ଅନିୟମିତତାକୁ ବିରୋଧ କରି ବ୍ଲକ ଅଫିସ୍‌ ଘେରାଉ

ରେମୁଣା,୩।୬(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ବ୍ଲକରେ ବିଭିନ୍ନ ଅନିୟମିତତାକୁ ବିରୋଧ କରି କିଛି ସରପଞ୍ଚ, ସମିତିସଭ୍ୟ ଏବଂ ୱାର୍ଡସଭ୍ୟ ମିଳିତ ଭାବେ ବୁଧବାର ପୂର୍ବାହ୍ନରେ ରେମୁଣା ବ୍ଲକ ଅଫିସ୍‌କୁ ନୂଆପାଢ଼ୀ ସମିତିସଭ୍ୟ ଶୁଭେନ୍ଦୁ ମଙ୍ଗରାଜଙ୍କ ନେତୃତ୍ୱରେ ଘେରାଉ କରିଥିଲେ। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ଉପଜିଲାପାଳ ନିଲୁ ମହାପାତ୍ର ଟେଲିଫୋନ୍‌ ଯୋଗେ ବିକ୍ଷୋଭକାରୀଙ୍କ ସହ ଆଲୋଚନା କରିଥିଲେ। ପରେ ରେମୁଣା ତହସିଲଦାର ଓ ଶିଳ୍ପାଞ୍ଚଳ ଥାନା ଅଧୀନ ଗୋଲେଇ ଫାଣ୍ଡିର ଅଧିକାରୀ ଧିରେନ୍ଦ୍ର ମହାନ୍ତି ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହ ପ୍ରତ୍ୟେକ୍ଷ ଆଲୋଚନା ପରେ ବିକ୍ଷୋଭକାରୀମାନେ ଆନ୍ଦୋଳନରୁ ଓହରିଥିଲେ। ଉକ୍ତ ଆନ୍ଦୋଳନରେ ମୁଖୁରା ସରପଞ୍ଚ ଷ୍ଟାଲିନ୍‌ ମିଶ୍ର, ଶ୍ରୀକୃଷ୍ଣପୁର ସରପଞ୍ଚ ଅଞ୍ଜଳି ମୁଖି, ସମିତିସଭ୍ୟ ସନ୍ଦୀପ ରାଉତ, ଆଇଶନ ଖାଁ, ରୂପେଶ ଜେନା ପ୍ରମୁଖ ଉପସ୍ଥିତ ରହିବା ସହ ବିଭିନ୍ନ ପଞ୍ଚାୟତରେ ୱାର୍ଡ ସଭ୍ୟ ଓ ନାଏବ ସରପଞ୍ଚମାନେ ବିକ୍ଷୋଭରେ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ରାସ୍ତାରୋକୋ

ବାରିପଦା ଅଫିସ, ୧୮ା୨- ଗ୍ରୀଷ୍ମ ଆରମ୍ଭ ନ ହେଉଣୁ ବାରିପଦା ସହରର ବିଭିନ୍ନ ସ୍ଥାନରେ ଜଳକଷ୍ଟ ସମସ୍ୟା ଦେଖାଗଲାଣି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜଳଯୋଗାଣ ବ୍ୟବସ୍ଥା...

ସ୍ବତନ୍ତ୍ର ନବମ ଇଣ୍ଡିଆ ରିଜର୍ଭ ବାଟାଲିୟନ ପକ୍ଷରୁ ସ୍ବାସ୍ଥ୍ୟ ଶିବିର: ୨ ଶହ ଲୋକଙ୍କୁ ଚିକିତ୍ସା କରାଗଲା

ଜୁନାଗଡ,୩୧।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଜାରିଙ୍ଗ ମେଡିକାଲ କଲେଜ ପରିସରରେ ଶୁକ୍ରବାର ଏକ ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। କଳାହାଣ୍ଡି ଜିଲା ସ୍ବତନ୍ତ୍ର ନବମ...

ଚିକିତ୍ସା ଅବହେଳାରୁ ବ୍ୟକ୍ତିଙ୍କ ମୃତ୍ୟୁ, ଅଭିଯୋଗ ଆଣିଲେ ପରିବାର ଲୋକେ

ପାପଡ଼ାହାଣ୍ଡି,୨୫ା୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବା କତ୍ରା ପଞ୍ଚାୟତ ଖୁଡ଼ିଗୁଡ଼ା ଗ୍ରାମର ଲାଇବାନ ମୁଦୁଲି(୪୮)ଙ୍କ ରବିବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ...

ତାରିଣୀ ମନ୍ଦିର ତାଲା ଭାଙ୍ଗି ଲୁଟିନେଲେ

ପଦ୍ମପୁର,୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଫକୀରପୁର ଗ୍ରାମର ତାରିଣୀ ମନ୍ଦିରରୁ ସୋମବାର ରାତିରେ ଚୋରି ହୋଇଛି। ତାଲା ଭାଙ୍ଗି ଦୁର୍ବୃତ୍ତମାନେ ସୁନା ମୁକୁଟ,...

ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ ମୃତ୍ୟୁ ନେଇ ଉତ୍ତେଜନା: ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗ

ଛେଣ୍ଡିପଦା,୧୨ା୬(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ନେଇ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା ଦେଖାଦେଇଛି। ଘଟଣାରୁ ପ୍ରକାଶ ଯେ,...

ଅପମିଶ୍ରିତ ସୋରିଷ ତେଲ ବିକ୍ରି ଅଭିଯୋଗରେ ଚଢାଉ

ବାରିପଦା ଅଫିସ, ୧୪ା୨- ମୟୂରଭଞ୍ଜ ଜିଲା ବାରିପଦା ବଜାରରେ ଅପମିଶ୍ରିତ ସୋରିଷ ତେଳ ବିକ୍ରି ହେଉଥିବା ଅଭିଯୋଗ ପାଇ ଟାଉନ ପୋଲିସ ବୁଧବାର ରାତିରେ ଏକ...

ଛେଳି ଚୋରି କରିବାକୁ ଆସି ବନ୍ଧା ହେଲେ ଖୁଣ୍ଟରେ

ସଜନାଗଡ,୯।୭: ନିଛାଟିଆ ଜାଗାରେ ଏକ ବାଇକ୍‌ ଛିଡ଼ା ହୋଇଥିବା ବେଳେ ଗାଡ଼ି ନିକଟରେ କେହି ନ ଥିବା ଦେଖି ରାତି ଅଧରେ ଗାଁ ଲୋକଙ୍କ ସନ୍ଦେହ...

ନୂଆବର୍ଷ ଅଧରାତିରେ ଶ୍ରୀମନ୍ଦିର ଦ୍ୱାରଫିଟା ନୀତିକୁ ବିରୋଧ

ପୁରୀ ଅଫିସ,୧୯ା୧୧: ଇଂଲିଶ୍‌ ନବବର୍ଷରେ ଶ୍ରୀମନ୍ଦିରର ରୀତିନୀତିକୁ ଉପେକ୍ଷା କରି ଅର୍ଦ୍ଧରାତ୍ରରେ ଦ୍ୱାରଫିଟା ନୀତିକୁ ବିରୋଧ କରିଛନ୍ତି ସୂଚନାଧିକାର କର୍ମୀ ଜୟନ୍ତ ଦାଶ। ଏ ନେଇ...

Advertisement
Archives

Model This Week