନ ଅପେକ୍ଷା ଅଧିକ କଷ୍ଟଦାୟକ। ଖରାଦିନେ ଥଣ୍ଡାହେଲେ ପେଟ ଖରାପ ହେବା...

Advertisement
Archives

Model This Week