ଅନୁଗୋଳରେ ପୁଣି କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି

ଅନୁଗୋଳ ଅଫିସ, ୪।୬: ଅନୁଗୋଳ ଜିଲାରୁ ଗୁରୁବାର ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତ ୩୧ ଜଣଙ୍କ ମଧ୍ୟରୁ ଜଣେ ରାଜ୍ୟ ବାହାରର, ଯେ କି ଦୁର୍ଘଟଣାର ଶିକାର ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ । ତେବେ ବର୍ତ୍ତମାନ ଜିଲାର ୨୨ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବୀ ବିକ୍ରି ହୋଇପାରେ ୨୦ ହଜାର କୁଇଣ୍ଟାଲ ଧାନ

କୁନ୍ଦୁରା,୧୩।୨(ଡି.ଏନ୍‌.ଏ.) କୋରାପୁଟ ଜିଲାରେ ଚଳିତବର୍ଷ ଖରିଫ ଋତୁରେ ଅମଳ ଧାନ ବିକ୍ରି କରିବା କିମ୍ବା ଚାଷୀ ପଞ୍ଜୀକୃତ ହେବାରେ ପ୍ରଶାସନ ଯେଉଁ ଦାୟିତ୍ୱହୀନତା ଦେଖାଇଛି, ସେଥିରେ ପ୍ରଭାବିତ...

ପୋଖରୀରେ ପଡ଼ି ଶିଶୁକନ୍ୟାଙ୍କ ଗଲା ଜୀବନ

ବାସୁଦେବପୁର, ୩୦।୧୦(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ପଞ୍ଚାୟତ ଅଧୀନ ଗଦେଇବିନ୍ଧା ଗ୍ରାମରେ ବୁଧବାର ଅପରାହ୍ନରେ ପୋଖରୀରେ ପଡ଼ି ବନ୍ଦନା କାଣ୍ଡି ନାମ୍ନୀ ୩...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ବିବାହ କଲେ ପ୍ରେମୀଯୁଗଳ

ନିମାପଡ଼ା,୨୬ା୫(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅଞ୍ଚଳର ଏକ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହୁଥିବା ପ୍ରେମୀ ଯୁଗଳ ସୋମବାର ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ସୂଚନା ଅନୁଯାୟୀ,...

ମହିଳା, ଯୁବକଙ୍କୁ ଲଣ୍ଡା କରିବା ଘଟଣା: ୪ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୨୬ା୬(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କରଞ୍ଜିଆ ଥାନା ଅଞ୍ଚଳରେ ଜନୈକା ବିବାହିତା ମହିଳା ଓ ଜଣେ ଯୁବକଙ୍କୁ କଙ୍ଗାରୁ କୋର୍ଟ ଦ୍ୱାରା ନିର୍ଯାତନା ସହ ଲଣ୍ଡା କରି...

ବୃଦ୍ଧାଙ୍କୁ ଧକ୍କା ଦେଇ ମିନି ବସ୍‌ ସହ ପିଟିହେଲା କାର୍‌, ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟ ମୁଖ୍ୟରାସ୍ତାରେ ରବିବାର ଏକ କାର୍‌ (ନଂ. ଓଡ଼ି ୦୭ ଏ ବି -୧୫୧୨) ଧକ୍କା ଦେବାରୁ...

ଶାନ୍ତ, ଭଦ୍ର, ନମ୍ର ଭାବନା ଉତ୍ତମ ପରିବେଶ ଦିଏ: ଗଜପତି

ସୋରଡ଼ା,୨୭ା୧୨(ଡି.ଏନ୍‌.ଏ.) -ସମାଜରେ ସବୁବର୍ଗର ଜନସାଧାରଣ ଶାନ୍ତ, ଭଦ୍ର, ନମ୍ରତା ଭାବ ରଖିବା ସହ ପ୍ରତିଟି ସମୟରେ ସକାରାତ୍ମକ ଚିନ୍ତାଧାରା ରଖିଲେ ସମାଜକୁ ଉତ୍ତମ ପରିବେଶ କରିହେବ।...

ଗୋଛା ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା: କର୍ତ୍ତବ୍ୟରେ ଅବହେଳା ଲାଗି ନିଲମ୍ବିତ ହେଲେ ଫରେଷ୍ଟର, ଫରେଷ୍ଟଗାର୍ଡ

ନୟାଗଡ଼ ଅଫିସ,୩୧।୫: ନୟାଗଡ଼ ଜିଲା ପଞ୍ଚରିଡ଼ା ବନାଞ୍ଚଳ ସଂରକ୍ଷିତ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣାରେ ୨ ବନ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ ପଞ୍ଚରିଡ଼ା...

ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍‌.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା...

Advertisement


Archives

Model This Week