ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଲା ବ୍ୟାଙ୍କ ଧର୍ମଘଟ, ୧୧ରେ ଖୋଲା ରହିବ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଛି ପ୍ରସ୍ତାବିତ ବ୍ୟାଙ୍କ ଧର୍ମଘଟ। ଦରମା ବୃଦ୍ଧି ସହ ୧୨ ଦଫା ଦାବି ନେଇ ଆସନ୍ତା ୧୧ରୁ ୧୩ ତାରିଖ ଯାଏ ବ୍ୟାଙ୍କ ଧର୍ମଘଟ ପାଇଁ ନିଷ୍ପତ୍ତି ହୋଇଥିଲା। ଏବେ ଏହା ଅନିର୍ଦ୍ଧିଷ୍ଟ କାଳ ପାଇଁ ଘୁଞ୍ଚିଛି। ଏ ନେଇ ୟୁନିଅନ୍‌ ଫର ବ୍ୟାଙ୍କ ୟୁନିୟନ୍ସ ଆବାହକ ସମ୍ବିତ ମିଶ୍ର ସୂଚନା ଦେଇଛନ୍ତି। ମାର୍ଚ୍ଚ ୮, ୯, ୧୦, ୧୪, ୧୫ ତାରିଖ ଛୁଟିଦିନ ପଡ଼ୁଥିବାରୁ ଏହି ଧର୍ମଘଟକୁ ଘୁଞ୍ଚା ଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ପରଠୁ କରୋନା ଆକ୍ରାନ୍ତ ସଂଖ୍ୟାରେ ଦ୍ରୁତ ଅଭିବୃଦ୍ଧି; ୧୩ ଦିନରେ ଚିହ୍ନଟ ହୋଇଛନ୍ତି ୫୭୪ ନୂଆ ପଜିଟିଭ୍‌

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ଆଉ ୬୫ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ଏବେ ମୋଟ ଆକ୍ରାନ୍ତଙ୍କ...

କଟକ: ୧୮ରେ ୧୨ ଘଣ୍ଟିଆ ବନ୍ଦ

କଟକ ଅଫିସ,୧୬ା୯ : ହିନ୍ଦୁସେନା ଓ କଟକ ସଦର ସୁରକ୍ଷା କମିଟି ପକ୍ଷରୁ ଆସନ୍ତା ୧୮ରେ କଟକ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ରବିବାର...

ଓଡ଼ିଶାରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ଅଛି

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ମହାମାରୀ ପରିଚାଳନାରେ ରାଜ୍ୟ ସରକାର ଉତ୍କୃଷ୍ଟ ପଦକ୍ଷେପ ନେଇଥିବାରୁ ଅନ୍ୟରାଜ୍ୟ ତୁଳନାରେ ଓଡ଼ିଶାରେ କୋଭିଡ୍‌ ସ୍ଥିତି ନିୟନ୍ତ୍ରଣରେ ରହିଛି। ବୁଧବାର ବିଧାନସଭାରେ ବିରୋଧୀଙ୍କ...

ଲକ୍ଷେ ଲୋକଙ୍କ ପାଇଁ ୫ ଡାକ୍ତର

କେନ୍ଦ୍ରାପଡ଼ା ଅଫିସ,୨୬ା୧୧: ରାଜ୍ୟ ସରକାର ଗ୍ରାମାଞ୍ଚଳର ସ୍ୱାସ୍ଥ୍ୟସେବା ପାଇଁ ନୂଆ ଡାକ୍ତରଙ୍କ ପୋଷ୍ଟିଂ ଘୋଷଣା କରିଥିଲେ। ହେଲେ ଆଜି ପର୍ଯ୍ୟନ୍ତ ସେହି ପ୍ରକ୍ରିୟା ସମ୍ପୂର୍ଣ୍ଣ ହୋଇନାହିଁ।...

୭ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଶନିବାରଠାରୁ ଉପକୂଳ ସମେତ ରାଜ୍ୟର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ହୋଇଛି। ଏହାର ପ୍ରଭାବରେ...

ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ: ପ୍ରଥମ କୁଳସଚିବ ଭାବେ ଦାୟିତ୍ୱ ନେଲେ ନିରୁପମା ସ୍ବାଇଁ

କଟକ ଅଫିସ,୨।୭: ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ପ୍ରଥମ କୁଳସଚିବ ଭାବେ ଓଏଏସ୍‌ ଅଫିସର ନିରୁପମା ସ୍ବାଇଁ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଶ୍ୱବିଦ୍ୟାଳୟରେ କୁଳପତି ପ୍ରଫେସର...

ପଡ଼ୋଶୀ ଜିଲା ଅଧୀନରେ ଯାଜପୁରର ୧୨ ରାସ୍ତା

ଯାଜପୁର ଅଫିସ୍‌, ୨୦ା୮: ଯାଜପୁର ଜିଲା ଗଠନକୁ ଇତିମଧ୍ୟରେ ୨୭ ବର୍ଷ ଅତିକ୍ରାନ୍ତ ହୋଇସାରିଛି। ରାଜନୈତିକ ମାନଚିତ୍ରରେ ଏହା ଏକ ସ୍ବତନ୍ତ୍ର ମାନ୍ୟତା ପାଇଛି। କିନ୍ତୁ...

ଭଡା ବଢାଇଲା ରେଲଓ୍ବେ

ନୂଆଦିଲ୍ଲୀ,୧-୧: ଭାରତୀୟ ରେଳପଥ ପକ୍ଷରୁ ନୂଆ ବର୍ଷରେ ଯାତ୍ରୀ ଭଡା ବୃଦ୍ଧି ସମ୍ପର୍କରେ ଘୋଷଣା କରାଯାଇଛି। ରେଳପଥର ସମସ୍ତ ନେଟଓ୍ବର୍କରେ ଏହାକୁ ଜାନୁୟାରୀ ପହିଲାରୁ କାର୍ଯ୍ୟକାରୀ...

Advertisement
Archives

Model This Week