ଅନୁଗୋଳରେ ଧର୍ମଘଟ ଡାକରାର ପ୍ରଭାବ

ଅନୁଗୋଳ ଅଫିସ,୮।୧:  କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ୧୨ ଦଫା ଦାବି ନେଇ ଦେଶବ୍ୟାପୀ ଧର୍ମଘଟ ଡାକରାର ପ୍ରଭାବ ଅନୁଗୋଳରେ ଦେଖାଦେଇଛି। ଶ୍ରମିକ ସଂଗଠନ ଓ କଂଗ୍ରେସ ପକ୍ଷରୁ ବିଭିନ୍ନ ସ୍ଥାନରେ ପିକେଟିଂ କରାଯାଇ ଦୋକାନ ବଜାର ବନ୍ଦ କରାଯାଇଛି। ରେଳରୋକୋ ଆନ୍ଦୋଳନ କରାଯାଇଛି। ଦୋକାନବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡରେ ଓଢଣା ଦେଇ ମା’ ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି: ପିଣ୍ଡଦାନ ପରେ…

ଯାଜପୁର,୩।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ମଙ୍ଗଳବାର ଯାଜପୁର ଅଭିମୁଖେ ଗସ୍ତ କରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ…

ରାଜଧାନୀରେ ଚାଞ୍ଚଲ୍ୟ: ଡେଲିଭରୀ ବୟଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ପୂର୍ବ ଦିଲ୍ଲୀର ପାଣ୍ଡବ ନଗର ଅଞ୍ଚଳରେ ନାବାଳକମାନେ ଝଗଡ଼ା ପରେ ଜଣେ ଡେଲିଭରୀ ବୟଙ୍କୁ ଛୁରି ଭୁସି ହତ୍ୟା…

ତାଲିବାନର ନୂଆ ନିୟମ, ଆଉ ମିଳିବ ନାହିଁ ଗର୍ଭନିରୋଧକ ଔଷଧ!

କାବୁଲ,୩।୨: କ୍ଷମତାକୁ ଆସିବା ପରଠାରୁ, ତାଲିବାନ ମହିଳାମାନଙ୍କ ସହ ଜଡିତ ଅନେକ ଜିନିଷ ଉପରେ କଠୋର କଟକଣା ଜାରି କରିଛି। ଏହି ତାଲିକାରେ ଏବେ ଗର୍ଭନିରୋଧକ ଔଷଧ…

ଭାରତ ଛାଡିଦିଅ…WhatsApp ଏବଂ Metaକୁ ସୁପ୍ରିମକୋର୍ଟଙ୍କ ତାଗିଦ୍

ନୂଆଦିଲ୍ଲୀ,୩।୨: ସୁପ୍ରିମକୋର୍ଟ ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ୱାଟ୍ସଆପ ଏବଂ ଏହାର ମୂଳ କମ୍ପାନୀ ମେଟାକୁ କଡ଼ା ଭର୍ତ୍ସନା କରିଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟରେ ହ୍ୱାଟସଆପ୍‌ର ୨୦୨୧ ଗୋପନୀୟତା ନୀତି…

US-India ବାଣିଜ୍ୟ ଚୁକ୍ତି ଚାଇନା-ପାକିସ୍ତାନ ପାଇଁ ବଡ଼ ଝଟକା, ଭାରତ ତୁଳନାରେ ଉଭୟଙ୍କୁ କେତେ ଦେବାକୁ ପଡିବ ଟାରିଫ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ହୋଇଛି। ଆମେରିକା ଭାରତ ଉପରେ ଲାଗୁ ହୋଇଥିବା ୫୦ ପ୍ରତିଶତ ଟାରିଫ୍‌କୁ ୧୮ ପ୍ରତିଶତକୁ ହ୍ରାସ…

ନିର୍ବାଚନ ପ୍ରଚାର ପାଇଁ ଯାଉଥିଲେ ପଙ୍କଜା ମୁଣ୍ଡେ, ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି ଦେଖାଯିବାରୁ…

ସମ୍ଭାଜିନଗର,୩।୨: ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ମୃତ୍ୟୁ ପରେ ମହାରାଷ୍ଟ୍ରର ଅନ୍ୟ ନେତାମାନେ ମଧ୍ୟ ବିମାନ ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରୁଛନ୍ତି। ଭାଜପା ନେତା…

ପାଦରେ ଲୁଚି ରହିଛି ରୋଗର ରହସ୍ୟ, ଏହି ଲକ୍ଷଣକୁ କରନ୍ତୁନି ଅଣଦେଖା

ଆଖି, ମସ୍ତିଷ୍କ, କାନ, ଥାଇରଏଡ୍, ପେଟ,ଫୁସଫୁସ, ଅଗ୍ନାଶୟ, ହାଡ଼-ବୃକକ୍, ଅନ୍ତନଳୀ ସମସ୍ତ ତଳିପାଦ ସହିତ ସଂଯୁକ୍ତ । ଏହାର ଅର୍ଥ ହେଉଛି ତଳିପାଦରେ ବିଭିନ୍ନ ଅଙ୍ଗର ଆକ୍ୟୁପ୍ରେସର…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର ଶୁଭାରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା, କହିଲେ…

ଭୁବନେଶ୍ୱର,୩।୨: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଶୁଭାରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ନିଜର ପ୍ରତିକ୍ରିୟା ରଖିଛନ୍ତି। ନିଜ ଟୁଇଟ୍‌ ଜରିଆରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ଜନସାଧାରଣଙ୍କ ସ୍ବାର୍ଥର ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri