ଅନିଶ୍ଚିତକାଳ ପାଇଁ ମଣିପୁରରେ କର୍ଫ୍ୟୁ

ଇମ୍ଫାଲ,୨୪।୩: ମଣିପୁରରେ ଜଣେ ମହିଳା କରୋନା ଭାଇରସ୍‌ରେ ସଂକ୍ରମିତ ହେବା ପରେ ମଙ୍ଗଳବାର ସେଠାରେ ଅନିଶ୍ଚିତକାଳ ପାଇଁ କର୍ଫ୍ୟୁ ଜାରି କରାଯାଇଛି। ରାଜ୍ୟ ସରକାର କରୋନା ସହ ମୁକାବିଲା ଏବଂ ସୁରକ୍ଷା ଦୃଷ୍ଟିରୁ ଆଗୁଆ ରାଜ୍ୟରେ କର୍ଫ୍ୟୁ ଜାରି କରିଥିବା ଜଣାପଡ଼ିଛି। ତେବେ ମଣିପୁରରେ କରୋନା ସଂକ୍ରମଣର ଏହା ପ୍ରଥମ ମାମଲା। ନିକଟରେ ଏହି ମହିଳା ବିଦେଶ ଯାତ୍ରାରୁ ଫେରିଥିଲେ। ତାଙ୍କ ନିକଟରେ କରୋନା ଲକ୍ଷଣ ଦେଖାଯିବା ପରେ ଯାଞ୍ଚ କରାଯାଇଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରେ ତାଙ୍କୁ ଆଇସୋଲେଶନ୍‌ରେ ରଖାଯାଇଛି। ସେହିପରି କରୋନା ପ୍ରକୋପକୁ ଦେଖି ହିମାଚଳ ପ୍ରଦେଶର କାଙ୍ଗଡା ଜିଲାରେ ମଧ୍ୟ ରାଜ୍ୟ ସରକାର କର୍ଫ୍ୟୁ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଜ୍ରିଓ୍ବାଲଙ୍କୁ ସ୍ମୁତି ଇରାନୀଙ୍କ ପ୍ରଶ୍ନ: ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କାହିଁକି ଦେଉଛନ୍ତି ସୁରକ୍ଷା

ନୂଆଦିଲ୍ଲୀ,୧।୬: ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଟାର୍ଗେଟ କରି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଉପରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି...

କରୋନା ସଂକ୍ରମଣ: ବାଦୁଡ଼ିଠାରୁ ବଜ୍ରକାପ୍ତା; ଏବେ ମନୁଷ୍ୟ ସମାଜରେ ମହାମାରୀ !

ଲଣ୍ଡନ,୨୫।୩: କରୋନା ସଂକ୍ରମଣ କିଭଳି ମନୁଷ୍ୟଠାରେ ହେଲା ସେ ନେଇ ଏବେ ସାରା ପୃଥିବୀରେ ଚର୍ଚ୍ଚା ଜାରି ରହିଛି। ବୈଜ୍ଞାନିକମାନେ ଅନୁମାନ କରୁଛନ୍ତି ଯେ, ଚାଇନାରେ...

ସକାଳ ୯ଟା ସୁଦ୍ଧା ପହଞ୍ଚିବାକୁ ପଡିବ କାର୍ଯ୍ୟାଳୟରେ

ଚଣ୍ଡିଗଡ଼,୨୧ ।୯: ପଞ୍ଜାବର ନୂଆ ସରକାର ତାଙ୍କ କାର୍ଯ୍ୟର ଦ୍ରୁତ ଅଗ୍ରଗତି ପାଇଁ ସମସ୍ତ ସରକାରୀ ଅଧିକାର ଓ କର୍ମଚାରୀଙ୍କୁ ସକାଳ ୯ଟା ସୁଦ୍ଧା କାର୍ଯ୍ୟାଳୟରେ...

ବୈଦେଶିକ ନୀତି ଉପରେ ସହମତି ବିଶ୍ୱସ୍ତରର ମଞ୍ଚ ଉପରେ ହେବା ଭାରତ ପାଇଁ ଭଲ: ମୋଦି

ନୂଆଦିଲ୍ଲୀ,୭ ।୪: ୟୁକ୍ରେନର ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଲୋକ ସଭାରେ ହୋଇଥିବା ଆଲୋଚନାର ପ୍ରଶଂସା କରିଛନ୍ତି । ସେ କହିଛନ୍ତି ଉଚ୍ଚ...

ୟୁପିରୁ ଜଣେ ଆତଙ୍କବାଦୀ ଗିରଫ: ନୂପୁରଙ୍କୁ ହତ୍ୟା କରିବାକୁ କରିଥିଲେ ଷଡ଼ଯନ୍ତ୍ର

ଲକ୍ଷ୍ନୌ,୧୨।୮: ଅଗଷ୍ଟ ୧୫ ପୂର୍ବରୁ ଉତ୍ତରପ୍ରଦେଶ ଏଟିଏସ୍‌ ଏକ ବଡ଼ ଆତଙ୍କବାଦୀ ଆକ୍ରମଣକୁ ପଣ୍ଡ କରିଛି। ସାହାରନପୁରରୁ ଜୈଶ-ଏ-ମହମ୍ମଦ ଏବଂ ପାକିସ୍ତାନର ସଂଗଠନ ତେହେରିକ-ଏ-ତାଲିବାନ ସହ...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

୨ ଖାସ୍‌ ଯୋଜନାର ଶୁଭାରମ୍ଭ କଲେ ମୋଦି

ନୂଆଦିଲ୍ଲୀ,୧୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ଦୁଇଟି ପଦକ୍ଷେପ – ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆର ରିଟେଲ ଡାଇରେକ୍ଟ ସ୍କିମ...

ଗଣେଶ ପୂଜା ପରେ କରୋନା ସଂକ୍ରମଣ ବଢ଼ିବା ଆଶଙ୍କା, ସ୍ବାସ୍ଥ୍ୟ ଅଧିକାରୀଙ୍କ ସତର୍କ ସୂଚନା…

ମୁମ୍ବାଇ,୧୨।୯: ଗଣେଶ ପୂଜା ପରେ ମହାରାଷ୍ଟ୍ରରେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଏନେଇ ରାଜ୍ୟ ସର୍ଭେଲାନ୍ସ୍‌ ଅଧିକାରୀ ଡ.ପରାଦୀପ୍‌ ଆଓ୍ବଟେ ଚେତାବନୀ...

Advertisement
Archives

Model This Week